Posted inଖେଳ

ପହଞ୍ଚିଲା ଦକ୍ଷିଣ ଆଫ୍ରିକା ଦଳ

ନୂଆଦିଲ୍ଲୀ,୭।୯(ପିଟି)- ଉଇକେଟକିପର ବ୍ୟାଟ୍ସମ୍ୟାନ କୁଇଣ୍ଟନ ଡି’କକ୍‌ଙ୍କ ନେତୃତ୍ୱାଧୀନ ଦକ୍ଷିଣ ଆଫ୍ରିକା ଦଳ ଶନିବାର ଭାରତରେ ପହଞ୍ଚିଛି। ଭାରତ ଫେରି ମୁଁ ଉତ୍ସାହିତ ଅଛି। ପୁଣି କ୍ରିକେଟ ଖେଳିବା ପାଇଁ ଲକ୍ଷ୍ୟ ରଖିଥିବା ଟୁଇଟ୍‌ କରି ଜଣାଇଛନ୍ତି ପେସର କାଗିସୋ ରବାଡା। ଦକ୍ଷିଣ ଆଫ୍ରିକା ଦଳ ଏଠାରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ ପରେ ସମାନ ସଂଖ୍ୟକ ଟେଷ୍ଟ ମ୍ୟାଚ୍‌ ଖେଳିବ। ପ୍ରଥମ ଟି୨୦ ମ୍ୟାଚ୍‌ ଧର୍ମଶାଳାଠାରେ ଖେଳାଯିବ। ପରବର୍ତ୍ତୀ ଦୁଇ ମ୍ୟାଚ୍‌ ୧୮ ଓ ୨୨ ତାରିଖରେ ମୋହାଲି ଓ ବେଙ୍ଗାଲୁରୁଠାରେ ଅନୁଷ୍ଠିତ ହେବ। ଭ୍ରମଣକାରୀ ଦଳ ସୋମବାର ଦିଲ୍ଲୀସ୍ଥିତ ଦକ୍ଷିଣ ଆଫ୍ରିକା ହାଇ କମିଶନରକୁ ଭେଟିବେ। ଏହାପରେ ଦଳ ଧର୍ମଶାଳା ଗସ୍ତ କରିବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏସ୍‌ଆର ଅନ୍‌ଲାଇନ୍‌ ଚେସ୍‌: ତନ୍ମୟ ଚାମ୍ପିୟନ

ଭୁବନେଶ୍ୱର, ୧୨।୧(କ୍ରୀଡ଼ା ପ୍ରତିନିଧି):ଏସ୍‌ଆର ଚେସ୍‌ ସେଣ୍ଟର ଆନୁକୂଲ୍ୟରେ ସୋମବାର ଅନୁଷ୍ଠିତ ୨୫ତମ ଅନ୍‌ଲାଇନ୍‌ ଚେସ୍‌ ଚାମ୍ପିୟନଶିପ୍‌ରେ ଭୁବନେଶ୍ୱର ଷ୍ଟିଓ୍ବାର୍ଟ ସ୍କୁଲର ତନ୍ମୟ ତ୍ରିପାଠୀ ଚାମ୍ପିୟନ ହୋଇଛନ୍ତି।...

ଖେଳିବାବେଳେ କ୍ରିକେଟରମାନେ ମୁହଁରେ କାହିଁକି ଲଗାନ୍ତି ଧଳା ରଙ୍ଗ

କ୍ରିକେଟରଙ୍କ ଏମିତି ବହୁ ଅଭ୍ୟାସ ଅଛି, ଯାହାକି କ୍ରିକେଟ ପସନ୍ଦ କରୁ ନ ଥିବା ଫ୍ୟାନଙ୍କୁ ଅଜବ ଲାଗୁଥିବ। ବଲକୁ ପ୍ୟାଣ୍ଟରେ ବାରମ୍ବାର ଘଷିବା, ପିଚ୍‌ରେ...

ଅଷ୍ଟ୍ରେଲିଆନ୍‌ ଓପନ୍‌: ତୃତୀୟ ରାଉଣ୍ଡରେ ସେରେନା, ଓଜନିଆକି

ମେଲବୋର୍ନ, ୨୩।୧(ଏଏଫ୍‌ପି)- ଅଷ୍ଟ୍ରେଲିଆ ଓପନ୍‌ ମହିଳା ସିଙ୍ଗଲ୍ସରେ ବୁଧବାର ଖେଳାଯାଇଥିବା ଦ୍ୱିତୀୟ ରାଉଣ୍ଡ ମ୍ୟାଚ୍‌ରେ ମଧ୍ୟ ବିଜୟୀ ହୋଇ ସିଡେଡ ଖେଳାଳିମାନେ ଅଗ୍ରଗତି କରିଛନ୍ତି। ସେମାନଙ୍କ...

କୋଭିଡ-୧୯: ଲିଭରପୁଲ ଲିଜେଣ୍ଡ ଡାଲଗ୍ଲିଶ ପଜିଟିଭ୍‌

ଲଣ୍ଡନ,୧୧।୪(ଏଏଫ୍‌ପି)- ସ୍କଟଲାଣ୍ଡ ଷ୍ଟ୍ରାଇକର ତଥା ଲିଭରପୁଲ କିମ୍ବଦନ୍ତୀ ଫୁଟବଲର କେନ୍ନି ଡାଲଗ୍ଲିଶ୍‌ କରୋନ ଭାଇରସ ସଂକ୍ରମଣ କାରଣରୁ ପଜିଟିଭ ବୋଲି ଜଣାପଡିଛି। ତାଙ୍କ ପରିବାର ସୂତ୍ରର...

ଡେଭିସ୍‌ କପ୍‌: ପାକିସ୍ତାନକୁ ଦଳ ପଠାଇପାରେ ଆଇଟା

ନୂଆଦିଲ୍ଲୀ, ୧୫ା୧୦ (ପି.ଟି.)-ଜାତୀୟ ଟେନିସ ମହାସଂଘ ଏହାର ଖେଳାଳି ଏବଂ ସପୋର୍ଟ ଷ୍ଟାଫ୍‌ଙ୍କ ଲାଗି ପାକିସ୍ତାନ ଭିଜା ଯୋଗାଡ଼ କରିବା ପ୍ରକ୍ରିୟା ଆରମ୍ଭ କରବା ଲାଗି...

କୋହଲିଙ୍କ ନିଷ୍ପତ୍ତିକୁ ପ୍ରଖ୍ୟାତ ଖେଳାଳିଙ୍କ ସମର୍ଥନ

ଆବୁ ଧାବି,୨୧।୯: ନିଜର ବ୍ୟାଟିଂକୁ ଗୁରୁତ୍ୱ ଦେବା ପାଇଁ ବିରାଟ କୋହଲି ଟି୨୦ ଫର୍ମାଟରେ ଅଧିନାୟକ ପଦ ତ୍ୟାଗ କରି ଅନେକଙ୍କୁ ଚମକାଇ ଦେଇଛନ୍ତି। ତେବେ...

କୋହଲି, ଧୋନୀଙ୍କଠାରୁ ବି ଅଧିକ ଦାମୀ ଗାଡ଼ି ଚଲାଉଛନ୍ତି ପାଣ୍ଡ୍ୟା

ଟିମ୍‌ ଇଣ୍ଡିଆର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ନିକଟରେ ଏକ ଲମ୍ବୋରଘିନି କାର୍‌ କିଣିଛନ୍ତି। ଏହି କାର୍‌ରେ ପାଣ୍ଡ୍ୟା ନିଜ ବଡ଼ ଭାଇ କୃନାଲଙ୍କ ସହ...

କୋହଲିଙ୍କୁ ନେଇ ଗାଭାସ୍କରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧୮।୧୧: ଦକ୍ଷିଣ ଆଫ୍ରିକା ଗସ୍ତରେ ୩ ଟେଷ୍ଟ ଏବଂ ସମାନ ସଂଖ୍ୟକ ଦିନିକିଆ ଖେଳିବ ଭାରତ। ଏହି ଗସ୍ତରେ ଟେଷ୍ଟ ଦଳର ନେତୃତ୍ୱ ନେବେ ବିରାଟ...

Advertisement
Archives

Model This Week