Posted inଜାତୀୟ

ପାକିସ୍ତାନକୁ ଆକାଶ ପଥ ମାଗିଲା ଭାରତ

ନୂଆଦିଲ୍ଲୀ,୧୮।୯: ଭାରତ ପାଇଁ ପାକିସ୍ତାନ ତା’ର ଆକାଶ ପଥ ବନ୍ଦ କରି ଦେଇଥିବା ବେଳେ ଏବେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଗସ୍ତ ପାଇଁ ଭାରତ ପାକିସ୍ତାନକୁ ତା’ର ଆକାଶ ପଥ ମାଗିଥିବା ଜଣାପଡିଛି। ତେବେ ମୋଦିଙ୍କ ନ୍ୟୁୟର୍କ ଗସ୍ତ ପାଇଁ ଭାରତ ଔପଚାରିକାତା ଦୃଷ୍ଟିରୁ ଆକାଶ ପଥ ମାଗିଥିବା ସୂଚନା ମିଳିଛି। ଏହା ଉପରେ ପାକିସ୍ତାନ ଚିନ୍ତା କରୁଥିବା କହିଛି ପାକିସ୍ତାନ ମିଡିଆ। ଯଦି ପାକିସ୍ତାନ ଏଥିରେ ରାଜି ନ ହୁଏ ତେବେ International Civil Aviation Organisation charter ର ନିୟମ ଅନୁଯାୟୀ ପାକିସ୍ତାନକୁ ମୋଟା ଅଙ୍କର ଜରିମାନା ଦେବାକୁ ପଡିପାରେ। ସୂଚନାଯୋଗ୍ୟ, କିଛିଦିନ ପୂର୍ବେ ଭାରତର ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଗସ୍ତ ସମୟରେ ପାକିସ୍ତାନ ତା’ର ଆକାଶ ପଥକୁ ବ୍ୟବହାର କରିବାକୁ ଦେବ ନାହିଁ ବୋଲି କହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୁଲାମ ନବୀ ଖୋଲିଲେ ଗୁମର: ଅଧ୍ୟକ୍ଷାଙ୍କ ପ୍ରତି ନାହିଁ ସମର୍ଥନ, ୫୦ ବର୍ଷ କ୍ଷମତାକୁ ଆଉ ଆସିବନି କଂଗ୍ରେସ !

ନୂଆଦିଲ୍ଲୀ, ୨୯।୮: କଂଗ୍ରେସରେ ନେତୃତ୍ୱ ସଙ୍କଟ ଦେଖାଦେଇଥିବାବେଳେ ଏବେ ଦଳୀୟ କନ୍ଦଳ ବାହାରେ ପଡ଼ିବାରେ ଲାଗିଛି। ଦଳର ବରିଷ୍ଠ ନେତା ଗୁଲାମ ନବୀ ଆଜାଦ୍‌ କହିଛନ୍ତି...

‘ଅପରେଶନ୍‌ ମା’: ଆତଙ୍କବାଦ ଛାଡ଼ି ଘର ବାହୁଡ଼ିଛନ୍ତି ୫୦ ଯୁବକ

ଶ୍ରୀନଗର,୨୮।୧: ଜମ୍ମୁ-କଶ୍ମୀରରେ ଆତଙ୍କବାଦ ଶେଷ ହେବାକୁ ଯାଉଛି। ପୁଣି ଏଠାରେ ଶାନ୍ତି ଫେରି ଆସୁଛି ବୋଲି ଲ୍ୟୁଟନାଟ୍‌ ଜେନେରାଲ କନଓ୍ବଲ୍‌ଜିତ୍‌ ସିଂ ଧିଲୋନ କହିଛନ୍ତି। ଇତିମଧ୍ୟରେ...

ରାଫାଲ ପୂଜାକୁ କଂଗ୍ରେସ କହିଲା ଡ୍ରାମା

ନୂଆଦିଲ୍ଲୀ,୯।୧୦:  ଫ୍ରାନ୍ସ ଗସ୍ତରେ ଥିବା ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଆରବି-୦୦୧ ଲେଖାଥିବା ରାଫାଲ ବିମାନକୁ ଫୁଲ ଓ ସିନ୍ଦୂର ଲଗାଇବା ପରେ ସେଥିରେ ଓଁ...

କରୋନା ମହାମାରୀ ସମୟରେ କଂଗ୍ରେସର ଆଚରଣକୁ ମନେ ରଖିବେ ଜନତା: ଜେପି ନଡ୍ଡା

ନୂଆଦିଲ୍ଲୀ,୧୧।୫: ଦେଶରେ କରୋନା ବିପର୍ଯ୍ୟୟ ଜାରି ରଖିଛି। କିନ୍ତୁ କରୋନା ଉପରେ ରାଜନୀତି ଥମିବାର ନାଁ ନେଉନାହିଁ। ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ ସଭାପତି ଜେପି...

‘ଲୋକେ ଦ୍ୱିତୀୟ କିମ୍‌ ଜଙ୍ଗ ଚାହୁଁଛନ୍ତି କି ?’

ଲଖିମପୁର,୧୫।୨: “ଜନସାଧାରଣଙ୍କ ପ୍ରତିନିଧିତ୍ୱ କରୁଥିବା ମୁଖ୍ୟମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀ ଦରକାର ନା ଦ୍ୱିତୀୟ କିମ ଜଙ୍ଗ (ଉତ୍ତର କୋରିଆ) ଭଳି ପ୍ରତିନିଧି ଚାହୁଁଛନ୍ତି। ଲୋକଙ୍କୁ ନିଷ୍ପତ୍ତି...

ପଞ୍ଜାବରେ ଟୁଇଷ୍ଟ: ଏଏପି ସହ ମେଣ୍ଟ କରିବେ ବଲବୀର!

ଚଣ୍ଡିଗଡ଼,୨୫ ।୧୨: ପଞ୍ଜାବର କୃଷକ ସଙ୍ଗଠନ ବଳବୀର ସିଂ ରାଜେୱାଲଙ୍କୁ ୟୁନାଇଟେଡ ଫ୍ରଣ୍ଟର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରିଦେଇଛି । ବିଶେଷ ସୂତ୍ରରୁ ମିଳିଥିବା ସୂଚନା...

ପ୍ରବାସୀଙ୍କ ପାଇଁ ଆସନ୍ତା ୧୦ ଦିନରେ ଚାଲିବ ୨ହଜାର ୬ଶହ ଟ୍ରେନ୍‌

ନୂଆଦିଲ୍ଲୀ,୨୩।୫: ରେଳ ଓ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଦ୍ୱାରା ଶନିବାର କରାଯାଇଥିବା ଏକ ମିଳିତ ଖବରଦାତା ସମ୍ମିଳନୀରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ଯୁଗ୍ମ ସଚିବ ପୂଣ୍ଣ୍ୟ ସଲିଳା ଶ୍ରୀବାସ୍ତବ...

ଅଯୋଧ୍ୟାରେ ୪ ମାସ ମଧ୍ୟରେ ନିର୍ମାଣ କରାଯିବ ରାମମନ୍ଦିର: ଶାହ

ରାଞ୍ଚି,୧୬।୧୨: ଅଯୋଧ୍ୟାରେ ୪ ମାସ ମଧ୍ୟରେ ରାମମନ୍ଦିର ନିର୍ମାଣ କରାଯିବ। ଏନେଇ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଝାଡ଼ଖଣ୍ଡର ପାକୁଡ଼ଠାରେ ଏକ ନିର୍ବାଚନ ସଭାରେ କହିଛନ୍ତି।...

Advertisement
Archives

Model This Week