ପାକିସ୍ତାନରେ ଚର୍ଚ୍ଚାରେ ରହିଲେ ଅଭିନନ୍ଦନ-ସାରା

ନୂଆଦିଲ୍ଲୀ,୧୨।୧୨: ପାକିସ୍ତାନ ବିମାନକୁ ଧ୍ୱଂସ କରିଥିବା ତଥା ବାଲାକୋଟ ଏୟାର ଷ୍ଟ୍ରାଇକର ହିରୋ ବନିଥିବା ଭାରତୀୟ ବାୟୁ ସେନାର ଓ୍ବିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ଥମାନ ଓ ଅଭିନେତ୍ରୀ ସାରା ଅଲି ଖାଁ ୨୦୧୯ରେ ପାକିସ୍ତାନରେ ଛାଇ ଯାଇଛନ୍ତି। ଏମାନେ ପାକିସ୍ତାନରେ ସର୍ଚ୍ଚ ଇଞ୍ଜିନ ଗୁଗୁଲ ସର୍ଚ୍ଚରେ ସାମିଲ ହୋଇଥିବା ବ୍ୟକ୍ତିଙ୍କ ମଧ୍ୟରେ ଶୀର୍ଷରେ ଥିବା ଜଣାପଡିଛି। ସାରା ଅଲି ଖାଁ ବଲିଉଡ୍‌ରେ ପ୍ରଥମେ ମୁଭି ‘କେଦାରନାଥ’ରେ ତାଙ୍କର କ୍ୟାରିୟର ଆରମ୍ଭ କରିଥିଲେ। ଏହାପରେ ତାଙ୍କୁ ଗୋଟିଏ ପରେ ଗୋଟିଏ ଅଫର ମିଳି ଚାଲିଛି। ସେହିପରି ଗତ ଫେବୃୟାରୀରେ ଭାରତୀୟ ବାୟୁସେନାର ଓ୍ବିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ଥମାନ ପୁଲଓ୍ବାମା ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ନେବା କ୍ଷେତ୍ରରେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ। ସେତେବେଳେ ସେ ବାଲାକୋଟ ଏୟାର ଷ୍ଟ୍ରାଇକରେ ପାକିସ୍ତାନ ବିମାନ ଧ୍ୱଂସ କରିବା ସହ ପାକିସ୍ତାନ ସୀମାକୁ ଚାଲି ଯାଇଥିବାରୁ ପାକ୍‌ ସେନା ତାଙ୍କୁ ବନ୍ଦୀକରି ରଖିଥିଲେ। ବହୁ ବାଦ ବିବାଦ ପରେ ପାକ୍‌ ସେନା ତାଙ୍କୁ ମୁକୁଳାଇଥିଲେ। ଏହାପରେ ତାଙ୍କୁ କିଛିଦିନ ବିରତି ଦିଆଯିବା ପରେ ଏବେ ପୁଣିଥରେ ତାଙ୍କୁ ବାୟୁସେନା ବିମାନ ଉଡାଇବାକୁ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କର୍ନାଟକ ବିଧାନସଭାରେ ଯୋଗ ଦେବେ ନାହିଁ ଏନ୍‌ ମହେଶ

ବେଙ୍ଗାଲୁରୁ,୨୧।୭: କର୍ନାଟକ ବିଧାନସଭାରେ ଏଚ୍‌ଡି କୁମାରସ୍ବାମୀଙ୍କ ମେଣ୍ଟ ସରକାର ସୋମବାର ଫ୍ଲୋର ଟେଷ୍ଟ ଦେବାର କାର୍ଯ୍ୟକ୍ରମ ରହିଛି। ହେଲେ ଏଥିରେ ବହୁଜନ ସମାଜ ପାର୍ଟି ବିଧାୟକ...

ପାର୍ଥ ଚାଟାର୍ଜୀଙ୍କ ଘରେ ଚୋର

କୋଲକାତା,୨୮ ।୭: ପଶ୍ଚିମବଙ୍ଗର ମନ୍ତ୍ରୀ ତଥା ଏସଏସସି ଘୋଟାଲାର ମୁଖ୍ୟ ଅଭିଯୁକ୍ତ ପାର୍ଥ ଚାଟାର୍ଜୀଙ୍କ ଦକ୍ଷିଣ ୨୪ ପ୍ରଗଣା ସ୍ଥିତ ଘରେ ଚୋରି ହୋଇଥିବା ଅଭିଯୋଗ...

