ପାକିସ୍ତାନରେ କରୋନା ସଂକ୍ରମଣଙ୍କ ସଖ୍ୟା ୩୨୭୮

ଇସ୍‌ଲାମାବାଦ,୬ ।୪: ପାକିସ୍ତାନରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଭାରତଠାରୁ କମ୍ ବୋଲି ଜଣାପଡିଛି । ସୋମବାର ସକାଳ ସୁଦ୍ଧା ପାକିସ୍ତାନରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୭୮ ବୋଲି କହିଛନ୍ତି ପାକିସ୍ତାନର ସ୍ୱାସ୍ଥ୍ୟ ଅଧିକାରୀ । ଏହି ସମୟରେ ଲୋକଙ୍କୁ ଘରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ଯଦିଓ ସେଠାରେ ଲକ୍‌ଡାଉନ୍ ଘୋଷଣା କରାଯାଇ ନାହିଁ ତଥାପି ଅଯଥାରେ ବାହାରେ ବୁଲିବାକୁ ବାରଣ କରାଯାଇଛି । ସେଠାକାର ପଞ୍ଜାବ ଅଞ୍ଚଳରେ ସର୍ବଧିକ ୧,୪୯୩ ଜଣ କରୋନାରେ ସଂକ୍ରମିତ ହୋଇଥିବା ବେଳେ ସିନ୍ଧରେ ୮୮୧, ଖେବର ପଖତୁନୱାରେ ୪୦୫, ବେଲୁଚିସ୍ତାନରେ ୧୯୧, ଗିଲଗିଟ ବାଲଟିସ୍ତାନରେ ୨୧୦, ଇସଲାମାବାଦରେ ୮୨ ଓ ପିଓକେରେ ୧୫ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି । ତେବେ ପାକିସ୍ତାନରେ ଏପର୍ଯ୍ୟନ୍ତ କରୋନା ସଂକ୍ରମଣରେ ୫୦ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ସୁପ୍ରିମକୋର୍ଟରେ କାଗଜପତ୍ର ଫିଙ୍ଗିଥିବା ବ୍ୟକ୍ତିଙ୍କ ବିରୋଧରେ ନିଆଯିବନି କୌଣସି କାର୍ଯ୍ୟାନୁଷ୍ଠାନ: CJI ନେଲେ ବଡ଼ ନିଷ୍ପତ୍ତି, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୧।୭: ସୁପ୍ରିମକୋର୍ଟ ଖଣ୍ଡପୀଠ ସମ୍ମୁଖରେ କାଗଜ ଫିଙ୍ଗିଥିବା ଏବଂ ଅପମାନଜନକ ଭାଷା ବ୍ୟବହାର କରିଥିବା ଆବେଦନକାରୀଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାକୁ ମୁଖ୍ୟ ବିଚାରପତି…

କ୍ୟାଶ୍, ନା କ୍ରେଡିଟ୍ କାର୍ଡ! ଜାଣନ୍ତୁ ବିଦେଶ ଗସ୍ତରେ କେମିତି ପେମେଣ୍ଟ କରନ୍ତି ପିଏମ ମୋଦି?

ନୂଆଦିଲ୍ଲୀ,୧୧।୭: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟତଃ ବିଦେଶ ଗସ୍ତରେ ରହିଥାନ୍ତି। ଏହି ସମୟରେ ମଧ୍ୟ ପିଏମ ତିନୋଟି ଦେଶର ଯାତ୍ରାରେ ଅଛନ୍ତି। ବର୍ତ୍ତମାନ ସେ ଏହି…

ଫ୍ୟୁଜ ପକାଇବାକୁ ୪ ଘଣ୍ଟା: ଅନ୍ଧାରରେ ରହିଲେ ଲୋକେ; ଅନଲାଇନ- ଅଫଲାଇନ ଅଭିଯୋଗକୁ ନେଇ…

ଭଞ୍ଜନଗର,୧୧।୭(ବାବୁଲା ପ୍ରଧାନ): ଟାଟା ପାୱାର ରାଜ୍ୟରେ ବିଦ୍ୟୁତ୍‌ ବଣ୍ଟନ ଦାୟିତ୍ୱ ନେବା ପରଠାରୁ କିଛି କ୍ଷେତ୍ରରେ ଉନ୍ନତି ଆସିଛି। କିନ୍ତୁ ଏବେବି ଗ୍ରାହକମାନେ ସେବାରେ ଅସନ୍ତୁଷ୍ଟ ଅଛନ୍ତି।…

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ପ୍ରଶାସନିକ ଦକ୍ଷତାକୁ ଗୁରୁତ୍ୱ

ବିଶ୍ୱସ୍ତରୀୟ ଆର୍ଥିକ ପ୍ରତିଭା ସୃଷ୍ଟି କରି ଗର୍ବ ଅନୁଭବ କରୁଥିବା ଭାରତ ନିଜର ବ୍ୟାଙ୍କର୍‌ଙ୍କ ଉପରେ କମ୍‌ ଭରସା ରଖେ। ଆମେ ଦୀପକ ପାରେଖଙ୍କ ଭଳି ଅନୁଷ୍ଠାନ…

ନିଜ ହତ୍ୟାକୁ ନେଇ ଟ୍ରମ୍ପଙ୍କ ବଡ଼ ଘୋଷଣା: କହିଦେଲେ ଏମିତି…ସାରା ବିଶ୍ୱ ସ୍ତବ୍ଧ

ଓ୍‌ବାଶିଂଟନ୍‌,୧୧।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ଏବେ ଚରମ ସୀମାରେ ପହଞ୍ଚିଛି। ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲ୍ଲୀ ଖାମେନେଇଙ୍କ ଶେଷକୃତ୍ୟ ସମୟରେ ଟ୍ରମ୍ପଙ୍କୁ…

ଇ୨୦ରୁ ପ୍ରିମିୟମ ପେଟ୍ରୋଲ ଆଡ଼କୁ ମୁହାଁଉଛନ୍ତି ଖାଉଟି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୧ା୭: ଇଥାନଲ ମିଶ୍ରିତ ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ଖାଉଟି ସ୍ତରରେ ଚିନ୍ତା ବଢ଼ିବା ପରେ ଏବେ ଦିଲ୍ଲୀ ସମେତ ବିଭିନ୍ନ ସହରରେ ଗାଡ଼ି ମାଲିକମାନେ ବିକଳ୍ପ…

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri