ପାକିସ୍ତାନରେ ଏଚ୍‌ଆଇଭି ଆତଙ୍କ: ୧୦ ବର୍ଷରେ ଲକ୍ଷେ ୬୦ ହଜାର ଚିହ୍ନଟ

ଇସଲାମାବାଦ୍‌,୧୧।୯: ପାକିସ୍ତାନରେ ଏଚ୍‌ଆଇଭି ଆତଙ୍କ ଦେଖାଦେଇଛି। ଗତ ୧୦ ବର୍ଷ ମଧ୍ୟରେ ଏଚ୍‌ଆଇଭି ସଂକ୍ରମିତଙ୍କ ସଂଖ୍ୟା ୧୩ ପ୍ରତିଶତ ବୃଦ୍ଧି ପାଇ ଲକ୍ଷେ ୬୦ ହଜାରରେ ପହଞ୍ଚିଛି। ୨୦୧୦ରେ ଏଭଳି ସଂକ୍ରମିତଙ୍କ ସଂଖ୍ୟା ୬୭ ହଜାର ଥିଲା ବୋଲି ଜାତିସଂଘ ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ ଦର୍ଶାଯାଇଛି। ଦେଶରେ ଏଚ୍‌ଆଇଭି ସଂକ୍ରମଣ ସମଲିଙ୍ଗୀ ବ୍ୟକ୍ତି ଏବଂ ଯୌନ କର୍ମୀଙ୍କ ଯୋଗୁ ବଢୁଥିବା ରିପୋର୍ଟ ପ୍ରକାଶ ପାଇଛି। ୨୦୧୫ରୁ ୨୦୧୮ ଗତ ୩ ବର୍ଷ ମଧ୍ୟରେ ୧୪ ବର୍ଷ ବୟସ୍କ ୧୫ ହଜାର ଏହା ଦ୍ୱାରା ସଂକ୍ରମିତ ହୋଇଛନ୍ତି। ସେହିପରି ୧୫ ବର୍ଷ ବୟସ୍କ ୩୭ ହଜାରଙ୍କୁ ଏଚ୍‌ଆଇଭି ପଜେଟିଭ୍‌ ଭାବେ ଚିହ୍ନଟ କରାଯାଇଛି। ଦେଶରେ ଏଚ୍‌ଆଇଭି ସଂକ୍ରମିତ ୪୮ ହଜାର ମହିଳା ଅଛନ୍ତି ବୋଲି ଜାତିସଂଘ ରିପୋର୍ଟରେ କୁହାଯାଇଛି। ନିଶାଦ୍ରବ୍ୟ ପାଇଁ ବ୍ୟବହାର ହେଉଥିବା ସିରିଞ୍ଜ୍‌ ଯୋଗୁ ଏଚ୍‌ଆଇଭିଙ୍କ ସଂଖ୍ୟା ୨୧ ପ୍ରତିଶତ ବୃଦ୍ଧି ପାଇଛି। ସେହିପରି ଯୌନକର୍ମୀଙ୍କ ଯୋଗୁ ୩.୮ ପ୍ରତିଶତ ଏବଂ ସମଲିଙ୍ଗୀ ସମ୍ପର୍କ ଯୋଗୁ ଏହା ୩.୭ ପ୍ରତିଶତ ବଢ଼ିଥିବା କୁହାଯାଉଛି। ଲରକାନା ଜିଲାରେ ଚଳିତ ବର୍ଷ ୮ ଶହ ନୂଆ ଏଚ୍‌ଆଇଭି ସଂକ୍ରମିତ ହୋଇଥିବା ରିପୋର୍ଟ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତୁର୍କୀ, ଗ୍ରୀସ୍‌ରେ ଭୂକମ୍ପ ପରେ ସୁନାମି

ଇସ୍ତାନବୁଲ/ଏଥେନ୍ସ,୩୧।୧୦: ଗ୍ରୀସ୍‌ ଓ ତୁର୍କୀରେ ଶୁକ୍ରବାର ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି। ଏଥିରେ ୬ ଜଣଙ୍କ ମୃତ୍ୟୁ ଘଟିବା ସହ ଶତାଧିକ ଆହତ ହୋଇଛନ୍ତି।...

ଇସ୍ତଫା ଦେବେ ଚାଇନା ପ୍ରଧାନମନ୍ତ୍ରୀ

ବେଜିଂ,୧୧।୩: ଚାଇନା ପ୍ରଧାନମନ୍ତ୍ରୀ ଲି କେକିଆଙ୍ଗ ଚଳିତ ବର୍ଷ ଇସ୍ତଫା ଦେବେ ବୋଲି କହିଛନ୍ତି। ସେ ଦଶବର୍ଷ ହେଲା ଦେଶର ଅର୍ଥନୀତି ପରିଚାଳନା କରିଆସୁଥିଲେ। ତେବେ...

ରୁଷିଆ ଅର୍ଥନୀତି ବିପର୍ଯ୍ୟସ୍ତ

ମସ୍କୋ, ୨୫ା୪ : ଫେବୃୟାରୀ ୨୪ ତାରିଖ ସକାଳେ ୟୁକ୍ରେନ୍‌ ଉପରେ ‘ସ୍ବତନ୍ତ୍ର ସାମରିକ ଅଭିଯାନ’ ଚଳାଇବା ନେଇ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ଘୋଷଣା...

ବିଲ୍‌ ଗେଟ୍ସଙ୍କୁ ପୁଣି କରୋନା

ଓ୍ବାଶିଂଟନ୍‌,୧୧।୫: ମାଇକ୍ରୋସଫ୍ଟର କୋ-ଫାଉଣ୍ଟର ତଥା ବିଶ୍ୱର ସବୁଠାରୁ ଧନଶାଳୀ ବ୍ୟକ୍ତି ବିଲ ଗେଟ୍ସ ପୁଣି ଥରେ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ତାଙ୍କ କରୋନା ରିପୋର୍ଟ ପଜିଟିଭ...

କାଲିଫର୍ନିଆରେ ବର୍ଷା ସାଙ୍ଗକୁ ଭୂସ୍ଖଳନ

କାଲିଫର୍ନିଆ,୧୨ ।୧: ଆମେରିକାର କାଲିଫର୍ନିଆରେ ଏବେ ଭିଷଣ ଥଣ୍ଡା ଅନୁଭୁତ ହେଉଛି । ଏହି ସମୟରେ ଏକ ଶକ୍ତିଶାଳୀ ଘୂର୍ଣ୍ଣିଝଡ଼ର ଆଶଙ୍କା ଭିତରେ ସ୍ଥିତି ଆହୁରି...

ଭାରତର ସ୍ଥାୟୀ ସଦସ୍ୟତାକୁ ସମର୍ଥନ ଜଣାଇଲା ରୁଷିଆ

ଜାତିସଂଘ,୨୫।୯: ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍‌ଏସ୍‌ସି)ରେ ସ୍ଥାୟୀ ସଦସ୍ୟତା ପାଇଁ ଭାରତ ଏବଂ ବ୍ରାଜିଲ୍‌ର ପ୍ରାର୍ଥିତ୍ୱକୁ ରୁଷିଆ ସମର୍ଥନ ଜଣାଇଛି। ଅନ୍ତର୍ଜାତୀୟସ୍ତରରେ ଉଭୟ ଦେଶର ପ୍ରଭାବ...

ଓସାମାଙ୍କ ପୁଅ ହମ୍‌ଜା ନିହତ

ଓ୍ବାଶିଂଟନ,୧୫।୯: ଅଲ୍‌-କାଏଦାର ପ୍ରତିଷ୍ଠାତା ଓସାମା ବିନ ଲାଡେନଙ୍କ ପୁଅ ହମ୍‌ଜା ନିହତ ହୋଇଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଶନିବାର ସ୍ପଷ୍ଟ କରିଛନ୍ତି। ପାକ୍‌-ଆଫଗାନିସ୍ତାନ ସୀମାରେ...

ଲକ୍‌ଡାଉନ ଖୋଲିବା ପରେ ପୁଣି ଫେରିଲା କରୋନା: ଚାଇନାରେ ୧୮ ନୂଆ ସଂକ୍ରମିତ ଚିହ୍ନଟ

ବେଜିଂ,୨୨।୬: କରୋନା ମହାମାରୀ ସାରା ବିଶ୍ୱରେ ତା’ର ଉପସ୍ଥିତି ଜାହିର କରି ସାରିଥିବା ବେଳେ କିଛି ଦେଶରେ ଏହା ସାଂଘାତିକ ସ୍ଥିତି ସୃଷ୍ଟି କରିଛି। ଗତ...

Advertisement
Archives

Model This Week