ଗିରଫ ପୂର୍ବରୁ ପାର୍ଥଙ୍କ ଫୋନ ଉଠାଇଲେ ନାହିଁ ମମତା

କୋଲକାତା,୨୫ ।୭: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପାର୍ଥ ଚାଟାର୍ଜୀଙ୍କ ସହଯୋଗୀ ଅର୍ପିତା ମୁଖାର୍ଜୀଙ୍କ ଘରେ ଚଢାଉ କରିଥିଲେ । ସେଠାରୁ ଇଡିକୁ ୨୦ କୋଟିରୁ ଅଧିକ ଟଙ୍କା...

ଋତୁପର୍ଣ୍ଣାଙ୍କୁ ଇଡି ସମନ

କୋଲକାତା,୧୧ା୭(ପି.ଟି.): ରୋଜଭ୍ୟାଲି ଚିଟ୍‌ଫଣ୍ଡ ନୁର୍ଦୀନି ମାମଲାର ତଦନ୍ତ କରୁଥିବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ସୁପରଷ୍ଟାର ପ୍ରୋସେନ୍‌ଜିତ ଚାଟାର୍ଜିଙ୍କକୁ ସମନ କରିବାର ଦିନକ ପରେ ବୁଧବାର ବଙ୍ଗଳା...

ପଦୋନ୍ନତି ପ୍ରସ୍ତାବକୁ କେନ୍ଦ୍ରର ମୋହର: ସୁପ୍ରିମକୋର୍ଟରେ ନିଯୁକ୍ତି ପାଇବେ ୪ ବିଚାରପତି

ନୂଆଦିଲ୍ଲୀ,୨୩ା୫: ସୁପ୍ରିମକୋର୍ଟ ବିଚାରପତି ନିଯୁକ୍ତି ନେଇ ପୁଣି ୪ ଜଣଙ୍କ ନାମକୁ ସରକାର ବୁଧବାର ମୋହର ମାରିଛନ୍ତି। ଏହି ନିଯୁକ୍ତି ପରେ ସୁପ୍ରିମକୋର୍ଟରେ ମୋଟ ବିଚାରପତିଙ୍କ...

ମା’ଙ୍କ ଫଟୋ ଶେୟାର କରି ଇମୋଶନାଲ ହେଲେ ଖୁସି-ଜାହ୍ନବୀ

ବଲିଉଡ୍‌ ଅଭିନେତ୍ରୀ ଶ୍ରୀଦେବୀଙ୍କର ଗୁରୁବାର ଚତୁର୍ଥ ମୃତ୍ୟୁ ବାର୍ଷିକୀ। ଏହି ଅବସରରେ ଝିଅ ଖୁସି କପୁର ଶ୍ରୀଦେବୀଙ୍କୁ ମନେ ପକାଇ ସୋସିଆଲ ମିଡିଆରେ ଏକ ହୃଦୟସ୍ପର୍ଶୀ...

ବରୁଣେଶ୍ୱରରେ ମାୟାବିନୀ ମୌସୁମୀ

ଓଡ଼ିଶାର ଅନ୍ୟତମ ଯାତ୍ରା ମହାକୁମ୍ଭ ବରୁଣେଶ୍ୱର ମେଳା। ବରୁଣେଶ୍ୱରଙ୍କ ପୀଠରେ ଅନୁଷ୍ଠିତ ଏହି ମେଳାର ମୁଖ୍ୟ ଆକର୍ଷଣ ହେଉଛି ଯାତ୍ରା। ଯାତ୍ରାର ଏକ ଅଘୋଷିତ ମହାସମର...

ଇସ୍ରୋର ହେବନାହିଁ ଘରୋଇକରଣ: ଏସ୍ ସୋମନାଥ

ଥିରୁଭାନନ୍ତପୁରମ(କେରଳ),୧୩ ।୧: ଭାରତୀୟ ମହାକାଶ ଓ ଅନୁସନ୍ଧାନ ସଙ୍ଗଠନ(ଇସ୍ରୋ)ର ମୁଖ୍ୟ ଭାବେ ରକେଟ ବୈଜ୍ଞାନିକ ଏସ୍ ସୋମନାଥଙ୍କୁ ନିଯୁକ୍ତି ମିଳିଛି । ଏସ୍ ସୋମନାଥଙ୍କର ଏଝଖଠ...

Advertisement
Archives

Model This Week