ପାକିସ୍ତାନରେ ଘୂର୍ଣିଝଡର ତାଣ୍ଡବ: ୩୯ ମୃତ

ଇସଲମାବାଦ, ୧୮।୪:ପାକିସ୍ଥାନର ବିଭିନ୍ନ ଜିଲାରେ ଘୂର୍ଣ୍ଣିଝଡ ସହ ବର୍ଷାର ତାଣ୍ଡବ। ଏଥିରେ ୩୯ଜଣଙ୍କ ମୃତ୍ୟୁ ଘଟିଛି। ୧୩୫ରୁ ଅଧିକ ଆହତ ହୋଇଛନ୍ତି। ଅନେକ ସ୍ଥାନରେ ଗଛ ଏବଂ ଘର ଭାଙ୍ଗି ପଡିଛି। ପ୍ରର୍ବଳ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ଉପୁଜିଛି। ପଞ୍ଜାବ ଓ ସିନ୍ଧ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଥିବା ଜଣାପଡିଛି। ପାଣିପାଗ ବିଭାଗ ସୂଚନା ଅନୁଯାୟୀ, ଗତ କିଛିଦିନ ହେବ ଦେଶର ପଶ୍ଚିମ, ମଧ୍ୟ ଓ ପୂର୍ବ ଭାଗରେ ଝିପିଝିପି ବର୍ଷା ଲାଗି ରହିଛି। ଅନେକ ସ୍ଥାନରେ ଭୁସ୍ଖଳନ ଯୋଗୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ବୁଧବାର ଝଡତୋଫାନ ଆସି ଖୈବର-ଫଖତୁରେ ୧୩ଜଣ, ବେଲୁସ୍ତାନରେ ୧୧, ପଞ୍ଜାବରେ ୧୦ ଏବଂ ସିନ୍ଧରେ ୫ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ-ଆମେରିକା ମଧ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ଆଲୋଚନା କେବେ ଏବଂ କେଉଁଠି ହେବ? ସାମ୍ନାକୁ ଆସିଲା ସ୍ଥାନ ସହ ତାରିଖ

ତେହରାନ,୧୮।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, କୂଟନୈତିକ ପ୍ରୟାସ ତୀବ୍ର ହୋଇଛି। ଏହି ପରିପ୍ରେକ୍ଷୀରେ, ସୋମବାର (୨୦ ଏପ୍ରିଲ, ୨୦୨୬) ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଇରାନ…

ପରବର୍ତ୍ତୀ ଟାର୍ଗେଟକୁ ନେଇ ଟ୍ରମ୍ପଙ୍କ ବଡ଼ ଘୋଷଣା: କହିଲେ ୭୦ ବର୍ଷ ଧରି ଅପେକ୍ଷା କରିଛନ୍ତି ଲୋକେ

ଓ୍ବାଶିଂଟନ୍‌,୧୮।୪: ଆମେରିକା ଏବଂ ଇରାନ ମଧ୍ୟରେ ପରିସ୍ଥିତି ସ୍ବାଭାବିକ ନୁହେଁ। ଏହି ସମୟରେ, ଆମେରିକା ରାଷ୍ଟ୍ରପତି ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି। ଟ୍ରମ୍ପ ତାଙ୍କର ପରବର୍ତ୍ତୀ…

ଯୁଦ୍ଧରେ ବ୍ୟସ୍ତ ଅଛନ୍ତି ଟ୍ରମ୍ପ, ଏପଟେ ଭିତିରିଆ ଖେଳ କରିଦେଲେ ଭାରତ-ଚାଇନା, ନେଲେ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୮।୪: ଆମେରିକା ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଇରାନ ସହିତ ଜଡିତ ଥିବାବେଳେ, ଅନ୍ୟପକ୍ଷରେ, ଭାରତ ଏବଂ ଚାଇନା କୂଟନୈତିକ କ୍ଷେତ୍ରରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇ…

ସକାଳୁ ସକାଳୁ ଭାରତକୁ ଖୁସିଖବର ଦେଲେ ଟ୍ରମ୍ପ, କଲେ ବଡ଼ ଘୋଷଣା, ସାରା ବିଶ୍ୱରେ ଚହଳ

ଓ୍ବାଶିଂଟନ୍‌,୧୮।୪: ଭାରତକୁ ରୁଷୀୟ ତୈଳ ଉପରେ ଏକ ଭଲ ଖବର ମିଳିଛି। ପଶ୍ଚିମ ଏସୀୟ ବିବାଦ ଏବଂ ଇନ୍ଧନ ସଙ୍କଟ ମଧ୍ୟରେ, ଆମେରିକା ଏକ ବଡ଼ ୟୁ-ଟର୍ନ…

ଆମେରିକା ଆଗରେ ମୁଣ୍ଡ ନୁଆଁଇବ ନାହିଁ ଇରାନ, ଟ୍ରମ୍ପଙ୍କୁ ସମାଲୋଚନା କରି କହିଦେଲା ଏତେ ବଡ଼ କଥା

ଓ୍ବାଶିଂଟନ୍‌,୧୮।୪: ଇରାନ ଶୁକ୍ରବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦାବିକୁ ପ୍ରତ୍ୟାଖ୍ୟାନ କରିଛି । ଯେଉଁଥିରେ କୁହାଯାଇଥିଲା ତେହରାନ ଏହାର ସମୃଦ୍ଧ ୟୁରାନିୟମ ହସ୍ତାନ୍ତର କରିବାକୁ ରାଜି…

ଇରାନର ବଡ଼ ଘୋଷଣା: ହର୍ମୁଜକୁ ସମ୍ପୂର୍ଣ୍ଣ ଖୋଲିଦେଇ କହିଲା ଏଥର…

ତେହରାନ,୧୭ା୪: ଇସ୍ରାଏଲ-ଲେବାନନ ଅସ୍ତ୍ରବିରତି ପରେ ବଡ଼ ଘୋଷଣା କରିଛି ଇରାନ। ହର୍ମୁଜ ପ୍ରଣାଳୀକୁ ସମ୍ପୂର୍ଣ୍ଣ ଖୋଲି ଦେଇଥିବା କହିଛନ୍ତି ଇରାନର ବୈଦେଶିକ ମନ୍ତ୍ରୀ ସୟଦ ଆବାସ ଆରାଘଚି।…

ଇଣ୍ଡୋନେସିଆର ପଶ୍ଚିମ କାଲିମଣ୍ଟାନରେ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ୮ମୃତ

ଜାକର୍ତ୍ତା,୧୭।୪: ଇଣ୍ଡୋନେସିଆର ପଶ୍ଚିମ କାଲିମଣ୍ଟାନ ପ୍ରଦେଶରେ ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହେବା ପରେ ଏଥିରେ ଥିବା ସମସ୍ତ ଆଠ ଜଣଙ୍କର ମୃତ୍ୟୁ ହୋଇଛି। ଉଦ୍ଧାରକାରୀ ଦଳ ବର୍ତ୍ତମାନ…

ପତ୍ନୀଙ୍କୁ ହତ୍ୟା କରି ଆତ୍ମହତ୍ୟା କଲେ ପୂର୍ବତନ ଲେଫ୍ଟନାଣ୍ଟ ଗଭର୍ଣ୍ଣର, ଚାଲିଥିଲା ଛାଡପତ୍ର ମାମଲା

ରିଚମଣ୍ଡ,୧୭।୪: ପୂର୍ବତନ ଭର୍ଜିନିଆ ଲେଫ୍ଟନାଣ୍ଟ ଗଭର୍ଣ୍ଣର ଜଷ୍ଟିନ ଫେୟାରଫ୍ୟାକ୍ସଙ୍କ ସହ ଜଡିତ ଏକ ଭୟଙ୍କର ଘଟଣା ସାମ୍ନାକୁ ଆସିଛି। ପୋଲିସ ଏବଂ କୋର୍ଟ ରେକର୍ଡ ଅନୁଯାୟୀ, ଫେୟାରଫ୍ୟାକ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri