ପାକିସ୍ତାନରେ ପ୍ରଦର୍ଶିତ ହେବନାହିଁ କୌଣସି ଭାରତୀୟ ଚଳଚ୍ଚିତ୍ର

ଇସଲାମାବାଦ,୮।୮: ଏଣିକି ପାକିସ୍ତାନରେ କୌଣସି ଭାରତୀୟ ଚଳଚ୍ଚିତ୍ର ପ୍ରଦର୍ଶିତ ହେବ ନାହିଁ ବୋଲି ସୂଚନା ମିଳିଛି। ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କ ସ୍ବତନ୍ତ୍ର ସହାୟକ ଥିବା ଡ.ଫିରଦୋସ ଆଶିକ୍‌ ଆଓ୍ବାନ ଗୁରୁବାର ଏହି ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ହଟାଯିବା ପରେ ପାକିସ୍ତାନ ଭାରତ ସହ ଗୋଟିଏ ପରେ ଗୋଟିଏ ସମ୍ପର୍କ ଛିନ୍ନ କରିବାରେ ଲାଗିଛି। ପ୍ରଥମେ କୁଟନୈତିକ ସମ୍ପର୍କ ଚିନ୍ନ କରିଥିବା ପାକିସ୍ତାନ ଏବେ ସପ୍ତାହରେ ୨ ଥର ଚାଲୁଥିବା ସମଝୋତା ଏକ୍ସପ୍ରେସର ଚଳାଚଳକୁ ମଧ୍ୟ ସବୁଦିନ ପାଇଁ ବନ୍ଦ କରିଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ବଞ୍ଚାନ୍ତୁ…’, ଭାରତର ଶ୍ରେଷ୍ଠ ଖେଳାଳିମାନଙ୍କୁ ସାହାଯ୍ୟ ପାଇଁ ନିବେଦନ କଲେ…

ନୂଆଦିଲ୍ଲୀ,୩।୧: ଭାରତୀୟ ଫୁଟବଲ ସଙ୍କଟରେ ଅଛି। ଇଣ୍ଡିଆନ ସୁପର ଲିଗ (ISL) ହେବ କି ନାହିଁ ସେ ବିଷୟରେ ଏପର୍ଯ୍ୟନ୍ତ କୌଣସି ସ୍ପଷ୍ଟତା ନାହିଁ। ISL...

ଇନ୍ଦୋର ପାଣିରେ ବ୍ୟାକ୍ଟେରିଆ

ନୂଆଦିଲ୍ଲୀ,୩ା୧: ମଧ୍ୟପ୍ରଦେଶର ଇନ୍ଦୋର ଅନ୍ତର୍ଗତ ଭଗୀରଥପୁରା ଅଞ୍ଚଳରେ ଦୂଷିତ ପାଣିରୁ ଡାଇରିଆ ବ୍ୟାପି ୧୦ ଜଣଙ୍କ ମୃତ୍ୟୁ ଘଟିବା ସହ ୧,୪୦୦ରୁ ଊର୍ଦ୍ଧ୍ୱ ଲୋକ ପ୍ରଭାବିତ...

ଚିତାଳୋ କଲେଜର ପୂର୍ବତନ ଅଧ୍ୟକ୍ଷ, ସଭାପତି ଗିରଫ, ଏହି ମାମଲାରେ…

ଯାଜପୁର/ ଯାଜପୁର ଟାଉନ୍‌ ୩ା୧(ହର୍ଷବର୍ଦ୍ଧନ ବେହେରା/ ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଜିଲା ଦଶରଥପୁର ବ୍ଲକ ଚିତାଳୋ ଡିଗ୍ରୀ ମହାବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷ ଅଦ୍ୱୈତ ପ୍ରସାଦ...

ନୂଆ ଦାୟିତ୍ୱ ଗ୍ରହଣ କଲେ ଦେଓ ରଞ୍ଜନ, ହେମନ୍ତ ଶର୍ମା

ଭୁବନେଶ୍ୱର,୩ା୧(ସୁନିତ୍‌ ମିଶ୍ର): ରାଜ୍ୟର ଉନ୍ନୟନ କମିଶନର(ଡିସି) ଭାବେ ନିଯୁକ୍ତି ପାଇଥିବା ୧୯୯୩ ବ୍ୟାଚ୍‌ ଆଇଏଏସ୍‌ ଅଫିସର ଦେଓ ରଞ୍ଜନ କୁମାର ସିଂ ଶୁକ୍ରବାର ତାଙ୍କ ନୂଆ...

ଆହୁରି ୫ଦିନ ଘନ କୁହଡ଼ି: ଆଗାମୀ ୨୪ ଘଣ୍ଟା ପାଇଁ…

ଭୁବନେଶ୍ୱର,୩ା୧(ବନ୍ଦନା ସେଠୀ): ଘନ କୁହୁଡ଼ି ବଳୟରେ ଅସ୍ତବ୍ୟସ୍ତ ଜୀବନ। ଫଳରେ ଦୃଶ୍ୟମାନ କ୍ଷମତା ହ୍ରାସ ପାଇବାରୁ ଯାତାୟାତ ବାଧାପ୍ରାପ୍ତ ହେଉଛି। ତେବେ ତାପମାତ୍ରାରେ ସାମାନ୍ୟ ପରିବର୍ତ୍ତନ...

ମଥୁରାନଗରୀରେ ଉପ ମୁଖ୍ୟମନ୍ତ୍ରୀ, କହିଲେ ‘ଧମକ୍‌କୁ ଡରେନି ଏହି ସରକାର…’

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ)- କିଛି ଲୋକ ଚାଷୀଙ୍କୁ ନେଇ ରାଜରାସ୍ତାକୁ ଓହ୍ଲାଇବାକୁ ଚେଷ୍ଟା କରୁଛନ୍ତି। ଚାଷୀମାନଙ୍କୁ ଭାରାକ୍ରାନ୍ତ କରିବାକୁ ପ୍ରୟାସ ଚଲାଇଛନ୍ତି। ମାତ୍ର ଏହି ସରକାର କୌଣସି...

ଡରିଗଲେ କି ଗୁଲୁଆ? ବଦଳିଲା ସ୍ବର, ବର୍ଷାଙ୍କ ସହ ରୋମାଣ୍ଟିକ୍‌ ଫଟୋ ଶେୟାର କରି କହିଲେ…

ଭୁବନେଶ୍ୱର,୨।୧: ଦିନ ଥିଲା ମୋତେ କେହି ଖରାପ କହିଲେ ତୁମେ ବାହାରୁଥିଲ। ତୁମକୁ କିଏ ଖରାପ କହିଲେ ମୁଁ ବାହାରୁଥିଲି। ହେଲେ ଆଜି ତୁମେ ମୋର...

ମାର୍ଚ୍ଚ ମାସରୁ ଏଟିଏମରେ ମିଳିବନି ୫୦୦ ଟଙ୍କିଆ ନୋଟ୍‌? ସ୍ପଷ୍ଟ କଲେ ସରକାର

ନୂଆଦିଲ୍ଲୀ,୨।୧: ଆଜିକାଲି ସୋସିଆଲ ମିଡିଆରେ ୫୦୦ ଟଙ୍କିଆ ନୋଟ ଚର୍ଚ୍ଚାର ଏକ ମୁଖ୍ୟ ବିଷୟ ପାଲଟିଛି। ପୋଷ୍ଟଗୁଡ଼ିକରେ ଦାବି କରାଯାଉଛି ଯେ ମାର୍ଚ୍ଚ ୨୦୨୬ ରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri