Posted inଜାତୀୟ

ପାଓ୍ବାର, ଉଦ୍ଧବଙ୍କୁ ଜଣାଇଲେ ଏନ୍‌ସିପି ବିଧାୟକ: ମନ୍ତ୍ରୀପଦ ଯାଚୁଛନ୍ତି ଅଜିତ

ମୁମ୍ବାଇ,୨୫ା୧୧: ଏନ୍‌ସିପି ମୁଖ୍ୟ ଶରଦ ପାଓ୍ବାର ଓ ଶିବସେନା ଅଧ୍ୟକ୍ଷ ଉଦ୍ଧବ ଠାକ୍‌ରେ ରବିବାର ଏନ୍‌ସିପି ବିଧାୟକମାନଙ୍କୁ ମୁମ୍ବାଇର ନେରେସାଁ ହୋଟେଲରେ ସାକ୍ଷାତ କରିଛନ୍ତି। ବର୍ତ୍ତମାନର ରାଜନୈତିକ ସ୍ଥିତିରେ ବିଧାୟକମାନେ କୌଣସି ପ୍ରକାର ଅସୁବିଧାର ସମ୍ମୁଖୀନ ହେଉଛନ୍ତି କି ବୋଲି ପାଓ୍ବାର ସେମାନଙ୍କୁ ପ୍ରଶ୍ନ କରିଥିଲେ। ଏହାର ଉତ୍ତରରେ ବିଧାୟକମାନେ ଦୁଇନେତାଙ୍କୁ ଜଣାଇଛନ୍ତି ଯେ, ସେମାନଙ୍କୁ ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କଠାରୁ ଫୋନ୍‌ କଲ୍‌ ଆସୁଛି। ଅଜିତ ସେମାନଙ୍କୁ ସମର୍ଥନ ପାଇଁ କହିବା ସହ ମନ୍ତ୍ରୀପଦ ଯାଚୁଛନ୍ତି। ଏହାକୁ ନେଇ ଉଦ୍ଧବ କହିଥିଲେ, ଚିନ୍ତା କରନ୍ତୁ ନାହିଁ। ଏହି ସମ୍ପର୍କ ଦୀର୍ଘ ସମୟ ଧରି ବଜାୟ ରହିବ। ଆମ ମେଣ୍ଟ ବହୁ ଦିନ ତିଷ୍ଠିବ। ବିଧାୟକଙ୍କୁ ଭେଟିବା ପରେ ଉଦ୍ଧବ ଓ ପାଓ୍ବାର ହୋଟେଲରେ ଏକ ରୁଦ୍ଧଦ୍ୱାର ବୈଠକ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ମୋଦିଙ୍କ ହାତରେ ଦେଶ ଆଜି ସୁରକ୍ଷିତ

ଭୁବନେଶ୍ୱର,୧୫।୮: ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜାତୀୟ ପତାକା ଉତ୍ତୋଳନ କକରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

ସେମିକଣ୍ଡକ୍ଟର, ପରମାଣୁ ଶକ୍ତି, ଭୋକାଲ ଫର୍‌ ଲୋକାଲ… ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣର ୧୦ଟି ବଡ଼ କଥା

ନୂଆଦିଲ୍ଲୀ,୧୫।୮: ଆଜି ଦେଶ ସ୍ବାଧୀନତାର ୮୦ ବର୍ଷ ପୂରଣ କରୁଛି। ଅଗଷ୍ଟ ୧୫ ଅବସରରେ, ପ୍ରଧାନମନ୍ତ୍ରୀ ମୋଦି ଲଗାତାର 13 ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ…

Video: ଇଣ୍ଡୋନେସିଆରେ ଭୂକମ୍ପର ଶକ୍ତ ଝଟକା, ସୁନାମି ଆଲର୍ଟ

ଜାକର୍ତ୍ତା,୧୫।୮: ଶନିବାର ସକାଳେ ଇଣ୍ଡୋନେସିଆର ପୂର୍ବ ଭାଗରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା। ଫ୍ଲୋରେସ ଦ୍ୱୀପ ନିକଟରେ ୭.୭ ତୀବ୍ରତାର ଭୂମିକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି…

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍‌ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…

ସିମୁଳିଆ, ୧୫।୮(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ…

Gen Zଙ୍କ ସହ Gen Alphaଙ୍କ ପାଇଁ ବଡ଼ ଘୋଷଣା କଲେ ମୋଦି, ମାଗଣାରେ ମିଳିବ…

ନୂଆଦିଲ୍ଲୀ,୧୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାର ପ୍ରାଚୀରରୁ Gen Z ଏବଂ Gen Alphaଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ…

ମୌଳିକ ସୁବିଧାରୁ ବଞ୍ଚିତ ୩ ଗାଁ: ଦୀପ ତଳ ଅନ୍ଧାର

ଦାରିଙ୍ଗବାଡି,୧୫।୮(ଅରୁଣ ସାହୁ): ରାଜ୍ୟ ଓ କେନ୍ଦ୍ର ସରକାର ସମସ୍ତ ଗାଁଠାରୁ ସହରକୁ ଯୋଡିବା ପାଇଁ କଚ୍ଚା ରାସ୍ତାକୁ ପକ୍କା ରାସ୍ତା ନିର୍ମାଣ କରୁଛନ୍ତି। କିନ୍ତୁ ଏଭଳି ୩ଟି…

ଇରାନ ଯୁଦ୍ଧ ମଧ୍ୟରେ ସ୍ବାଧିନତା ଦିବସରେ ବଡ଼ କଥା କହିଲେ ପ୍ରଧାନମନ୍ତ୍ରୀ , ସାରା ବିଶ୍ୱ ଚକିତ!

ନୂଆଦିଲ୍ଲୀ,୧୫।୮: ୮୦ତମ ସ୍ବାଧୀନତା ଦିବସ ଅବସରରେ ଦେଶବାସୀଙ୍କ ଉଦ୍ଦେଶ୍ୟରେ ତାଙ୍କ ଭାଷଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇରାନ-ଆମେରିକା ଉତ୍ତେଜନାକୁ ଇଙ୍ଗିତ କରି କହିଥିଲେ ଯେ ଶକ୍ତି ସଙ୍କଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri