Posted inଜାତୀୟ

ପାକିସ୍ତାନର ଅସ୍ତ୍ରବିରତି ଉଲ୍ଲଂଘନ: ୨ ଯବାନ ଶହୀଦ

ପୁଞ୍ଚ,୧୦।୧: ଜମ୍ମୁ-କଶ୍ମୀରର ନିୟନ୍ତ୍ରଣ ରେଖା ନିକଟରେ ଶୁକ୍ରବାର ପାକିସ୍ତାନ ବହୁ ପରିମାଣରେ ଗୁଳିଗୋଳା ବର୍ଷଣ କରିଥିଲା। ପୁଞ୍ଚ ଜିଲାର ଗୁଲପୁର ସେକ୍ଟରରେ ହୋଇଥିବା ମୋର୍ଟାର ମାଡରେ ୨ଯବାନ ଶହୀଦ ହୋଇଥିବା ସୂଚନାମିଳିଛି। ଏମାନେ ସେନାରେ ପୋର୍ଟର ଭାବେ କାର୍ଯ୍ୟରତ ଥିଲେ। ଏଥିରେ ଅନ୍ୟ ୨ ଯବାନ ଆହତ ହୋଇଥିବା ଖବର ମିଳିଛି। ସକାଳ ପ୍ରାୟ ୧୧ଟାରେ ପ୍ରଥମେ ପାକିସ୍ତାନ ସୀମାରେ ଗୁଳି ମାଡ ଆରମ୍ଭ କରିଥିବା କୁହାଯାଏ। ଭାରତୀୟ ସେନା ପକ୍ଷରୁ ମଧ୍ୟ ଏହାର କଡା ଯବାବ ଦିଆଯାଇଛି। ଏଥିରେ ପାକିସ୍ତାନର ଖେମେରେ ବହୁ କ୍ଷୟକ୍ଷତି ହୋଇଥିବା ପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଲାଲକୃଷ୍ଣ ଆଡଭାନୀଙ୍କ ଜନ୍ମଦିନ: ମୋଦି ଜଣାଇଲେ ଶୁଭେଚ୍ଛା

ନୂଆଦିଲ୍ଲୀ,୮।୧୧:ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀ ଆଜି ୯୨ ବର୍ଷରେ ପଦାର୍ପଣ କରିଛନ୍ତି। ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଶୁଭେଛା...

ବିଦେଶୀ ମେଡିକାଲ ଛାତ୍ରୀଛାତ୍ରଙ୍କୁ ଭାରତରେ ଇଣ୍ଟର୍ନଶିପ୍‌ ଅନୁମତି

ନୂଆଦିଲ୍ଲୀ,୬।୩(ଆଇଏଏନ୍‌ଏସ୍‌): ବିଦେଶରେ ଡାକ୍ତରୀ ଶିକ୍ଷା ଗ୍ରହଣ କରିଥିବା ଛାତ୍ରୀଛାତ୍ର ଭାରତରେ ଇଣ୍ଟର୍ନଶିପ୍‌ ସମ୍ପୂର୍ଣ୍ଣ କରିପାରିବେ। କୋଭିଡ୍‌-୧୯ ମହାମାରୀ ଏବଂ ୟୁକ୍ରେନ୍‌ ସଙ୍କଟ ଆଦି ସ୍ଥିତି ଯୋଗୁ...

ପଞ୍ଚମ ପର୍ଯ୍ୟାୟ ପାଇଁ ସରିଲା ପ୍ରଚାର: ରବିବାର ଅମେଠି-ପ୍ରୟାଗରାଜ ସମେତ ୧୨ଜିଲାରେ ୬୧ଆସନରେ ହେବ ଭୋଟିଂ

ଲକ୍ଷ୍ନୌ,୨୬।୨: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ଫେବୃଆରୀ ୨୭ରେ ପଞ୍ଚମ ପର୍ଯ୍ୟାୟ ପାଇଁ ମତଦାନ ଅନୁଷ୍ଠିତ ହେବ। ଏଥିପାଇଁ ଶୁକବ୍ରାର ସନ୍ଧ୍ୟାରେ ନିର୍ବାଚନ ପ୍ରଚାର ଶେଷ...

ଯୋଗୀଙ୍କ ରାସ୍ତାରେ କମଳନାଥ: ୫ ବର୍ଷରେ ନିର୍ମାଣ ହେବ ୩ ଶହ ସ୍ମାର୍ଟ ଗୋଶାଳା

ଭୋପାଳ,୧୬।୬: ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ କମଳନାଥ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ପଦ ଚିହ୍ନ ଅନୁସରଣ କରିବା ଆରମ୍ଭ କରିଛନ୍ତି। ଏହି ମର୍ମରେ ରାଜ୍ୟରେ ଗୋବଂଶର ସୁରକ୍ଷା...

‘କଂଗ୍ରେସ ମୁକ୍ତ ଭାରତ’ ପରିବର୍ତ୍ତେ ‘ଭାଜପା ମୁକ୍ତ’ ହେବାକୁ ଯାଉଛି ଦେଶ: ଶିବସେନା

ମୁମ୍ବାଇ, ୨୪।୧୨: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନରେ ଭାଜପାର ପରାଜୟ ହୋଇଛି। ଏନେଇ ଶିବସେନା ଭାଜପାକୁ କଡ଼ା ସମାଲୋଚନା କରିଛି। ଶିବସେନା ମୁଖପତ୍ର ସାମନାରେ ଏନେଇ ଏକ...

୧୪ ବିରୋଧୀ ଦଳ ଆବେଦନର ଶୁଣାଣି ୫ରେ

ନୂଆଦିଲ୍ଲୀ, ୨୫ା୩(ପି.ଟି.): କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥାଗୁଡ଼ିକର ଦୁରୁପଯୋଗକୁ ନେଇ ୧୪ଟି ବିରୋଧୀ ଦଳ ପକ୍ଷରୁ ଦାଏର ପିଟିଶନର ଶୁଣାଣି ଏପ୍ରିଲ ୫ରେ କରିବା ଲାଗି ଶୁକ୍ରବାର...

କରୋନା ବଞ୍ଚାଇବ କମଳନାଥ ସରକାରଙ୍କୁ!

ଭୋପାଳ,୧୫।୩: ମଧ୍ୟପ୍ରଦେଶରେ କମଳନାଥ ସରକାର ଏବେ ସଙ୍କଟରେ। କଂଗ୍ରେସ ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆ ଦଳ ଛାଡିବା ପରେ ମଧ୍ୟପ୍ରଦେଶ ରାଜନୀତିରେ ଦେଖାଦେଇଛି ସଙ୍କଟ। ଏବେ କମଳନାଥ...

ହସ୍ପିଟାଲରେ ଅଗ୍ନିକାଣ୍ଡ: ୪ ଶିଶୁ ମୃତ

ଭୋପାଳ,୯।୧୧: ଭୋପାଳରେ ସୋମବାର ରାତିରେ କମଳା ନେହରୁ ହସ୍ପିଟାଲର ଶିଶୁ ବିଭାଗର ଏସଏନସିୟୁ ୱାର୍ଡରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏଥିରେ ୪ ଜଣ ଶିଶୁଙ୍କ ମୃତ୍ୟୁ...

Advertisement
Archives

Model This Week