ପାଇଖାନା ଟାଙ୍କିରେ ପଡ଼ି ଶିଶୁ ମୃତ

ରଣପୁର,୨୯।୧୦(ସ୍ବ.ପ୍ର.)-ନୟାଗଡ଼ ଜିଲା ରଣପୁର ବ୍ଲକ ଖତିଆ ଭଞ୍ଜସାହିରେ ନିର୍ମାଣାଧୀନ ପାଇଖାନା ଟାଙ୍କିରେ ପଡ଼ି ଜଣେ ୪ ବର୍ଷର ଶିଶୁଙ୍କ ରବିବାର ମୃତ୍ୟୁ ଘଟିଛି । ସେ ହେଲେ ଭଞ୍ଜସାହିର ରମେଶ ନାୟକଙ୍କ ସାନ ପୁଅ ବୁଲୁ ନାୟକ। ସେ ଉକ୍ତ ସାହିର ବିଚି ନାୟକଙ୍କ ବାରିପଟେ ଖେଳୁଥିଲେ । ବିଚିଙ୍କର ଏକ ପାଇଖାନା କରାଯିବା ପାଇଁ ଟାଙ୍କି ଖୋଳାହୋଇ ରହିଥିଲା । ଏଥିରେ ବର୍ଷାପାଣି ଭର୍ତ୍ତି ହୋଇ ଯାଇଥିତ୍ଲା । ବୁଲୁ ସେଠାରେ ଖେଳୁଥିବା ବେଳେ ଅସାବଧାନତାବଶତଃ ଟାଙ୍କିକୁ ଗୋଡ଼ ଖସି ଯାଇଥିଲା । ଏହା ଦେଖି ଜଣେ ଲୋକ ସଙ୍ଗେ ସଙ୍ଗେ ବୁଲୁଙ୍କୁ ପାଣିରୁ ଉଦ୍ଧାର କରିଥିଲେ । ତାଙ୍କ ଅବସ୍ଥା ଗୁରୁତର ଥିବାରୁ ପରିବାର ଲୋକମାନେ ତାଙ୍କୁ ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ଡାକ୍ତର ସେଠାରେ ବୁଲୁଙ୍କୁ ମୃତ ଘୋଷଣା କରିଥିତ୍ଲେ । ଏହି ଘଟଣା ନେଇ ଦୀପାବଳିରେ ଭଞ୍ଜସାହିରେ ଶୋକର ଛାୟା ଖେଳିଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବଗଛରେ ଝୁଲୁଛି ପୁଷ୍ପାଞ୍ଜଳୀଙ୍କ ମୃତଦେହ, ଦେହରେ….

ପାଟଣା,୨୭ା୮(ବୀର କିଶୋର ଦାଶ): ପାଟଣା ଥାନା ଡାଳପକା ପଞ୍ଚାୟତର ବନବୀର ଗ୍ରାମର ଆମ୍ବଗଛରୁ ଜଣେ ଯୁବତୀଙ୍କ ମୃତଦେହ ଗୁରୁବାର ଉଦ୍ଧାର ହୋଇଛି । ମୃତ ଯୁବତୀ ଜଣକ…

ଯୁବକ ସଂଘ ପକ୍ଷରୁ ରାସ୍ତା ସଫେଇ ଅଭିଯାନ: ଗ୍ରାମବାସୀଙ୍କ ପ୍ରଶଂସା

କର୍ଲାମୁଣ୍ଡା,୨୭।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରା ରାଧା ମାଧବ ଯୁବକ ସଂଘ ପକ୍ଷରୁ ଗାଁର ପରିବେଶକୁ ସ୍ବଚ୍ଛ ଓ ସୁନ୍ଦର ରଖିବା ଲକ୍ଷ୍ୟରେ…

ବିବାହର ୨ ବର୍ଷ ପରେ ଗୁମର ଖୋଲିଲେ ଶୋଭିତା: ନାଗା ଚୈତନଙ୍କ ସହ…

ମୁମ୍ବାଇ: ବିବାହର ପ୍ରାୟ ଦୁଇ ବର୍ଷ ପରେ ଶୋଭିତା ତାଙ୍କ ବୈବାହିକ ଜୀବନ ବିଷୟରେ ମୁହଁ ଖୋଲିଛନ୍ତି। ଅଭିନେତ୍ରୀ ଶୋଭିତା ଧୂଲିପାଲା ଏବଂ ନାଗା ଚୈତନ୍ୟ ୨୦୨୪ରେ…

ଯାତ୍ରା ଚାଲିଥିବା ବେଳେ ମଞ୍ଚରେ ପଡିଗଲେ ଅଭିନେତା ପିୟୁଷ, ତାପରେ….

ଦେବଗଡ଼,୨୭ା୮(ଶଶାଙ୍କ ଶେଖର ଝାଙ୍କର): ମୁଣ୍ଡ ବୁଲାଇ ମଞ୍ଚରେ ପଡିଗଲେ ଯାତ୍ରା ଅଭିନେତା ପିୟୁଷ ତ୍ରିପାଠୀ । ବାରକୋଟ ବ୍ଳକ ବାସୁପାଲି ଗାଁରେ ଯାତ୍ରା ପରିବେଷଣ ବେଳେ ଏହି…

୩ ସନ୍ତାନର କିମ୍ବଦନ୍ତୀ ଅଲିମ୍ପିକ ଆଥଲେଟଙ୍କ ଜନ୍ମଦିନ ପାର୍ଟି ଅପ୍ରତ୍ୟାଶିତ ଭାବରେ ପରିଣତ ହେଲା ନିର୍ବନ୍ଧ ଉତ୍ସବରେ; ଆଶ୍ଚର୍ଯ୍ୟ ହୋଇଗଲେ ଉସେନ ବୋଲ୍ଟଙ୍କ ମଙ୍ଗେତର

ନୂଆଦିଲ୍ଲୀ,୨୭।୮: କିମ୍ବଦନ୍ତୀ ଅଲିମ୍ପିକ ଆଥଲେଟ ଉସେନ ବୋଲ୍ଟ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ସେ ଜାମାଇକାରେ ତାଙ୍କ 40ତମ ଜନ୍ମଦିନ ପାଳନ ସମୟରେ ତାଙ୍କ ପ୍ରେମିକା କାସି…

ଜମିଛି ଆବର୍ଜନା-ନର୍ଦ୍ଦମାପାଣି: ବଢୁଛି ସଂକ୍ରାମକ ରୋଗ ଭୟ

ବରଗଡ଼,୨୭ା୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପରିମଳ ଓ ଜଳ ନିଷ୍କାସନ ବ୍ୟବସ୍ଥା ଭୁଶୁଡ଼ି ପଡ଼ିଛି। ସହରର ଯୁଆଡ଼େ ଦେଖିଲେ କୁଢ଼କୁଢ଼ ମଇଳା, ଆବର୍ଜନା ପଡ଼ିରହିଛି। ସେହିପରି ନିଷ୍କାସନ ବ୍ୟବସ୍ଥା…

୫ମାସ ବିତିଲା, ଅପହୃତାଙ୍କ ପତ୍ତା ମିଳୁନି: ଉଦ୍ଧାର ପାଇଁ ନିବେଦନ କଲେ ଅଜା

ମହାକାଳପଡ଼ା, ୨୭ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତଥା ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ବତୀଘର ଅଞ୍ଚଳର ଜଣେ ନାବାଳିକା ଛାତ୍ରୀଙ୍କୁ ଗତ ମାର୍ଚ୍ଚ ୧୧ତାରିଖ…

ଡାକ୍ତରୀ ପଢ଼ିବେ ଗରିବ ମେଧାବୀ ଛାତ୍ର ସୌମ୍ୟରଞ୍ଜନ: ସହଯୋଗର ହାତ ବଢାଇଲେ ସମବାୟବିତ୍‌

ମହାକାଳପଡ଼ା,୨୭ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଜୟ ନଗର ପଞ୍ଚାୟତ ସାହାବାଜପୁର ଗ୍ରାମର କୈଳାସ ଚନ୍ଦ୍ର ସାହୁଙ୍କ ଆର୍ଥିକ ସ୍ଥିତି ଗମ୍ଭୀର। ମୁଣ୍ଡ ଗୁଞ୍ଜିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri