Posted inଜାତୀୟ

ପାକିସ୍ତାନର ଅସ୍ତ୍ରବିରତି ଉଲ୍ଲଂଘନ: ଯବାନ ଶହୀଦ

ଶ୍ରୀନଗର,୨୩।୮: ଜମ୍ମୁ-କଶ୍ମୀରର ନୌସେରା ସେକ୍ଟରରେ ପାକିସ୍ତାନ ସୀମାରେ ଶୁକ୍ରବାର ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ଫଳରେ ଜଣେ ଭାରତୀୟ ଯବାନ ଶହୀଦ ହୋଇଥିବା ସୂଚନା ମିଳିଛି। ଶହୀଦ ଯବାନ ଗୋର୍ଖା ରାଇଫଲ୍ସର ରାଜୀବ ଥାପ୍ପା ବୋଲି ଜଣାପଡିଛି। ସୂଚନାଯୋଗ୍ୟ, ପାକିସ୍ତାନର ବାରମ୍ବାର ଅସ୍ତ୍ରବିରତି ଉଲ୍ଲଂଘନ ଫଳରେ ସୀମାରେ ଅଶାନ୍ତ ବାତାବରଣ ଲାଗି ରହୁଥିବା ବେଳେ ଭାରତୀ ଯବାନ ଏହାର କଡା ଯବାବ ମଧ୍ୟ ଦେଉଛନ୍ତି। ନିକଟରେ ପାକିସ୍ତାନର ଅସ୍ତ୍ରବିରତି ଉଲ୍ଲଂଘନରେ ଜଣେ ଯବାନ ଶହୀଦ ହୋଇଥିବା ବେଳେ ଭାରତୀୟ ଯବାନ ପାକିସ୍ତାନର ପ୍ରାୟ ୫ ସେନା ଶିବିରକୁ ଧ୍ୱଂସ କରିବା ସହ ୨ ସେନା ଅଧିକାରୀଙ୍କୁ ନିପାତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ, ଆସାମ ନିର୍ବାଚନ ପାଇଁ ଭାଜପାର ଷ୍ଟାର ପ୍ରଚାରକ ତାଲିକା ଘୋଷିତ

ନୂଆଦିଲ୍ଲୀ,୧୦।୩: ଭାଜପା ବୁଧବାର ପଶ୍ଚିମବଙ୍ଗ ଏବଂ ଆସାମ ବିଧାନସଭା ନିର୍ବାଚନ ପାଇଁ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି। ଏହି ତାଲିକାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି,...

ଔରଙ୍ଗାବାଦରେ ଗର୍ଜିବେ ରାଜ ଠାକରେ, ୧୬ ସର୍ତ୍ତ ସହ ରାଜ୍ୟ ସରକାର ରାଲି ପାଇଁ ଦେଇଛନ୍ତି ଅନୁମତି

ମୁମ୍ବାଇ,୧ ।୫: ମହାରାଷ୍ଟ୍ର ନବ ନିର୍ମାଣ ସେନା(ଏମଏନ୍‌ଏସ୍‌)ର ଅଧ୍ୟକ୍ଷ ରାଜ ଠାକରେ ରବିବାର ସନ୍ଧ୍ୟାରେ ମହାରାଷ୍ଟ୍ରର ଔରଙ୍ଗାବାଦ ଜିଲାରେ ଏକ ଜନସଭାକୁ ସମ୍ବୋଧନ କରିବେ ।...

ଖୁସି ଖବର, ସେପ୍ଟେମ୍ବରରେ ପିଲାଙ୍କ ପାଇଁ କରୋନା ଭାକ୍ସିନ୍‌…

ନୂଆଦିଲ୍ଲୀ,୨୪।୭: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ଦେଶରେ ସାର୍ବଜନୀନ ଟିକାକରଣ ଅଭିଯାନ ଜାରି ରହିଛି।...

କାର୍ଟୁନ୍‌କୁ ନେଇ ବିବାଦ

ନୂଆଦିଲ୍ଲୀ,୧୧ା୧୧: ସୁପ୍ରିମକୋର୍ଟଙ୍କ ଅଯୋଧ୍ୟା ରାୟକୁ ବ୍ୟଙ୍ଗକରି କଂଗ୍ରେସ ମୁଖପତ୍ର ନ୍ୟାଶନାଲ ହେରାଲ୍ଡରେ ଏକ କାର୍ଟୁନ୍‌ ପ୍ରକାଶ ପାଇଛି। ଏହାକୁ ନେଇ ବିବାଦ ସୃଷ୍ଟି ହେବା ପରେ...

ବାବରି ମସଜିଦ ନୁହେଁ, ଆମକୁ ଦରକାର ରାମ ଜନ୍ମଭୂମି: ମୁଖ୍ୟମନ୍ତ୍ରୀ

ବେଙ୍ଗାଲୁରୁ,୧୪ ।୩: ଆସମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ସରମା କର୍ନାଟକରେ କନକଗିରିରେ ଭାରତୀୟ ଜନତା ପାର୍ଟି(ଭାଜପା)କୁ ଶାସନ କ୍ଷମତା ଦେବାକୁ ଅପିଲ କରି କହିଛନ୍ତି, ଆମକୁ...

ପ୍ରଧାନମନ୍ତ୍ରୀ କେତେବେଳେ କେଉଁ ରାସ୍ତାରେ ଯିବେ, ତାହାର ସୂଚନା ଦେଲା କିଏ

ଚଣ୍ଡିଗଡ଼,୫।୧: ସୁରକ୍ଷା ବ୍ୟବସ୍ଥାରେ ବଡ଼ ଧରଣର ଢ଼ିଲା କାରଣରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପଞ୍ଜାବର ଫିରୋଜପୁର ରାଲିକୁ ବାତିଲ କରି ଦିଆଯାଇଛି। ଏହି ଘଟଣାକୁ କେନ୍ଦ୍ର...

କରୋନା ସଙ୍କଟ ମଧ୍ୟରେ ସାହାଭରସା ଭାସମାନ ଆମ୍ବୁଲାନ୍ସ

ଶ୍ରୀନଗର,୧୩।୫: ଦେଶରେ କରୋନା ଭାଇରସ୍‌ ସଂକ୍ରମଣ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଏହି ମହାମାରୀ ଅନେକ ପରିବାରଠାରୁ ନିଜ ଆତ୍ମୀୟଙ୍କୁ ଛଡ଼ାଇ ନେଉଥିବା ବେଳେ ଏହି...

ମନ୍ତ୍ରୀ ହେବେ ଷ୍ଟାଲିନ୍‌ଙ୍କ ପୁଅ

ଚେନ୍ନାଇ,୩୦।୪: ଡିଏମ୍‌କେ ବିଧାୟକ ତଥା ମୁଖ୍ୟମନ୍ତ୍ରୀ ଏମ୍‌.କେ. ଷ୍ଟାଲିନ୍‌ଙ୍କ ପୁଅ ଉଦୟନିଧି ଷ୍ଟାଲିନ ତାମିଲନାଡୁ ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇବାକୁ ଯାଉଛନ୍ତି। ଜୁନ୍‌ ସୁଦ୍ଧା ତାଙ୍କୁ ରାଜ୍ୟ...

Advertisement
Archives

Model This Week