Posted inଜାତୀୟ

ପାକିସ୍ତାନକୁ ଭାରତ ଓ ଜାପାନର ଆହ୍ବାନ: ଆତଙ୍କବାଦକୁ ଲଗାମ ଦିଅ

ନୂଆଦିଲ୍ଲୀ,୧ା୧୨: ପାକିସ୍ତାନରେ ଥିବା ଆତଙ୍କବାଦୀ ନେଟଓ୍ବର୍କ ଆଞ୍ଚଳିକ ସୁରକ୍ଷା ପ୍ରତି ବିପଦ ବୋଲି ଭାରତ ଓ ଜାପାନ ଏକ ମିଳିତ ବିବୃତିରେ କହିଛନ୍ତି। ଆତଙ୍କବାଦୀ ସଂଗଠନଗୁଡ଼ିକ ବିରୋଧରେ ଇସ୍‌ଲାମାବାଦ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ବୋଲି ଦୁଇ ରାଷ୍ଟ୍ର ଆହ୍ବାନ ଦେଇଛନ୍ତି।
ଭାରତ ଗସ୍ତରେ ଆସିଥିବା ଜାପାନର ପ୍ରତିରକ୍ଷା ମନ୍ତ୍ରୀ ଟାରୋ କୋନୋ ଓ ବହିର୍ବ୍ୟାପାର ମନ୍ତ୍ରୀ ଟୋସିମିସୁ ମୋଟେଗିଙ୍କ ସହ ନୂଆଦିଲ୍ଲୀସ୍ଥିତ ହାଇଦ୍ରାବାଦ ହାଉସ୍‌ରେ ଭାରତୀୟ ପ୍ରତିପକ୍ଷ ରାଜନାଥ ସିଂ ଏବଂ ଏସ୍‌. ଜୟଶଙ୍କର ଆତଙ୍କବାଦ ବିରୋଧୀ କାର୍ଯ୍ୟାନୁଷ୍ଠାନ ପାଇଁ ଗୋଇନ୍ଦା ତଥ୍ୟ ବିନମୟ ସମେତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ। ଡିସେମ୍ବରରେ ଜାପାନ ପ୍ରଧାନମନ୍ତ୍ରୀ ଶିଞ୍ଜୋ ଆବେ ଭାରତ ଗସ୍ତରେ ଆସିବା ପୂର୍ବରୁ ଦୁଇ ଦେଶ ମଧ୍ୟରେ ମିଳିତ ଆଲୋଚନା ଅନୁଷ୍ଠିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନାକୁ ଧମକ ଦେଲେ ଟ୍ରମ୍ପ, ଏମିତି କଲେ ଭୋଗିବ ପରିଣାମ: ସାରା ବିଶ୍ୱ ହଲଚଲ

ଓ୍ବାଶିଂଟନ୍‌,୧୨।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ଘୋଷଣାର କିଛି ଦିନ ପରେ ଉଭୟ ଦେଶର ପ୍ରତିନିଧି ଦଳ ପାକିସ୍ତାନରେ ମୁହାଁମୁହିଁ ଆଲୋଚନା କରିଥିଲେ।…

ସଇତାନ ସାଜିଲେ ମା’: ୨ ଶିଶୁଙ୍କୁ ପନିକିରେ ହାଣିବା ପରେ ନିଜେ…

ଝାରସୁଗୁଡା, ୧୨।୪(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ବିମାନ ବନ୍ଦର ଥାନା ଓରାମପଡାଠାରେ ଶନିବାର ବିଳମ୍ବିତ ରାତ୍ରିରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ମା’…

ହନୁମାନ ଦେଖି ଭୟରେ ଦୌଡ଼ୁଥିଲେ ଶୁଭଙ୍କର: ବିଦ୍ୟୁତ ସବ୍‌ଷ୍ଟେଶନରେ ଘଟିଲା ଅଘଟଣ

କୃଷ୍ଣପ୍ରସାଦ,୧୨।୪(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଭାବିନିପୁର ଗ୍ରାମରେ ଯାତ୍ରା ଦେଖିବାବେଳେ ଘଟିଛି ଏକ ଅଭାବନୀୟ ଘଟଣା। ଯାତ୍ରାର ହନୁମାନକୁ ଦେଖି ପାରଳା ଗ୍ରାମର…

ଶାନ୍ତିବାର୍ତ୍ତା ବିଫଳ ହେବା ପଛର କାରଣ କହିଲା ଇରାନ, ଆମେରିକା ଏଭଳି ଦାବି ରଖିଲା ଯାହା…

ଇସଲାମାବାଦ,୧୨।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ବିଫଳ ହୋଇଛି। ପ୍ରାୟ ୨୧ ଘଣ୍ଟାର ଦୀର୍ଘ ଆଲୋଚନା ପରେ…

ରାସ୍ତା ମଝିରେ ବିପଦସଙ୍କୁଳ ବିଦ୍ୟୁତ୍‌ ଖୁଣ୍ଟ: ଯାତାୟତରେ ବାଧା

ଅତାବିରା, ୧୨।୪(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ବ୍ଲକ ଚକୁଳିଫାର୍ମ -ଗଡମୁଣ୍ଡା କେନାଲ ରାସ୍ତାର ପ୍ରଶସ୍ତୀକରଣ କରାଯାଉଥିବାବେଳେ ରାସ୍ତା ମଝିରେ ଥିବା ବିଦ୍ୟୁତ୍‌ ଖୁଣ୍ଟ ହଟୁନାହିଁ।…

ସକାଳୁ ସକାଳୁ ବଡ଼ ଧରଣର ଭୂକମ୍ପ: ଭୟରେ ଲୋକେ…

ଶ୍ରୀନଗର,୧୨।୪: ଜମ୍ମୁ ଓ କଶ୍ମୀରର ଡୋଡା ଅଞ୍ଚଳରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୬ ମାପ କରାଯାଇଛି। ଭୂକମ୍ପ ଅନୁଭୂତ ହେବାମାତ୍ରେ ଲୋକେ…

ଆମେରିକା ସର୍ତ୍ତ ମାନିଲାନି ଇରାନ: ଇସଲାମାବାଦ୍‌ ଆଲୋଚନା ଫେଲ୍‌

ଓ୍ବାଶିଂଟନ୍‌,୧୨।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଅସ୍ତ୍ରବିରତି ଘୋଷଣା ପରେ ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଉଭୟ ଦେଶର ପ୍ରତିନିଧିମଣ୍ଡଳୀଙ୍କ ମଧ୍ୟରେ ଅନୁଷ୍ଠିତ ଶାନ୍ତି…

ଧାରଣାକୁ ମାସେ ବିତିଲା, ଶୁଣୁନି ପ୍ରଶାସନ: ଡାଲି, ଚାଉଳ ମାଗି ରୋଷେଇ କରୁଛନ୍ତି ଚାଷୀ

ବରଗଡ଼, ୧୨।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। ଅନ୍ୟପକ୍ଷେ ଆଉ ପ୍ରାୟ ମାସକ ପରେ ଜିଲାରେ ରବି ଧାନ ସଂଗ୍ରହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri