ପାକିସ୍ତାନରେ ସମ୍ପୂର୍ଣ୍ଣ ଲକ୍‌ଡାଉନ୍‌ ନୁହେଁ ସମ୍ଭବ; ଦେଶରେ ୨୫% ଦିନ ମଜୁରିଆ: ଇମ୍ରାନ୍‌

ଇସଲାମାବାଦ୍‌,୨୩।୩: ପାକିସ୍ତାନରେ କରୋନା ସଂକ୍ରମଣ ଆତଙ୍କ ସୃଷ୍ଟି କରିଛି। ତେବେ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁ ସମ୍ପୂର୍ଣ୍ଣ ଲକ୍‌ଡାଉନ୍‌ ଲାଗୁ ନେଇ ଅକ୍ଷମତା ପ୍ରକାଶ କରିଛନ୍ତି। ଦେଶର ୨୫ ପ୍ରତିଶତ ଜନସଂଖ୍ୟା ଦିନ ମଜୁରିଆ। ତେଣୁ ଲକ୍‌ଡାଉନ୍‌ ହେଲେ ସେମାନେ ଖାଇବାକୁ ନ ପାଇ ଭୋକରେ ମରିଯିବେ ବୋଲି ଇମ୍ରାନ୍‌ କହିଛନ୍ତି। ସୂଚନାଯୋଗ୍ୟ, ପାକିସ୍ତାନରେ ବର୍ତ୍ତମାନ ସୁଦ୍ଧା ୭୭୬ ଜଣ କରୋନା ସଂକ୍ରମିତ ହୋଇଥିବାବେଳେ ୫ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାଳୟର ପ୍ରତିଷ୍ଠା ଦିବସରେ ଛାତ୍ରୀଛାତ୍ରଙ୍କ ଉତ୍ସାହିତ କଲେ ବିଧାୟକ, ଉପଜିଲାପାଳ; ଭବିଷ୍ୟତ ଗଠନ ପାଇଁ…

ଭଞ୍ଜନଗର/ବେଲଗୁଣ୍ଠା,୨୬/୭(ବାବୁଲା ପ୍ରଧାନ ): ଗଞ୍ଜାମ ଜିଲା, ବେଲଗୁଣ୍ଠା ବ୍ଲକ ଅନ୍ତର୍ଗତ କ୍ଷତ୍ରିୟବରପୁର ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠାନର ୪୩ତମ ପ୍ରତିଷ୍ଠା ଦିବସ ରବିବାର…

ପୂର୍ବାଞ୍ଚଳ ତୀରନ୍ଦାଜ ପ୍ରତିଯୋଗିତା ଉଦ୍‌ଯାପିତ, ବାଜି ମାରିଲା ଆସାମ ଆର୍ମୀ ପବ୍ଲିକ ସ୍କୁଲ

ଭବାନୀପାଟଣା,୨୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ବିକାଶ ଆବାସିକ ବିଦ୍ୟାଳୟ ପରିସରରେ ଗତ ୨୪ ତାରିଖରୁ ଚାଲିଥିବା ସିବିଏସ୍‌ଇ ପୂର୍ବାଞ୍ଚଳ ତୀରନ୍ଦାଜ ପ୍ରତିଯୋଗିତା ରବିବାର ଉଦଯାପିତ…

ଶେଷ ପର୍ଯ୍ୟନ୍ତ ମିଳିଲାନି ସରକାରୀ ବ୍ୟବସ୍ଥା: ଶେଷରେ ୭ ବର୍ଷର ଆଦିବାସୀ ଶିଶୁର ଚାଲିଗଲା ଜୀବନ

ଥୁଆମୂଳ ରାମପୁର, ୨୬ା୭ (ଦୁର୍ଗା କୀର୍ତ୍ତି): ସରକାରୀ ବ୍ୟବସ୍ଥାର ଫମ୍ପା ପ୍ରତିଶ୍ରୁତି, ପ୍ରଶାସନିକ ଅବହେଳା ଓ ସ୍ଥାନୀୟ ଜନପ୍ରତିନିଧିଙ୍କ ଆନ୍ତରିକତାର ଅଭାବ ଯୋଗୁ ସହାୟତା ପାଇବା ପୂର୍ବରୁ…

ଅଙ୍ଗନବାଡି ସଂଘର ବଡ଼ ଘୋଷଣା: ଏହିଦିନ ହେବ ରାଲି

ଗୁଡାରି,୨୬।୭(ପ୍ରମୋଦ କୁମାର ପତି ): ରବିବାର ଗୁଡାରି ବ୍ଲକ ଅଙ୍ଗନବାଡି ସଂଘ ପକ୍ଷରୁ ସ୍ଥାନୀୟ ଦୁର୍ଗାପୂଜା ମଣ୍ଡପରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ସଙ୍ଘର ନିଷ୍ପତ୍ତି…

ପ୍ରଧାନମନ୍ତ୍ରୀ ମୋଦିଙ୍କ ବଡ଼ ମେସେଜ୍‌: ସରକାରଙ୍କ ଲକ୍ଷ୍ୟ ହେଉଛି ପ୍ରତ୍ୟେକ ଯୁବକଙ୍କୁ…

ନୂଆଦିଲ୍ଲୀ,୨୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନ୍ସିଂ ଜରିଆରେ ‘ବିକଶିତ ଭାଇବ୍ରାଣ୍ଟ ଭିଲେଜ ପ୍ରୋଗ୍ରାମ ୨୦୨୬’ ଅଧୀନରେ ରବିବାର ଯୁବକମାନଙ୍କ ସହିତ ଆଲୋଚନା କରିଛନ୍ତି। ଆଲୋଚନା ଉପରେ…

ଅଞ୍ଚଳରେ ଚାଞ୍ଚଲ୍ୟ: ସ୍ପଷ୍ଟ ଦିବାଲୋକରେ ଯୁବକଙ୍କୁ ସଂଘବଦ୍ଧ ଭାବେ ଖଣ୍ଡାରେ ହାଣିଲେ, ଲୋକେ ପାଟିକରିବାରୁ…

ପୁରୁଷୋତ୍ତମପୁର,୨୬।୭( ସବିତାମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର କାଳୀମନ୍ଦିର ଛକ ନିକଟରେ ସ୍ପଷ୍ଟ ଦିବାଲୋକରେ ଜଣେ ଯୁବକଙ୍କୁ ଖଣ୍ଡାରେ ନିର୍ମମ ଭାବରେ ହାଣି ହତ୍ୟା ଉଦ୍ୟମ କରିବା…

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ି ଚାଲିଗଲା ପ୍ରାଣ

କାମାକ୍ଷାନଗର,୨୬ା୭(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା ତୁମୁସିଙ୍ଗା ଥାନା ଜକା ଗ୍ରାମରେ ଅଭାବନୀୟ ଘଟଣା। ବିଲକୁ କାମ କରିବାକୁ ଯାଇ ପୋଖରୀରେ ଗାଧୋଉଥିବା ବେଳେ ଗୋଡ଼ ଖସି…

ଦାରୁବିଗ୍ରହଙ୍କ ଅଧରପଣା ନୀତି ଆରମ୍ଭ

ପୁରୀ,୨6ା୭(ଅଜିତ୍‌ କୁମାର ମହାନ୍ତି): ସରି ଆସୁଛି ଘୋଷଯାତ୍ରା। ଶନିବାର ରଥ ଉପରେ ଶ୍ରୀବିଗ୍ରହମାନଙ୍କ ସୁନାବେଶ ଅନୁଷ୍ଠିତ ହୋଇଥିବା ବେଳେ ରବିବାର ଅଧରପଣା ନୀତି ଆରମ୍ଭ ହୋଇଯାଇଛି। ପାଣିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri