ପାକିସ୍ତାନରେ ସୁରକ୍ଷିତ ନୁହେଁ ଚତୁର୍ଥ ସ୍ତମ୍ଭ: ୬ବର୍ଷରେ କାର୍ଯ୍ୟରତ ୩୩ ଗଣମାଧ୍ୟମ ପ୍ରତିନିଧିଙ୍କୁ କରାଯାଇଛି ହତ୍ୟା

ଇସଲାମାବାଦ୍‌,୨୪।୧୧: ପାକିସ୍ତାନର ଗଣତନ୍ତ୍ରର ଚତୁର୍ଥ ସ୍ତମ୍ଭ କୁହାଯାଉଥିବା ଗଣମାଧ୍ୟମ ସୁରକ୍ଷିତ ନୁହେଁ। ଗତ ୬ ବର୍ଷରେ ଏଠାରେ କାର୍ଯ୍ୟରତ ୩୩ ଜଣ ଗଣମାଧ୍ୟମ ପ୍ରତିନିଧିଙ୍କୁ ହତ୍ୟା କରାଯାଇଛି। ଏନେଇ ଫ୍ରିଡମ୍‌ ନେଟ୍‌ଓ୍ବାର୍କ ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ପାକିସ୍ତାନ ପ୍ରେସ୍‌ ଫାଉଣ୍ଡେସନ୍‌ ଅନୁସାରେ ଦେଶରେ ୪୮ ଗଣମାଧ୍ୟମ ପ୍ରତିନିଧିଙ୍କୁ ବିଭିନ୍ନ କାରଣରୁ ହତ୍ୟା କରାଯାଇଛି। ସେହିପରି ୧୭୧ ଜଣଙ୍କ ଉପରେ ଆକ୍ରମଣ ହୋଇଛି। ସେମାନଙ୍କ ମଧ୍ୟରୁ ୭୭ ଜଣଙ୍କ ଉପରେ ଛୋଟ ଧରଣର ଆକ୍ରମଣ କରାଯାଇଛି। ଏଭଳି ଆକ୍ରମଣ ଘଟଣାରେ ୧୮ ଜଣଙ୍କୁ ଗିରଫ କରାଯାଇଥିବାବେଳେ ୩୬ ଜଣଙ୍କ ନାମରେ ମାମଲା ଦାଏର ହୋଇଛି। ସେହିପରି ୨୬ ଜଣଙ୍କୁ ଅଭିଯୋଗ ଆଧାରରେ ଅଟକ ରଖାଯାଇଥିବା ଏହି ରିପୋର୍ଟରେ ପ୍ରକାଶ ପାଇଛି। ୨୦୧୯ ପ୍ରେସ୍‌ ଇଣ୍ଡେକ୍ସ୍‌ରେ ପୃଥିବୀର ୧୮୦ଟି ଦେଶ ମଧ୍ୟରୁ ପାକିସ୍ତାନ ୧୪୨ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକଳ୍ପ ସମୀକ୍ଷା କଲେ ଆଇନ ମନ୍ତ୍ରୀ: ତୁରନ୍ତ ସାରିବାକୁ ନିର୍ଦ୍ଦେଶ

ଛତ୍ରପୁର,୧୩।୬(ଦିଲ୍ଲୀପ ସାମଲ): ଓଡିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗ ମନ୍ତ୍ରୀ ତଥା ଗଞ୍ଜାମ ଜିଲା ପ୍ରଭାରୀ ପୃଥୀରାଜ ହରିଚନ୍ଦନ ଦିନିକିଆ ଗଞ୍ଜାମ ଜିଲା ଗସ୍ତରେ…

ନେତାନ୍ୟାହୁଙ୍କୁ ଫୋନ କରି ବଡ଼ କଥା କହିଲେ ଟ୍ରମ୍ପ, ଇରାନ ସହିତ ଚୁକ୍ତି ଉପରେ କହିଲେ…

ଓ୍ବାଶିଂଟନ,୧୩।୬: ଏକ ଆକ୍ସିଓସ ରିପୋର୍ଟରେ ଦାବି କରାଯାଇଛି ଯେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇସ୍ରାଏଲୀ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କୁ ଏକ କଥାବାର୍ତ୍ତା ସମୟରେ କହିଥିଲେ ଯେ…

ଟ୍ରମ୍ପ କହୁଛନ୍ତି ଇରାନ ଯୁଦ୍ଧ ଶେଷ , ଶୀଘ୍ର ହେବ ଚୁକ୍ତିନାମା; ତେହରାନ କହୁଛି ଏପର୍ଯ୍ୟନ୍ତ କୌଣସି ଚୂଡ଼ାନ୍ତ ନିଷ୍ପତ୍ତି ନାହିଁ

ତେହରାନ,୧୩।୬: ଗତ ତିନି ମାସ ଧରି ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶୁକ୍ରବାର ଦାବି କରିଛନ୍ତି ଯେ ଦୁଇ…

ଫିଟିଲା ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକାଙ୍କ ଗୁମର: ମୃତ୍ୟୁ ପୂର୍ବରୁ ବୟଫ୍ରେଣ୍ଡ୍‌ଙ୍କୁ …

ଭୁବନେଶ୍ୱର,୧୩।୬: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ଭଞ୍ଜବାଳା ହେମ୍ବ୍ରମ୍‌ଙ୍କ ମୃତ୍ୟୁ ଘଟଣାରେ ପର୍ଦ୍ଦାଫାଶ ହୋଇଛି। ଭୀମସେନଙ୍କ ପାଇଁ ଚନ୍ଦ୍ରିକାଙ୍କ ମୃତ୍ୟୁ ହୋଇଥିବା ପ୍ରାଥମିକ ତଦନ୍ତରୁ ତଥ୍ୟ ମିଳିଛି ବୋଲି…

ମମତା ବାନାର୍ଜୀଙ୍କ ଠାରୁ ଅଲଗା ହେବେ କି ବାବୁଲ ସୁପ୍ରିୟୋ? TMC ଏମପି ନିଜେ ଏକ ବିବୃତ୍ତି ଜାରି କରି କହିଲେ…

କୋଲକାତା,୧୩।୬: ପଶ୍ଚିମବଙ୍ଗ ନିର୍ବାଚନରେ ଭାଜପା ବିପକ୍ଷରେ ଦମନମୂଳକ ପରାଜୟ ପରେ, ଟିଏମସି କ୍ରମାଗତ ଭାବରେ ଭାଙ୍ଗିପଡ଼ିଛି। ମମତା ବାନାର୍ଜୀଙ୍କ ନିକଟତମ ସହଯୋଗୀମାନେ ଗୋଟିଏ ପରେ ଗୋଟିଏ ତାଙ୍କ…

ଚାମେଲିଙ୍କୁ ନ୍ୟାୟ ଦାବିରେ ବିକ୍ଷୋଭ ସମାବେଶ:ଥାନା ସମ୍ମୁଖରେ ପୋଲିସ ପଇଁତରା

ମହାକାଳପଡ଼ା,୧୩।୬(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଡ଼ିଓ ଚାମ୍ବରରେ ତିଖିରୀ ସରପଞ୍ଚ ଚାମେଲୀ ଓଝା ଭିଡ଼ିଓ ରେକର୍ଡକୁ ନେଇ ବିଡ଼ିଓ ରବି ନାରାୟଣ ଆଚାର୍ଯ୍ୟ ଥାନାରେ…

ଭାରତୀୟ କ୍ରୁ ମେମ୍ବରଙ୍କୁ ନେଇ ଯାଉଥିବା ଜାହାଜ ‘ଲିଆକି ଫ୍ରିଡମ’ ଉପରେ ଆମେରିକାର ଆକ୍ରମଣ? MEA କଲା ସ୍ପଷ୍ଟ

ନୂଆଦିଲ୍ଲୀ,୧୩।୬: ଓମାନ ଉପକୂଳରେ ‘ଲିଆକି ଫ୍ରିଡମ’ନାମକ ଜାହାଜ ଭାରତୀୟ କ୍ରୁ ସହିତ ଯୋଗାଯୋଗ ବିଚ୍ଛିନ୍ନ ହୋଇଥିବା ଖବର ପ୍ରକାଶ ପାଇବା ପରେ, ଜାହାଜ ଉପରେ ଆକ୍ରମଣର ଗୁଜବ…

ଅଭିଷେକ ବାନାର୍ଜୀଙ୍କ ଘରେ ବେଙ୍ଗଲ ପୋଲିସର ଚଢାଉ, ଚିନ୍ତାରେ ମମତା!

କୋଲକାତା,୧୩।୬: ଶନିବାର ସକାଳେ ସାଲବୋନି ପୋଲିସ ଷ୍ଟେଶନର କର୍ମଚାରୀ ଏବଂ କୋଲକାତା ପୋଲିସର ଏକ ବଡ଼ ଦଳ ତୃଣମୂଳ କଂଗ୍ରେସ ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ଅଭିଷେକ ବାନାର୍ଜୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri