Posted inଜାତୀୟ

ପାକିସ୍ତାନର ଅସ୍ତ୍ରବିରତି ଉଲ୍ଲଂଘନ: ଆଖି ବୁଜିଲେ ୧୫ ଦିନର ଶିଶୁ

ଶ୍ରୀନଗର,୨୯।୭: ପାକିସ୍ତାନ ବାରମ୍ବାର ଅସ୍ତ୍ରବିରତି ଉଲ୍ଲଂଘନ କରିବା ଫଳରେ ସୀମାରେ ଥିବା ଲୋକେ ବିନା ଦୋଷରେ ଜୀବନ ହାରୁଛନ୍ତି। ରବିବାର ବିଳମ୍ବିତ ରାତିରେ ପାକିସ୍ତାନ ପକ୍ଷରୁ ମୋର୍ଟାର ଓ ଗୁଳିମାଡ କରାଯିବାରୁ ଜମ୍ମୁ-କଶ୍ମୀରର ପୁଞ୍ଚ ଜିଲାରେ ୩ ଜଣ ନାଗରିକ ଆହତ ହୋଇଥିଲେ। ଏଥିରେ ଜଣେ ୧୫ ଦିନର ଶିଶୁ ଓ ତାଙ୍କ ମା’ ଥିଲେ। ସେମାନଙ୍କୁ ତୁରନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ସୋମବାର ଶିଶୁଟିର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଅନ୍ୟ ଦୁଇଜଣ ଆହତ ଚିକିତ୍ସାଧୀନ ଥିବା ବେଳେ ପାକିସ୍ତାନର ଏହି ଅସ୍ତ୍ରବିରତି ଉଲ୍ଲଂଘନରେ ଅତିଷ୍ଠ ହୋଇପଡିଲେଣି ସୀମାରେ ଥିବା ସାଧାରଣ ଜନତା।


Enter your email to get our daily news in your inbox.

All Right Reserved By Dharitri.Com

ଖାଦ୍ୟମନ୍ତ୍ରୀଙ୍କୁ ମହମ ବୋଳା ସେଓ ବିକି ହରଡ଼ଘଣାରେ ଫଳ ଷ୍ଟଲ୍‌ ମାଲିକ

ନୂଆଦିଲ୍ଲୀ,୧୮।୯: ସମ୍ପ୍ରତି ଫଳରେ ବିଭିନ୍ନ ରଙ୍ଗ ଏବଂ ରାସାୟନିକ ପଦାର୍ଥ ପ୍ରଲେପ ଦିଆଯାଇ ବିକ୍ରି କରାଯାଉଛି। ଏହାକୁ ଖାଇବା ଦ୍ୱାରା ବିଭିନ୍ନ ସମସ୍ୟା ସୃଷ୍ଟି ହେଉଛି।...

ଅମ୍ଫନ୍‌ ମୁକାବିଲା: କୋଲକାତା ବିମାନ ବନ୍ଦରରେ ଉଡ଼ାଣ ବନ୍ଦ

କୋଲକାତା,୨୦।୫: ମହାବାତ୍ୟା ଅମ୍ଫନ୍‌ ଅପରାହ୍ନ ଅବା ସନ୍ଧ୍ୟାରେ ପଶ୍ଚିମବଙ୍ଗର ଦିଘା ଏବଂ ବାଂଲାଦେଶର ହାତିଆ ଦ୍ୱୀପ ମଧ୍ୟବର୍ତ୍ତୀ ଅଞ୍ଚଳରେ ସ୍ଥଳଭାଗକୁ ଛୁଇଁବ। ସୁରକ୍ଷା ଦୃଷ୍ଟିରୁ କୋଲକାତା...

‘ମଦ’ର ହୋମ୍‌ ଡେଲିଭରି ଦେବେ ଛତିଶଗଡ଼ ସରକାର

ରାୟପୁର,୫।୫: ଲକ୍‌ଡାଉନ ୩.୦ ପରେ ଦେଶର ବିଭିନ୍ନ ସ୍ଥାନକୁ ୩ଟି ଜୋନ୍‌ରେ ବିଭକ୍ତ କରାଯାଇଛି। ଗ୍ରୀନ୍‌, ଅରେଞ୍ଜ ଓ ରେଡ୍‌ ଜୋନକୁ ଦେଖି ଲକ୍‌ଡାଉନ ନିୟମରେ...

ପୋଲିସ-ଭାଜପା କର୍ମୀ ସଂଘର୍ଷ

କୋଲକାତା,୧୩ା୧୧(ପି.ଟି.): ପଶ୍ଚିମବଙ୍ଗ ରାଜଧାନୀ କୋଲକାତାରେ ଡେଙ୍ଗୁ ମୃତ୍ୟୁକୁ ନେଇ ଭାଜପା ଯୁବମୋର୍ଚ୍ଚା ପକ୍ଷରୁ ବୁଧବାର ବିକ୍ଷୋଭ ଚାଲିଥିଲାବେଳେ ଏହା ହିଂସାତ୍ମକ ରୂପ ନେଇଛି। ଭାଜପା ଯୁବମୋର୍ଚ୍ଚା...

ବାରବାଙ୍କି ସ୍କୁଲ ଛାତ୍ରୀଙ୍କ ପ୍ରଶ୍ନର ଉତ୍ତର ଦେଉ ଭାଜପା: ପ୍ରିୟଙ୍କା

ନୂଆଦିଲ୍ଲୀ,୧।୮: ଏଥର ପୁଣି ଥରେ ଭାଜପାକୁ ଟାର୍ଗେଟ କରିଛନ୍ତି କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ। ଉତ୍ତର ପ୍ରଦେଶ ବାରବାଙ୍କିର ଜଣେ ସ୍କୁଲ ଛାତ୍ରୀ ସୁରକ୍ଷାକୁ ନେଇ...

୪୦ ମିନିଟ୍‌ ବନ୍ଦ ହେବା ପରେ କାର୍ଯ୍ୟକ୍ଷମ ହେଲା ୩ସପ୍ତାହ ଶିଶୁର ହାର୍ଟ

ନୁଆଦିଲ୍ଲୀ,୧୩।୭: ରାଜଧାନୀ ଦିଲ୍ଲୀରେ ଏକ ଆଲୌକିକ ଘଟଣା ଦେଖିବାକୁ ମିଳିଛି। ୩ ସପ୍ତାହର ଝିଅ ଇନାୟା ହୃଦ୍‌ରୋଗରେ ପୀଡ଼ିତ ଥିବା ବେଳେ ଅସ୍ତ୍ରୋପଚାରରେ ଏହା ଭଲ...

ପରିଜନଙ୍କୁ ଶେଷଥର ସାକ୍ଷାତ୍‌ କରିବାକୁ ନିର୍ଭୟା ଦୋଷୀଙ୍କୁ ଅନୁମତି ଦେଲେ ଜେଲ ପ୍ରଶାସନ

ନୂଆଦିଲ୍ଲୀ,୨୨।୨: ବହୁ ଚର୍ଚ୍ଚିତ ନିଭୟା ଗଣବଳାତ୍କାର ମାମଲାର ୪ ଦୋଷୀ ଏବେ ଫାଶୀଦଣ୍ଡ ପାଇଁ ଦିନ ଗଣୁଛନ୍ତି। ଆସନ୍ତା ମାର୍ଚ୍ଚ ୩ ସକାଳ ୬ଟାରେ ଏମାନଙ୍କୁ...

୧୪ ବର୍ଷ ପରେ ଆସିଲା ଅଯୋଧ୍ୟା ଆତଙ୍କବାଦୀ ଆକ୍ରମଣର ରାୟ: ୪ଜଣଙ୍କୁ ଆଜୀବନ କାରାଦଣ୍ଡ, ଜଣେ ନିର୍ଦ୍ଦୋଷ

ପ୍ରୟାଗରାଜ,୧୮।୬: ଆଯୋଧ୍ୟାର ରାମ ଜନ୍ମଭୂମି ପରିସରରେ ୨୦୦୫ ଜୁଲାଇ ୫ରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ଶୁଣାଣି ହୋଇଛି। ମଙ୍ଗଳବାର ପ୍ରୟାଗରାଜର ସ୍ବତନ୍ତ୍ର କୋର୍ଟ ଏହି ମାମଲାର...

Coronavirus Update

Archives

Model This Week

Why Dharitri