ପାକିସ୍ତାନରେ ଘୂର୍ଣିଝଡର ତାଣ୍ଡବ: ୩୯ ମୃତ

ଇସଲମାବାଦ, ୧୮।୪:ପାକିସ୍ଥାନର ବିଭିନ୍ନ ଜିଲାରେ ଘୂର୍ଣ୍ଣିଝଡ ସହ ବର୍ଷାର ତାଣ୍ଡବ। ଏଥିରେ ୩୯ଜଣଙ୍କ ମୃତ୍ୟୁ ଘଟିଛି। ୧୩୫ରୁ ଅଧିକ ଆହତ ହୋଇଛନ୍ତି। ଅନେକ ସ୍ଥାନରେ ଗଛ ଏବଂ ଘର ଭାଙ୍ଗି ପଡିଛି। ପ୍ରର୍ବଳ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ଉପୁଜିଛି। ପଞ୍ଜାବ ଓ ସିନ୍ଧ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଥିବା ଜଣାପଡିଛି। ପାଣିପାଗ ବିଭାଗ ସୂଚନା ଅନୁଯାୟୀ, ଗତ କିଛିଦିନ ହେବ ଦେଶର ପଶ୍ଚିମ, ମଧ୍ୟ ଓ ପୂର୍ବ ଭାଗରେ ଝିପିଝିପି ବର୍ଷା ଲାଗି ରହିଛି। ଅନେକ ସ୍ଥାନରେ ଭୁସ୍ଖଳନ ଯୋଗୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ବୁଧବାର ଝଡତୋଫାନ ଆସି ଖୈବର-ଫଖତୁରେ ୧୩ଜଣ, ବେଲୁସ୍ତାନରେ ୧୧, ପଞ୍ଜାବରେ ୧୦ ଏବଂ ସିନ୍ଧରେ ୫ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

କେମିତି ରହିବ ମୋଦି-ଟ୍ରମ୍ପଙ୍କ ୨୦୨୬? ଭବିଷ୍ୟବାଣୀରେ ଜଣାପଡିଲା ସତ!

୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ୨୦୨୬ ଏବେ ପାଖେଇ ଆସୁଛି। ୨୦୨୬ ବର୍ଷ ଲୋକଙ୍କ ପାଇଁ କିପରି ହେବ ସେ ବିଷୟରେ ଜ୍ୟୋତିଷମାନେ ଭବିଷ୍ୟବାଣୀ...

ବିଳିବିଳାଉଛନ୍ତି ହାଫିଜ ସଇଦ: ଭାରତକୁ ନେଇ ଏମିତି କହିଦେଲେ, ୫୦ ବର୍ଷ ପର୍ଯ୍ୟନ୍ତ…

ଇସଲାମାବାଦ୍‌,୩୧।୧୨: ଜମ୍ମୁ କଶ୍ମୀରରେ ସକ୍ରିୟ ଥିବା ଆତଙ୍କବାଦୀ ସଂଗଠନ ଲସ୍କର-ଏ-ତୋଇବା(LeT)ର ପ୍ରତିଷ୍ଠାତା ହାଫିଜ ସଇଦ ଏବଂ ତାଙ୍କର ନିକଟତର ସହଯୋଗୀମାନେ ପୁଣି ଥରେ ଭାରତର ଅପରେଶନ...

ଚାଇନାକୁ ବଡ଼ ଝଟକା ଦେଲା ଭାରତ, ଏହି ଜିନିଷ ଉପରେ ଲାଗୁ କଲା ୩ ବର୍ଷର ଟାରିଫ୍‌, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ମଙ୍ଗଳବାର ଚାଇନା ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨...

ଏମିତି ମିଛ କହିଲା ଚାଇନା: ସବୁ ପୋଲ୍‌ ଖୋଲିଦେଲା ଭାରତ

ନୂଆଦିଲ୍ଲୀ,୩୧।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପାଇଁ ଅନ୍ତର୍ଜାତୀୟ କ୍ରେଡିଟ ତୀବ୍ର ହୋଇଛି। ପ୍ରଥମେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଏବେ ଚାଇନା...

ମୋଦିଙ୍କ ଏହି କଥା ଶୁଣି ପ୍ରବଳ ରାଗିଗଲେ ଜେଲେନସ୍କି: ସାଂଘାତିକ ଅଭିଯୋଗ ଆଣି କହିଲେ…

ନୂଆଦିଲ୍ଲୀ,୩୧।୧୨: ପ୍ରଧାନମନ୍ତ୍ରୀ ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନ ଉପରେ ଡ୍ରୋନ ଆକ୍ରମଣ ରିପୋର୍ଟ ଉପରେ ଚିନ୍ତା ପ୍ରକାଶ କରିଥିଲେ। ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର...

ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କୁ ହତ୍ୟା

ନୂଆଦିଲ୍ଲୀ,୩୧ା୧୨: ବାଂଲାଦେଶର ମିମେନସିଂ ଜିଲା ଅନ୍ତର୍ଗତ ଏକ ପୋଷାକ କାରଖାନା ଭିତରେ ସହକର୍ମୀଙ୍କ ଗୁଳିମାଡ଼ରେ ଜଣେ ହିନ୍ଦୁ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଉକ୍ତ ବ୍ୟକ୍ତି ଜଣକ...

UAE ର ଦୁଇ ଜାହାଜ ଉପରେ ଏୟାରଷ୍ଟ୍ରାଇକ୍ କଲା ସାଉଦି ଆରବ, ଦେଲା ୨୪ ଘଣ୍ଟା ଅଲ୍ଟିମେଟମ୍

ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri