ପାଓ୍ବାର ଚ୍ୟାନେଲ୍‌କୁ ଜଳ ଯୋଗାଣ ବନ୍ଦ: ବିଦ୍ୟୁତ୍‌ ଉତ୍ପାଦନ ଠପ୍‌, ଅନ୍ଧାରରେ ଅଞ୍ଚଳବାସୀ

କୋରାପୁଟ,୨୦।୧୧(ଡି.ଏନ୍‌.ଏ.): ଦାବି ପୂରଣ ନ ହେବାରୁ କୋରାପୁଟ ଜିଲା ଆଦିବାସୀ ସଂଘ ପକ୍ଷରୁ ବୁଧବାର ମାଛକୁଣ୍ଡ ବିଦ୍ୟୁତ୍‌ ପ୍ରକଳ୍ପ କାର୍ଯ୍ୟାଳୟ ଘେରାଉ କରାଯାଇଛି। ଲମତାପୁଟ ଗେଟ୍‌ ସହ ମାଛକୁଣ୍ଡସ୍ଥିତ ଡି-ଡିଏମ୍‌ ପାଓ୍ବାର ଗେଟ୍‌ ସଟର ପକାଇ ସଂଘ ବନ୍ଦ କରିଛି। ଏ ନେଇ ପାଓ୍ବାର ଚ୍ୟାନେଲ୍‌କୁ ଜଳ ଯୋଗାଣ ବନ୍ଦ ଫଳରେ ପ୍ରକଳ୍ପ ଅଚଳ ହୋଇଯାଇଛି। ମାଛକୁଣ୍ଡ ଜଳ ବିଦ୍ୟୁତ୍‌ ପ୍ରକଳ୍ପରେ ୬ ଟିରୁ ୪ ଟି ଟର୍ବାଇନ୍‌ ଅଚଳ ହୋଇଥିବା ସୂଚନା ମିଳିଛି। ଏ ନେଇ ବିଦ୍ୟୁତ୍‌ ଉତ୍ପାଦନ ଠପ୍‌ ହୋଇ ଅଞ୍ଚଳ ଅନ୍ଧାର ହୋଇଛି। ଅନକାଡେଲି ସ୍ବାସ୍ଥ୍ୟକେନ୍ଦ୍ରର ଘରୋଇକରଣକୁ ନେଇ ସଂଘ ବିରୋଧ କରିଥିଲା। ଏହାକୁ ପ୍ରତିବାଦ କରି ୮ ଦଫା ଦାବି ନେଇ ଆନ୍ଦୋଳନ କରିଥିଲା। ତେବେ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା ବିଫଳ ହେବାରୁ ଗେଟ୍‌ ବନ୍ଦ କରିଥିବା ସଂଘ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବନବିଭାଗର ଚଢ଼ାଉ ପ୍ରତିବାଦରେ ଡିଏଫ୍‌ଓ କାର୍ଯ୍ୟାଳୟ ସମ୍ମୁଖରେ କଂଗ୍ରେସ କର୍ମୀଙ୍କ ଧାରଣା

ରାଜନଗର,୧୯।୧୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ କଂଗ୍ରେସ କାର୍ଯ୍ୟାଳୟରେ ବୁଧବାର ରାଜନଗର ବନବିଭାଗ ପକ୍ଷରୁ ବାର୍‌ହା ମାଂସ ଜବତ କରିବା ଲାଗି ଚଢ଼ାଉ କରାଯାଇଥିଲା। ହେଲେ...

ଛାତ୍ରୀକୁ ଧରି ଫେରାର ହୋଇଗଲେ ଶିକ୍ଷକ

କୁତ୍ରା,୭।୩ (ଡି.ଏନ.ଏ): ସୁନ୍ଦରଗଡ଼ ଜିଲା କୁତ୍ରା ଥାନା ଅଞ୍ଚଳରେ ଜଣେ ଶିକ୍ଷକ ଛାତ୍ରୀଙ୍କୁ ଧରି ଫେରାର ହୋଇଯାଇଥିବା ଜଣାପଡିଛି। ଏ ନେଇ ଶିକ୍ଷକଙ୍କ ନାଁରେ କୁତ୍ରା...

