ପହଣ୍ଡିରେ ରଥାରୂଢ଼ ଶ୍ରୀଜୀଉ, ରଥ ଟାଣିବାକୁ ଭକ୍ତଙ୍କ ଅପେକ୍ଷା

ଅନୁଗୋଳ ଅଫିସ,୪ା୭: ଅନୁଗୋଳ ଶୈଳଶ୍ରୀକ୍ଷେତ୍ରଠାରେ ଗୋଟି ପହଣ୍ଡିରେ ଶ୍ରୀଜୀଉମାନଙ୍କୁ ରଥାରୂଢ଼ କରାଯାଇଛି। ମନ୍ଦିର ପରିଚାଳନା କମିଟି ସଭାପତି ତଥା ଜିଲାପାଳ ମନୋଜ କୁମାର ମହାନ୍ତି, ଉପସଭାପତି ତଥା ଏସପି ମିତ୍ରଭାନୁ ମହାପାତ୍ର ଛେରା ପହଁରା କରିଛନ୍ତି। ଏହି ଅବସରରେ ଶୈଳଶ୍ରୀ କ୍ଷେତ୍ର ପୁସ୍ତିକା ଉନ୍ମୋଚନ କରାଯାଇଥିଲା। ପରେ ତିନି ରଥରେ ଚାରମାଳ ଲାଗି କରାଯାଇଛି। ଶୈଳଶ୍ରୀକ୍ଷେତ୍ରରେ ଶହ ଶହ ଶ୍ରଦ୍ଧାଳୁ ରଥ ଟାଣିବାକୁ ଅପେକ୍ଷା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ଅଳଙ୍କାର ଦେଇ ଲକ୍ଷାଧିକ ଟଙ୍କା ଠକେଇ

ଛେଣ୍ଡିପଦା,୪।୮(ଡି.ଏନ.ଏ.)-ନକଲି ଅଳଙ୍କାର ଦେଇ ୨ ଅଣଓଡ଼ିଆ ଯୁବକ ଶନିବାର ପ୍ରାୟ ୧ ଲକ୍ଷ ୩୦ ହଜାର ଟଙ୍କା ଠକେଇ କରି ଫେରାର ହୋଇଯାଇଛନ୍ତି। ଠକେଇର ଶିକାର...

ଜିଲାସ୍ତରୀୟ ସଡ଼କ ସୁରକ୍ଷା କମିଟି ବୈଠକ: ରାଜପଥରେ ଗଲାଣି ୧୩୮ ଜୀବନ

ଅନୁଗୋଳ ଅଫିସ, ୨୭ା୧୦ – ଅନୁଗୋଳ ଦେଇ ଯାଇଥିବା ଜାତୀୟ ରାଜପଥଗୁଡିକର ବିଭିନ୍ନ ସ୍ଥାନରେ ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା ଉଦ୍‌ବେଗଜନକ ରହିଛି। ଚଳିତ ବର୍ଷ ଜାନୁୟାରୀରୁ...

ମାସକରେ ୩୨ଶହ ସଂକ୍ରମିତ

ଅନୁଗୋଳ ଅଫିସ, ୧ା୫ ଅନୁଗୋଳ ଜିଲାରେ ଗମ୍ଭୀର ସ୍ଥିତି ସୃଷ୍ଟି କଲାଣି କରୋନାର ଦ୍ୱିତୀୟ ଲହର। ବିଶେଷକରି ଏପ୍ରିଲ ମାସରେ ୩୨ଶହ ସଂକ୍ରମିତ ଚିହ୍ନଟ ହେବା...

ହାତୀ ସହ ମୁହାଁମୁହିଁ ଏଡ଼ାଇବ ମୋବାଇଲ ଆପ୍‌

ଅନୁଗୋଳ ଅଫିସ, ୧୨।୬ – ଜଙ୍ଗଲ ମଧ୍ୟରେ କ’ଣ ଘଟୁଛି, କେଉଁ ହିଂସ୍ରଜନ୍ତୁ ଜନବସତିର କେତେ ନିକଟରେ ଅଛନ୍ତି, କେଉଁଠି କାହା ପାଇଁ କିଛି ବିପଦ...

ବଢୁଛି ଚୋରା କାଠ ଚାଲାଣ, ବିଭାଗ ନୀରବ

ବଇଣ୍ଡା,୪।୮(ଡି.ଏନ.ଏ.)-ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଅଧୀନସ୍ଥ ଧଣ୍ଡାତୋପା ରେଞ୍ଜ କନ୍ତପଡ଼ା ଗ୍ରାମ ସଂରକ୍ଷିତ ଜଙ୍ଗଲରୁ ବେଆଇନ ଭାବେ ଅବାଧ କାଠ ଚାଲଣ ହେଉଥିବା ଅଭିଯୋଗ ହୋଇଛି।...

ରାଜାଘର ସୁନାମାଳ କହି ୪ ଲକ୍ଷ ଠକେଇ

ଅନୁଗୋଳ ଅଫିସ୍‌, ୪।୩- ରାଜାଘର ସୁନାମାଳ କହି ଏକ ପିତଳ ହାରକୁ ୪ ଲକ୍ଷ ଟଙ୍କାରେ ବିକ୍ରି କରିବା ପରେ ଖସି ପଳାଉଥିବା ନାଗପୁର ଶୀତଲୱାଡ଼ା...

ବଅଁରପାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅଜବ ବ୍ୟବସ୍ଥା: ଚିକିତ୍ସା ଗୃହରେ ହେଉଛି ସଭା ସମିତି

ବଅଁରପାଳ, ୨୬।୧୨ (ଡି.ଏନ୍‌.ଏ.) – ଅନୁଗୋଳ ଜିଲା ବଅଁରପାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ନାନା ଅବ୍ୟବସ୍ଥା ମଧ୍ୟରେ ଚାଲିଛି ଚିକିତ୍ସା। ଡାକ୍ତରଖାନାର ପୁରୁଣା ଘରଗୁଡ଼ିକ ଶୋଚନୀୟ ଅବସ୍ଥାରେ...

ଶଗଡ଼ିଆ ନାଳ ଉପରେ ହେବ ପୋଲ

ଛେଣ୍ଡିପଦା,୧୭ା୧୨(ସ୍ବ.ପ୍ର.): ଛେଣ୍ଡିପଦା ବ୍ଲକ ଟାଙ୍ଗିରୀ ପଞ୍ଚାୟତ ସରପାଳ ଗ୍ରାମରୁ ଟାଙ୍ଗିରୀକୁ ନିର୍ମାଣ ହେଉଥିବା ଏକ ରାସ୍ତାରେ ଥିବା ନାଳ ଉପରେ ପୋଲ ତିଆରି କରାଯିବ। ଛେଣ୍ଡିପଦା...

Advertisement
Archives

Model This Week