Posted inଖେଳ

ପାକିସ୍ତାନକୁ ବିଜୟର ଶୁଭେଚ୍ଛା ଜଣାଇ ଟ୍ରୋଲ ହେଲେ ସାନିଆ: ଲୋକେ କହିଲେ ୧୬କୁ କାହାକୁ କରିବ ସମର୍ଥନ

ନୂଆଦିଲ୍ଲୀ,୪।୬: ନିଜର ପ୍ରଥମ ମ୍ୟାଚରେ ଓ୍ବେଷ୍ଟଇଣ୍ଡିଜ୍‌ଠାରୁ ହାରିବା ପରେ ପାକିସ୍ତାନ ନିଜର ଭୁଲ୍‌ ସୁଧାରିଛି। ସୋମବାର ଆଇସିସି ଓ୍ବାର୍ଲଡ କପ୍‌-୨୦୧୯ର ଦ୍ୱିତୀୟ ମ୍ୟାଚରେ ପାକିସ୍ତାନ ଦମ୍‌ଦାର ପ୍ରଦର୍ଶନ କରିଛି। ଫେଭରାଇଟ୍‌ ଦଳ ରୂପେ ଗଣାଯାଉଥିବା ଇଂଲଣ୍ଡକୁ ୧୪ ରନ୍‌ରେ ହରାଇଛି ପାକିସ୍ତାନ। ଏହାପରେ ଭାରତର ଷ୍ଟାର ଟେନିସ୍‌ ଖେଳାଳି ଓ ପାକିସ୍ତାନ କ୍ରିକେଟର ସୋଏବ ମଲ୍ଲିକଙ୍କ ପତ୍ନୀ ସାନିଆ ମିର୍ଜା ପାକିସ୍ତାନ କ୍ରିକେଟ ଟିମ୍‌କୁ ବିଜୟ ପାଇଁ ଟୁଇଟ କରି ଶୁଭେଚ୍ଛା ଜଣାଇଛନ୍ତି। ସାନିଆଙ୍କ ଏହି ଟୁଇଟ ପରେ ମିଶ୍ରଣ ପ୍ରତିକ୍ରିୟା ମିଳିଥିବା ଦେଖିବାକୁ ମଳିଛି। ପାକିସ୍ତାନର ପ୍ରଶଂସକ ଭାଉଜ ଧନ୍ୟବାଦ ବୋଲି କହିଥିବା ବେଳେ ଭାରତୀୟ ପ୍ରଶଂସକ ତାଙ୍କୁ ପ୍ରଶ୍ନ କରିଛନ୍ତି। ଜୁନ ୧୬କୁ ଭାରତ-ପାକିସ୍ତାନ ମଧ୍ୟରେ ଖେଳାଯିବା ମ୍ୟାଚରେ ସେ କାହାକୁ ସମର୍ଥନ କରିବେ ବୋଲି ପ୍ରଶଂସକ ପ୍ରଶ୍ନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri