ପାଇପଲାଇନ କାଟି ତେଲ ଚୋରି

ରୂପସା, ୧୦ା୩(ଡି.ଏନ.ଏ.)-ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ମଧୁସୂଦନ ଗ୍ରାମ ନିକଟ ଦେଇ ଯାଉଥିବା ହଳଦିଆ-ପାରାଦ୍ୱୀପ ପାଇପ ଲାଇନ କାଟି ଦୁର୍ବୃତ୍ତ ନିୟମିତ ତେଲ ଚୋରି କରୁଥିବା ଅଭିଯୋଗ ହୋଇଛି। ଏ ସଂକ୍ରାନ୍ତରେ ଏକ ମାମଲା(ନଂ.୬୫/୨୦) ରୁଜୁ କରି ପୋଲିସ ତଦନ୍ତ ଜାରି ରଖିଛି। ଦୁର୍ବୃତ୍ତମାନେ ପାଇପଲାଇନ ପାଖ ମାଟିଖୋଳି ପାଇପ୍‌କୁ ଡ୍ରିଲମେଶିନ ଯୋଗେ କଣା କରି ତେଲ ଚୋରି କରୁଥିବା ଇଣ୍ଡିଆନ ଅଏଲର ମ୍ୟାନେଜର ସତୀଶ ସର୍ଭୁ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଏଯାବତ୍‌ ଅଭିଯୁକ୍ତଙ୍କ ପତ୍ତା ମିଳିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାଗ୍ରସ୍ତଙ୍କୁ ମେଡିକାଲ ନେଲେ ଯନ୍ତ୍ରୀ

ଫିରଙ୍ଗିଆ,୨୮ା୧୨(ଡି.ଏନ.ଏ.): ଫିରିଙ୍ଗିଆ ବ୍ଲକର ଆରଡବ୍ଲ୍ୟୁଏସ୍‌ଏସ୍‌ ଯନ୍ତ୍ରୀ ଦୁର୍ଘଟଣାର ଶୀକାର ହୋଇ ରାସ୍ତାରେ ପଡ଼ିଥିବା ୨ଜଣ ଯୁବକଙ୍କୁ ମେଡିକାଲରେ ଭର୍ତ୍ତି କରାଇ ମାନବିକତାର ପରିଚୟ ଦେଇଛନ୍ତି। ପ୍ରକାଶଯେ,...

କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ମୁକୁଳା ଡ୍ରେନ୍‌, କାହାରି ନଜର ପଡୁନି

କେନ୍ଦୁଝର,୧୬ା୩(ସ୍ବ.ପ୍ର.): କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ମୁଖ୍ୟ ଡ୍ରେନ ଦୀର୍ଘ ବର୍ଷ ହେଲା ଭାଙ୍ଗି ମୁକୁଳା ଅବସ୍ଥାରେ ରହିଛି। ଅସୁରକ୍ଷିତ ଅବସ୍ଥାରେ ପଡ଼ି ରହିଥିଲେ ହେଁ...

ସମୁଦ୍ର ପାଣିରେ ୩୨ ପ୍ରକାର ଲୁଣ ଅଛି

ପାରାଦୀପ,୨୦ା୨ (ସ୍ବ.ପ୍ର.): ରାଜ୍ୟର ଏକମାତ୍ର କ୍ଷାରଜଳ ପ୍ରଶିକ୍ଷଣ କେନ୍ଦ୍ର ପାରାଦୀପରେ ଚଳିତବର୍ଷ ଚତୁର୍ଥ ପର୍ଯ୍ୟାୟ ତାଲିମ ୧୩ରୁ ୨୭ ଫେବୃୟାରୀ ପର୍ଯ୍ୟନ୍ତ ଚାଲିଛି। ଏହି ବ୍ୟାଚ୍‌ରେ...

ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦ ପକ୍ଷରୁ କ୍ରୀଡ଼ା ସାମଗ୍ରୀ ବଣ୍ଟନ

କୁଆଁରମୁଣ୍ଡା, ୧୧।୧୨(ଡି.ଏନ.ଏ.)-ବୁଧବାର କୁଆଁରମୁଣ୍ଡା ବ୍ଲକ ଭାଟିଟୋଲି ପଡିଆରେ ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦ ପକ୍ଷରୁ ପାନପୋଷ ଉପଖଣ୍ଡର କୁଆଁରମୁଣ୍ଡା ଓ ନୂଆଗାଁ ବ୍ଲକର ୧୮ଟି ଲେଖାଏଁ...

ଔପଦା ମହାବିଦ୍ୟାଳୟରେ ଭିଜିଲାନ୍ସ: ନିଲମ୍ବିତ ହେଲେ ଅଧ୍ୟକ୍ଷ

ବାଲେଶ୍ୱର ଅଫିସ, ୧୮।୧୨-ବାଲେଶ୍ୱର ଜିଲା ଔପଦା ଯୁକ୍ତ ୨ କଲେଜରେ ଅର୍ଥ ହେରଫେର ନେଇ ଅଭିଯୋଗ ହେବା ପରେ ଶୁକ୍ରବାର ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇ...

ଭିନ୍ନକ୍ଷମ ପରିଚୟ ପ୍ରଦାନ କର୍ମଶାଳା

  ଦେବଗଡ, ୨୫ା୧୨(ଡ଼ି.ଏନ୍‌.ଏ.)-ଦେବଗଡ଼ ଜିଲା ମୁଖ୍ୟ ଡ଼ାକ୍ତରଖାନା ପରିସରରେ ଜିଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଆନୁକୂଲ୍ୟରେ ଭିନ୍ନକ୍ଷମ ପରିଚୟ ପ୍ରଦାନ ନିମନ୍ତେ...

ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କରି ୩୦ ଊର୍ଦ୍ଧ୍ୱ ଯୁବ କଂଗ୍ରେସ କର୍ମୀ ଅଟକ

ପୁରୀ ଅଫିସ,୧୬।୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ପୁରୀ ଗସ୍ତରେ ଆସୁଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତକୁ ବିରୋଧ କରିଛନ୍ତି ଯୁବ କଂଗ୍ରେସ। ମେଡିକାଲ ଛକରେ ମୁଖ୍ୟମନ୍ତ୍ରୀ...

ଘର ଉପରେ ଚଢିଗଲା କଣ୍ଟେନର: ମହିଳା ମୃତ

ରାମପୁର,୨୦।୬(ଡି.ଏନ.ଏ)-କଳାହାଣ୍ଡି ଜିଲା ଦେଇ ଯାଇଥିବା ରାୟପୁର ଗୋପାଳପୁର ୫୯ ନଂ. ଜାତୀୟ ରାଜପଥର ଅଁଳାପାଲି ଛକ ନିକଟରେ ଥିବା ଏକ ଘରେ ଶନିବାର ଏକ କଣ୍ଟେନର...

Advertisement
Archives

Model This Week