ପାଓ୍ବାର୍‌ଟିଲର୍‌ ଦୁର୍ଘଟଣାରେ ଚାଷୀ ଗୁରୁତର

ଆନନ୍ଦପୁର/ହାଟଡିହୀ,୨୦।୧୧(ସ୍ବ.ପ୍ର./ଡି.ଏନ୍‌.ଏ.): ଆନନ୍ଦପୁର ଥାନା ଅନ୍ତର୍ଗତ ଶିବନାରାୟଣପୁରଠାରେ ପାଓ୍ବାର୍‌ଟିଲର୍‌ ଦୁର୍ଘଟଣାଗ୍ରସ୍ତ ହୋଇ ବିଜୟ ଘଡ଼େଇ ନାମକ ଜଣେ ଚାଷୀ ଗୁରୁତର ହୋଇଛନ୍ତି। ଗୁରୁତର ଅବସ୍ଥାରେ ବିଜୟଙ୍କୁ ପ୍ରଥମେ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସ୍ବାସ୍ଥ୍ୟବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ବିଜୟ ଏକ ପାଓ୍ବାର୍‌ଟିଲର୍‌ ସାହାଯ୍ୟରେ ବିଲରେ ହଳ ବୁଲାଉଥିଲେ। ଗୋଟିଏ ବିଲରେ ହଳ ସାରି ଅନ୍ୟ ଏକ ବିଲକୁ ହଳ କରିବାକୁ ଯାଉଥିବା ସମୟରେ ତାଙ୍କ ବାମ ଗୋଡଟି ପାଓ୍ବାର୍‌ଟିଲର୍‌ ଚକରେ ଲାଗିଯାଇଥିଲା। ଫଳରେ ସେ ଗୁରୁତର ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ସଂକ୍ରମଣ ଭୟ: ବ୍ରହ୍ମପୁର ସୀମା ସିଲ୍‌

ବ୍ରହ୍ମପୁର ଅଫିସ,୧୩।୭-ସାରା ରାଜ୍ୟରେ ଦିନକୁ ଦିନ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ପ୍ରତିଦିନ ଗଞ୍ଜାମ ଜିଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହେଉଥିବାବେଳେ ଏହାକୁ ନେଇ...

ଉଦ୍ଧାର ପାଇଁ ପ୍ରବାସୀ ଓଡ଼ିଆଙ୍କ ନିବେଦନ

ବରଗଡ଼ ଅଫିସ୍‌,୧୦।୫: ଲକ୍‌ ଡାଉନ୍‌ ଯୋଗୁ ବରଗଡ଼ ଜିଲାର ପ୍ରାୟ ୩୦ଜଣ ଯୁବତୀଯୁବକ ତାମିଲନାଡ଼ୁର ତିରପୁରରେ ଫସି ରହିଛନ୍ତି । ଘରକୁ ଫେରିବାକୁ ଚାହୁଁଥିଲେ ମଧ୍ୟ...

ସୁସ୍ଥ ହୋଇ ଘରକୁ ଫେରିଲେ କରୋନା ଯୋଦ୍ଧା: ପ୍ରଶାସନ, ମେଡିକାଲ ସେବାକୁ ଜଣାଇଲେ କୃତଜ୍ଞତା

ଛତ୍ରପୁର,୫।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକର କନିଷ୍ଠ ଯନ୍ତ୍ରୀ ତଥା କରୋନା ଯୋଦ୍ଧା ଜୟସେନ ବେହେରା କାର୍ଯ୍ୟରତ ଅବସ୍ଥାରେ କରୋନାରେ ସଂକ୍ରମିତ ହୋଇଥିଲେ। ସେ ବର୍ତ୍ତମାନ...

ଚାଉଳ ବୋଝେଇ ୨ ଟ୍ରକ୍‌ ଅଟକ

ତିହିଡ଼ି, ୪।୧(ଡି.ଏନ.ଏ.)- ଭଦ୍ରକରୁ ଚାଉଳ ବୋଝେଇ ହୋଇ ତିହିଡ଼ିକୁ ଆସିଥିବା ୨ଟି ଟ୍ରକ୍‌କୁ ସ୍ଥାନୀୟ ତହସିଲଦାର ଶନିବାର ଅପରାହ୍ନରେ ଅଟକ ରଖିଛନ୍ତି। ତହସିଲଦାର ରମେଶ ଚନ୍ଦ୍ର...

୧୭୦୦ ଟଙ୍କାରୁ ୧୭ ଲକ୍ଷ

ଢେଙ୍କାନାଳ ଅଫିସ, ୧୮।୧୦: ୨୫ ବର୍ଷ ପୂର୍ତ୍ତି ଉପଲକ୍ଷେ ରୌପ୍ୟ ଜୟନ୍ତୀ ସମାରୋହ ପାଳନ କରୁଛି ଢେଙ୍କାନାଳର ଅନ୍ୟତମ ପୁରାତନ ପୂଜା ପ୍ରତିଷ୍ଠାନ ଅରବିନ୍ଦ ବଜାର...

କେନ୍ଦ୍ର ବିରୋଧରେ ଗର୍ଜିଲା ବିଜେଡି

ବଲାଙ୍ଗୀର ଅଫିସ,୧୬ା୨: ବଲାଙ୍ଗୀର ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଜିଲା ବିଜେଡି ପକ୍ଷରୁ ଧାରଣା ଦିଆଯାଇ କେନ୍ଦ୍ର ସରକାରଙ୍କ ଗରିବ ବିରୋଧୀ ନୀତିକୁ କଡ଼ା ସମାଲୋଚନା...

ଚିଲିକାରେ ବଢୁଛି ବିଦେଶୀ ପକ୍ଷୀଙ୍କ ସମାଗମ

ବାଲୁଗାଁ,୨୧।୧୦(ଡି.ଏନ୍‌.ଏ.): ବାୟୁମଣ୍ଡଳକୁ ଶୀତ ସ୍ପର୍ଶ ନ କରୁଣୁ ଏସିଆର ସର୍ବବୃହତ ଲବଣାକ୍ତ ହ୍ରଦ ଚିଲିକାକୁ ବିଦେଶୀ ପକ୍ଷୀଙ୍କ ସୁଅ ଛୁଟିବା ଆରମ୍ଭ ହୋଇଛି। ଗତ ୨ସପ୍ତାହରୁ...

ଖ୍ୟାତି ବଢ଼ାଇଛି କ୍ଷେତ ପୋଖରୀ

ଢେଙ୍କାନାଳ ଅଫିସ, ୧ା୭: ପୋଖରୀ ହୁଡ଼ାରେ ଲାଗିଥିବା ଅମୃତଭଣ୍ଡା ଗଛରେ ଭର୍ତ୍ତି ହୋଇଛି ଫଳ। ଛନଛନିଆ ହୋଇ ବଢ଼ିଛି ଉନ୍ନତ କିସମର ଆମ୍ବ, ପିଜୁଳି ଗଛ। ମାଛ...

Advertisement
Archives

Model This Week