ପାକିସ୍ତାନରେ ପ୍ରବଳ ବର୍ଷା: ୭ ମୃତ

ଇସଲାମାବାଦ୍‌,୨୯।୭: ପାକିସ୍ତାନରେ ପ୍ରବଳ ବର୍ଷା ଯୋଗୁ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ଉପରମୁଣ୍ଡରେ ବର୍ଷା ହେବାରୁ ବିଭିନ୍ନ ନଦୀରେ ବନ୍ୟା ଆସିଛି। ଏଥିରେ ୭ ଜଣଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ପୁଣି ୨୪ ଘଣ୍ଟା ପରେ ପାକିସ୍ତାନର କେତେକ ଅଞ୍ଚଳରେ ପୁଣି ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଉଦ୍ଧାରକାରୀ ଦଳଙ୍କୁ ଯେ, କୌଣସି ସ୍ଥିତିର ମୁକାବିଲା ପାଇଁ ସଜାଗ ରଖା ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୁରାନ ଜଳେଇବା ଘଟଣା: ସ୍ବିଡେନ ବିରୋଧରେ ଯୁଦ୍ଧ ଘୋଷଣା କଲା ପାକିସ୍ତାନ!

ଇସଲାମବାଦ,୯।୭: ସ୍ବିଡେନ୍‌ରେ ଇଦ୍‌ ଅବସରରରେ ଜଣେ ବ୍ୟକ୍ତି କୁରାନ ଜଳାଇବା ଘଟଣାକୁ ନେଇ ପାକିସ୍ତାନରେ ବିରୋଧ ଜାରି ରହିଛି। ଏହି ଘଟଣାରେ ପାକିସ୍ତାନୁ ଶୁକ୍ରବାର କଳା...

ମାଲଦ୍ୱୀପ ରାଷ୍ଟ୍ରପତି ନିର୍ବାଚନରେ ନିର୍ବାଚନ କମିଶନ ଅରୁଣ ଗୋୟଲ ହେଲେ ପର୍ଯ୍ୟବେକ୍ଷକ, ଚାଇନା ଭାରତ ପାଇଁ ଗୁରୁତ୍ୱପୂର୍ଣ୍ଣ

ମାଲେ/ନୂଆଦିଲ୍ଲୀ,୧୧।୯: ମାଲଦ୍ୱୀପରେ ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେଉଛି। ଭାରତ ଏବଂ ଚାଇନା ପାଇଁ ଏହା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ମାଲଦ୍ୱୀପରେ ନିର୍ବାଚନ ଆୟୋଗଙ୍କ ନିମନ୍ତ୍ରଣ କ୍ରମେ ମାଲଦ୍ୱୀପରେ...

ପାଶ୍ଚାତ୍ୟରେ ‘ଅଣୁ ଅସ୍ତ୍ର’ ଛନକା

ମସ୍କୋ/କିଭ୍‌,୭ା୧୧: ୟୁକ୍ରେନ୍‌ ଉପରେ ଆକ୍ରମଣ କରି ହରଡ଼ଘଣାରେ ପଡ଼ିଥିବା ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ନିକଟରେ ତାଙ୍କ ଫ୍ରାନ୍ସ ପ୍ରତିପକ୍ଷ ଇମାନ୍ବେଲ ମାକ୍‌ରଁଙ୍କ ସହ କଥା...

ମହାରାଣୀଙ୍କ ନାତୁଣୀ ଗୋପନରେ ବାହାହେଲେ

ଲଣ୍ଡନ,୧୮ା୭: ବ୍ରିଟେନ ମହାରାଣୀ ଏଲିଜାବେଥ୍‌ ଦ୍ୱିତୀୟଙ୍କ ନାତୁଣୀ ପ୍ରିନ୍ସେସ୍‌ ବିଟ୍ରାଇସ୍‌ ଗୋପନରେ ବାହା ହୋଇଛନ୍ତି। ସେ ତାଙ୍କ ପ୍ରେମିକ ତଥା କୋଟିପତି ପ୍ରପର୍ଟି ଟାଇକୁନ୍‌ ଏଡୋଆର୍ଡୋ...

ତାଇଓ୍ବାନ ରାଷ୍ଟ୍ରପତି ନିର୍ବାଚନ: ୬ ମାସ ପୂର୍ବରୁ ମି ଠୁ ପ୍ରସଙ୍ଗ ନେଇ ବଢ଼ିଲା ଉଷ୍ମତା…

ତାଇପେ,୧୦।୬ : ତାଇୱାନରେ ରାଷ୍ଟ୍ରପତି ନିର୍ବାଚନ ନେଇ ୬ମାସ ପୂର୍ବରୁ ହାସ ମି ଠୁ (#MeToo) ପ୍ରସଙ୍ଗ ଉଠିଛି। ଯୌନ ଉତ୍ପୀଡ଼ନର ଶିକାର ହୋଇ ଆଗକୁ...

ତୁର୍କି ଜଙ୍ଗଲରେ ନିଆଁ: ୩ ମୃତ ୫୮ ଆହତ

ଅଙ୍କାରା,୩୧ ।୭: ଦକ୍ଷିଣ ତୁର୍କିର ଜଙ୍ଗଲରେ ନିଆଁ ଲାଗିବା ଫଳରେ ୩ ଜଣଙ୍କ ମଅତ୍ୟୁ ହେବା ସହ ଅତିକମରେ ୫୮ ଜଣ ଆହତ ହୋଇଥିବା ସୂଚନା...

ଦିନକରେ ୪, ୧୬୮ ମୃତ

ଓ୍ବାଶିଂଟନ/ରୋମ୍‌/ଲଣ୍ଡନ,୧୪।୪: ମହାମାରୀ କରୋନା ବିଶ୍ୱରେ ଅସମ୍ଭାଳ ପରିସ୍ଥିତି ସୃଷ୍ଟିକରିଛି। ସୋମବାର ରାତି ୧୧ଟା ସୁଦ୍ଧା ୧,୧୮,୩୬୨ ବ୍ୟକ୍ତି ପ୍ରାଣ ହରାଇଥିବା ବେଳେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି...

ବିକ୍ଷୋଭକାରୀଙ୍କ ଉପରକୁ ଗୁଳି ମାଡ: ୫ ମୃତ୍ୟୁ, ୧୦ ଆହତ

ତେହରାନ,୧୭।୧୧: ଇରାନରେ ପୁଣି ଥରେ ଉତ୍ତେଜନା ବୃଦ୍ଧି ପାଇଛି। ସୁରକ୍ଷା ବାହିନୀ ତେହେରାନର ଏକ ମେଟ୍ରୋ ଷ୍ଟେଶନରେ ବିକ୍ଷୋଭକାରୀଙ୍କ ଉପରକୁ ଗୁଳି ଚଳାଇ ଥିଲେ। ଏଥିରେ...

Advertisement
Archives

Model This Week