ଯୋଡ଼ାରେ ଗୋଷ୍ଠୀ ସଂଘର୍ଷ ଘଟଣା: ଗିରଫ ସଂଖ୍ୟା ୧୩କୁ ବୃଦ୍ଧି

ଯୋଡ଼ା, ୧୮।୪(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ସହରରେ ରାମନବମୀରେ ଝଣ୍ଡା ସ୍ଥାପନକୁ ନେଇ ହୋଇଥିବା ଗୋଷ୍ଠୀ ସଂଘର୍ଷ ମାମଲାରେ ପୋଲିସ ଉଭୟ ସମ୍ପ୍ରଦାୟର ଆଉ ଦୁଇ...

ରାସ୍‌ତାରେ ପଲ୍‌ହା ରୁଇଲେ ଗଁ। ବାସୀ

  ଜାମଟିକ୍ରା, ୩।୮ (ଡି.ଏନ୍‌.ଏ): ଗଁା ଗଁାରେ ହେବା ବିକାଶ। ହଁସ୍‌ବେ ଜନତା ଆର ବିକାଶ ହେବା ଗଁାର। ଏନ୍‌ତା ସବୁ ନାରା ଦେଇ ସରକାର...

ପୁରୁଷ ଶୂନ୍ୟ ହୋଇଗଲା ପରିବାର

ରାଜନଗର, ୨୩।୩ (ଡି.ଏନ.ଏ.): ମୃତ୍ୟୁ କେତେବେଳେ ଆସେ କହିବା କଷ୍ଟକର। ସେ ବୁଢା କି ଯୁବକ ଦେଖେ ନାହିଁ। ପରିବାରର ରୋଜଗାରକ୍ଷମ ବ୍ୟକ୍ତିଙ୍କୁ ବି ସେ...

ଭିତ୍ତିଭୂମି ଅଭାବରୁ ଶ୍ରୀହୀନ ଶିକ୍ଷାନୁଷ୍ଠାନ

ଧାମନଗର ୩୦।୭(ଡି.ଏନ.ଏ.)- ପ୍ରାଥମିକ ଶିକ୍ଷାକୁ ମୌଳିକ ଅଧିକାରଭୁକ୍ତ କରାଯାଇଥିଲେ ବି ଭିତ୍ତିଭୂମି ଅଭାବରୁ ଗ୍ରାମାଞ୍ଚଳର ଅନେକ ଶିକ୍ଷାନୁଷ୍ଠାନ ଥାଇ ନ ଥିଲା ପରି ଚାଲିଛି। ଗରିବ...

୫୧ ବସ୍ତା ଗୁଟ୍‌ଖା ଜବତ, ଜଣେ ଅଟକ

ଶେରଗଡ,୨୧ା୫(ଡି.ଏନ୍‌.ଏ.)- ଶେରଗଡ ପୋଲିସ ଓ ପ୍ରଶାସନ ତହସିଲ ରୋଡରେ ଥିବା ଏକ ଘରୁ ବିପୁଳ ପରିମାଣର ଗୁଟ୍‌ଖା ଓ ଖଇନି ଜବତ କରିଛି। ଜଣେ ବ୍ୟକ୍ତିଙ୍କ...

ଛାତ୍ରୀଛାତ୍ରଙ୍କୁ ନିମ୍ନମାନର ମଧ୍ୟାହ୍ନ ଭୋଜନ ଦିଆଯିବା ଘଟଣା: ଜିଲା ଷ୍ଟାଣ୍ଡିଂ କମିଟି ସୁପାରିସ ପରେ ବି କାର୍ଯ୍ୟାନୁଷ୍ଠାନ ଶୂନ

ଗୋପ, ୨୩।୧୧(ଡ.ଏନ୍‌.ଏ.): ପୁରୀ ଜିଲା ଷ୍ଟାଣ୍ଡିଂ କମିଟି ଗୋପ ବ୍ଲକ୍‌ର କେତେକ ସ୍କୁଲର ଗତ ୧୮ ତାରିଖରେ ଭିିତ୍ତିଭୂମି ଓ ମଧ୍ୟାହ୍ନ ଭୋଜନ ଯାଞ୍ଚ କରୁଥିବାବେଳେ...

Advertisement
Archives

Model This Week