Posted inଜାତୀୟ

ପାକିସ୍ତାନକୁ ଯାଉଥିବା ନଦୀ ଜଳ ଉପରେ ହେବ ସର୍ଜିକାଲ୍‌ ଷ୍ଟ୍ରାଇକ୍‌: ସୂଚନା ଦେଲେ ମୋଦି

କୁରୁକ୍ଷେତ୍ର,୧୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହରିୟାଣା ବିଧାନସଭା ନିର୍ବାଚନ ପାଇଁ ଦାଦରିରେ ଏକ ରାଲିରେ ଯୋଗ ଦେଇଛନ୍ତି। ଏହି ଅବସରରେ ସେ କହିଛନ୍ତି ହରିୟାଣା, ପଞ୍ଜାବ ଏବଂ ରାଜସ୍ଥାନକୁ ଯେଉଁ ନଦୀ ଜଳ ମିଳିବା କଥା ତାହା ଗତ ୭୦ ବର୍ଷ ଧରି ପାକିସ୍ତାନକୁ ଯାଉଛି। ଏବେ ଏସବୁ ନଦୀ ଜଳକୁ ଆଉ ପାକିସ୍ତାନକୁ ଦିଆଯିବ ନାହିଁ। ଏନେଇ ସ୍ବତନ୍ତ୍ର କାର୍ଯ୍ୟଧାରା ଜାରି ରହିଛି। ଏହି ଜଳ ଦ୍ୱାରା ହରିୟାଣା, ପଞ୍ଜାବ ଏବଂ ରାଜସ୍ଥାନ ଚାଷୀଙ୍କ ବିକାଶ ହେବ। ଘରେ ଘରେ ପିଇବା ପାଣି କାର୍ଯ୍ୟକ୍ରମ ଏସବୁ ନଦୀ ଜଳ ଦ୍ୱାରା ସମ୍ପନ୍ନ ହୋଇପାରିବ ବୋଲି ମୋଦି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା-ଶିବସେନାର ସମ୍ପର୍କ ଆମିର-କିରଣଙ୍କ ସମ୍ପର୍କ ଭଳି: ସଞ୍ଜୟ ରାଉତ

ମୁମ୍ବାଇ,୫ ।୭: ମହାରାଷ୍ଟ୍ରରେ ଶିବସେନା ଓ ଭାରତୀୟ ଜନତା ପାର୍ଟି(ଭାଜପା) ପୁଣିଥରେ ଏକାଠି ହୋଇ ପାରନ୍ତି ବୋଲି ଅନୁମାନ କରାଯାଉଛି । ଶିବସେନା ନେତା ତଥା...

ପ୍ରତିଦିନ କରୋନା ଟିକା

ନୂଆଦିଲ୍ଲୀ,୧।୪: ଗୁରୁବାରଠାରୁ ୪୫ ବର୍ଷ ଅବା ଏହାଠାରୁ ଅଧିକ ବୟସ୍କଙ୍କୁ କରୋନା ଟିକାଦାନ ଆରମ୍ଭ ହୋଇଛି। ଏପ୍ରିଲ୍‌ରେ ମାସ ସାରା ସବୁଦିନ ଟିକାକରଣ କରାଯିବ। ଏନେଇ...

୫ ଏକର ଜମି ମିଳିଲେ ରାମଙ୍କ ନାମରେ ହସ୍ପିଟାଲ ନିର୍ମାଣ କରିବ ଶିହା ଓ୍ବାକଫ୍‌ ବୋର୍ଡ

ନୂଆଦିଲ୍ଲୀ,୨୫।୧୧: ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ ସୁନ୍ନି ଓ୍ବାକଫ୍‌ ବୋର୍ଡକୁ ରାମ ଜନ୍ମଭୂମି ମାମଲାରେ ୫ ଏକର ଜମି ଅଯୋଧ୍ୟା ଦେବାକୁ ନିର୍ଦ୍ଦେଶ ଜାରି ହୋଇଛି। ତେବେ ଏହାକୁ...

ପାଇପ୍‌ରୁ ପାଣି ବେଗରେ ବାହାରିଲା ଟଙ୍କା

ବେଙ୍ଗାଲୁରୁ,୨୪।୧୧: ପିଡବ୍ଲ୍ୟୁଡି ବିଭାଗରେ କାର୍ଯ୍ୟରତ ଜଣେ ଇଞ୍ଜିନିୟରଙ୍କ ଘରେ କର୍ନାଟକ ଦୁର୍ନୀତି ନିରୋଧି ବ୍ୟୁରୋ (ଏସିବି) ପକ୍ଷରୁ ମଙ୍ଗଳବାର ଚଢ଼ାଉ କରାଯାଇଥିଲା। ଚଢ଼ାଉ ବେଳେ ଘରର...

ଭାଜପା ନେତାଙ୍କ ଦାବି ନୀତୀଶ ଛାଡନ୍ତୁ ଗୃହ ବିଭାଗ

ପାଟନା,୨୭ ।୧୨: ଦୁଇଦିନ ତଳେ ଅରୁଣାଚଳ ପ୍ରଦେଶରେ ଜନତା ଦଳ ୟୁନାଇଟେଡ(ଜେଡିୟୁ)ର ୬ ବିଧାୟକ ଦଳ ଛାଡି ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗ ଦେବା ନୀତୀଶଙ୍କୁ...

ବିଧାୟକ ଭାବେ ଶପଥ ନେଲେ କମଲନାଥ

ଭୋପାଳ,୧୦।୬: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଲନାଥ ବିଧାୟକ ଭାବେ ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି। ବିଧାନସଭାରେ ବାଚସ୍ପତି ଏନ୍‌.ପି. ପ୍ରଜାପତି ତାଙ୍କୁ ଶପଥ ପାଠ କରାଇଛନ୍ତି।...

ଜନ୍ମମାସ କୁହେ ବ୍ୟକ୍ତି କେତେ ରୋମାଣ୍ଟିକ୍‌

ଜନ୍ମମାସ ଓ ରାଶିରୁ ଜଣେ ବ୍ୟକ୍ତିର ବ୍ୟକ୍ତିତ୍ୱ ବିଷୟରେ କିଛି ସୂଚନା ମିଳିଥାଏ। ତେବେ ଜୁଲାଇ ମାସରେ ଜନ୍ମିତ ବ୍ୟକ୍ତିଙ୍କ ପାଖରେ ରହିଛି କିଛି ବିଶେଷତ୍ୱ।...

ଏପ୍ରିଲ ଫୁଲ୍‌କୁ ନେଇ ଗୁଜବ କଲେ ହେବ କଠୋର କର୍ଯ୍ୟାନୁଷ୍ଠାନ

ମୁମ୍ବାଇ,୩୧।୩: ରାତି ପାହିଲେ ଏପ୍ରିଲ ପହିଲା ବା ଏପ୍ରିଲ୍‌ ଫୁଲ୍‌। ଏହାକୁ ନେଇ କିଏ କେତେ ଥଟ୍ଟାମଜା କରିଥାଆନ୍ତି। ହେଲେ ଏବେ ଦେଶରେ ଲକ୍‌ଡାଉନ୍‌ ସାଙ୍ଗକୁ...

Advertisement
Archives

Model This Week