Posted inଜାତୀୟ

ପାକିସ୍ତାନକୁ ଭାରତର କଡା ଜବାବ

ରାଜୌରି,୧୮।୮:ଜମ୍ମୁ-କଶ୍ମୀରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ପାକିସ୍ତାନ ସରକାର ଓ ଏହାର ସେନା ଏକ ପ୍ରକାର ହଡବଡେଇ ଗଲେଣି। ଶନିବାର ଜମ୍ମୁ-କଶ୍ମୀରର ରାଜୌରିରେ ଅସ୍ତ୍ରବିରତି ଉଲ୍ଲଂଘନ କରିବା ଫଳରେ ଜଣେ ଭାରତୀୟ ଯବାନ ଶହୀଦ ହୋଇଥିଲେ। ଏବେ ଏହାର କଡା ଜବାବ ଦେଇଛି ଭାରତ। ଭାରତ ପକ୍ଷରୁ ପାକିସ୍ତାନର ପ୍ରାୟ ୩ ସେନା ଶିବିରକୁ ଧ୍ୱଂସ କରାଯିବା ସହ ଏଥିରେ ପାକ୍‌ ସେନାର ୨ ଅଧିକାରୀ ଓ ୫ ଯବାନ ନିହତ ହୋଇଥିବା ସୂଚନା ମିଳିଛି। ଏହାପରେ ବି ସୀମାରେ ଉତ୍ତେଜନା କମି ନ ଥିବା ବେଳେ ଶନିବାର ସନ୍ଧ୍ୟା ପର୍ଯ୍ୟନ୍ତ ଗୁଳିବିନିମୟ ଚାଲିଥିବା ଜଣାପଡିଛି। ସୂଚନାଯୋଗ୍ୟ, ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ହଟାଇ ଦିଆଯିବା ପରେ ପାକିସ୍ତାନ ଭାରତସହ ଶତ୍ରୁତା ବଢାଇ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ତାଣ୍ଡବ: ମୃତ୍ୟୁ ସଂଖ୍ୟା ଲକ୍ଷେ ଟପିଲା

ନୂଆଦିଲ୍ଲୀ, ୩।୧୦: ଭାରତରେ କରୋନା ମହାମାରୀର ତାଣ୍ଡବ ଜାରି ରହିଛି। ଇତିମଧ୍ୟରେ ମୃତ୍ୟୁ ସଂଖ୍ୟା ଲକ୍ଷେ ୮୪୨ରେ ପହଞ୍ଚିଛି। ସେହିପରି ଆକ୍ରାନ୍ତଙ୍କ ସଂଖ୍ୟା ୬୪ ଲକ୍ଷ...

୫୦ ବର୍ଷରେ ପଦାର୍ପଣ କଲେ ରାହୁଲ ଗାନ୍ଧୀ, ଜନ୍ମଦିନ ପାଳିବେନି

ନୂଆଦିଲ୍ଲୀ,୧୯।୬ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଆଜି ୫୦ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୭୦ ଜୁନ୍‌ ୧୯ରେ ଦିଲ୍ଲୀରେ ଜନ୍ମଗ୍ରହଣ କରିଥିଲେ ରାହୁଲ। ଚାଇନା...

ଦଙ୍ଗା ଓ ଭିଡ଼ ହିଂସାରେ ମୁତୟନ ମହିଳା ସୁରକ୍ଷାକର୍ମୀଙ୍କୁ ମିଳିବ ବଡ଼ି ଗିୟର

ନୂଆଦିଲ୍ଲୀ,୨୦।୭: ଦଙ୍ଗା ଏବଂ ଭିଡ଼ ହିଂସା ଆଦି ପାଇଁ ନିୟୋଜିତ ହେଉଥିବା ମହିଳା ସୁରକ୍ଷାକର୍ମୀଙ୍କୁ ସୁରକ୍ଷା ଚିନ୍ତା ଏବେ ସରକାରଙ୍କୁ ଘାରିଛି। ସେମାନଙ୍କୁ ବଡ଼ି ଗିୟର...

ବିହାର ବିଧାନସଭା ନିର୍ବାଚନ: ୫୫ ପ୍ରତିଶତ ବିଧାୟକଙ୍କ ବିରୋଧରେ ଆପରାଧୀକ ମାମଲା,୧୬୦ କୋଟିପତି

ପାଟନା, ୧୫।୯: ବିହାରରେ ବିଧାନସଭା ନିର୍ବାଚନ ପାଇଁ ଦିନ ପାଖେଇ ଆସୁଛି। ରାଜ୍ୟର ବର୍ତ୍ତମାନ ଥିବା ୨୪୦ ବିଧାୟକଙ୍କ ମଧ୍ୟରୁ ୫୫ ପ୍ରତିଶତଙ୍କ ନାମରେ ବିଭିନ୍ନ...

ଜେଲ ଗଲେ ୧୨ ରୋହିଙ୍ଗ୍ୟା ମୁସଲମାନ

ଶ୍ରୀନଗର,୨।୪: ଜମ୍ମୁ କଶ୍ମୀରର କାଠୁଆ ଜିଲା ଅଧୀନ ହିରାନଗର ଅଞ୍ଚଳରୁ ପୋଲିସ ୧୨ ରୋହିଙ୍ଗ୍ୟା ମୁସଲମାନଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ପୋଲିସ ସୂଚନା...

ଅଗଷ୍ଟ ୧୫ ପୂର୍ବରୁ ଶ୍ରୀନଗରରେ ଆତଙ୍କବାଦୀ ଆକ୍ରମଣ

ଶ୍ରୀନଗର,୧୪।୮: ଜମ୍ମୁ-କଶ୍ମୀରରେ ଅଗଷ୍ଟ ୧୫ ପୂର୍ବରୁ ଆତଙ୍କବାଦୀ ଆକ୍ରମଣ କରିଛନ୍ତି। ଶ୍ରୀନଗର ଉପକଣ୍ଠ ନୋଗାମରେ ପୋଲିସ ଟିମ୍‌ ଉପରେ ଶୁକ୍ରବାର ସକାଳେ ଆତଙ୍କବାଦୀମାନେ ଆକ୍ରମଣ କରିଥିବା...

ପାକିସ୍ତାନ-ବାଂଲାଦେଶ ସୀମାରେ ବଢ଼ିବ କଡ଼ା ପହରା…

ନୂଆଦିଲ୍ଲୀ, ୧୮।୪ : ଅନୁପ୍ରବେଶକୁ ରୋକିବା ପାଇଁ ଭାରତ ସରକାରଙ୍କ ପକ୍ଷରୁ ପାକିସ୍ତାନ ଏବଂ ବାଂଲାଦେଶ ସୀମାରେ କଡ଼ା ପହରା ପାଇଁୟ ଯୋଜନା କରାଯାଇଛି। ଏହା...

ସ୍ବାମୀଙ୍କ ଭୟରେ ୫ ମହଲାରୁ ଡେଇଁଲେ ସ୍ତ୍ରୀ

ନୂଆଦିଲ୍ଲୀ, ୧୬।୫: ଦିଲ୍ଲୀରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ମହିଳା ସ୍ବାମୀଙ୍କ ଭୟରେ ୫ମହଲା ଛାତରୁ ଡେଇଁ ପ୍ରାଣ ହରାଇଛନ୍ତି। ମୃତ ମହିଳା...

Advertisement
Archives

Model This Week