Posted inଖେଳ

ପାକିସ୍ତାନର ଏହି କ୍ରିକେଟର କହିଲେ ‘ଜୟ ଶ୍ରୀରାମ’

ଇସ୍‌ଲାମାବାଦ, ୩୦।୧୨: ହିନ୍ଦୁ ହୋଇଥିବାରୁ ପୂର୍ବତନ ପାକିସ୍ତାନ ଖେଳାଳି ଡାନିସ କନେରିଆଙ୍କୁ ଜାତୀୟ କ୍ରିକେଟ ଟିମରେ ବିରୋଧ କରାଯାଉଥିବା ଖବର ସାମ୍ନାକୁ ଆସିବା ପରେ ଏହାକୁ ନେଇ ବିବାଦ ସୃଷ୍ଟି ହୋଇଛି। ଏବେ ଡାନିସ୍‌ ନିଜ ୟୁଟ୍ୟୁବ୍‌ ଚ୍ୟାନେଲରେ ଏକ ଭିଡିଓ ଅପଲୋଡ କରିଛନ୍ତି। ଉକ୍ତ ଭିଡିଓରେ ସେ ଜୟ ଶ୍ରୀରାମ କହୁଥିବାର ଦେଖାଯାଇଛି। ଏହି ଭିଡିଓଟି ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହୋଇଛି। ଭାରତୀୟ ସୋସିଆଲ ମିଡିଆ ୟୁଜର୍ସ ଏହାକୁ ସମର୍ଥନ କରିଛନ୍ତି। ପୂରା ହିନ୍ଦୁସ୍ତାନ ଆପଣଙ୍କ ସହ ଅଛି ବୋଲି ୟୁଜର୍ସ ମତ ଦେଇଛନ୍ତି। ଡାନିସ୍‌ ଦ୍ୱିତୀୟ ହିନ୍ଦୁସ୍ତାନ କ୍ରିକେଟର ଭାବେ ପାକିସ୍ତାନ ପକ୍ଷରୁ ଖେଳୁଥିଲେ। ସୂଚନାଯୋଗ୍ୟ, ଡାନିସ କନେରିଆ ଜଣେ ହିନ୍ଦୁ ହୋଇଥିବାରୁ ସାଥୀ ପାକିସ୍ତାନ ଖେଳାଳିମାନେ ମଧ୍ୟ ତାଙ୍କୁ ଅବହେଳା କରୁଥିଲେ। ଏପରିକି କେତେ ଜଣ ଖେଳାଳି କନେରିଆଙ୍କ ସହ ଏକାଠି ଖାଇବା ପାଇଁ ମଧ୍ୟ କୁଣ୍ଠିତ ହେଉଥିଲେ ବୋଲି ନିକଟରେ ଏହା ଖୁଲାସା କରିଥିଲେ ପାକିସ୍ତାନର ପୂର୍ବତନ ଦ୍ରୁତ ବୋଲର ସୋଏବ ଅଖତର। ଏହାକୁ ନେଇ ଭାରତ ଏବଂ ପାକିସ୍ତାନରେ ଆଲୋଚନା ଜୋର ଧରିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସନ୍‌ରାଇଜର୍ସର ହ୍ୟାଟ୍ରିକ ବିଜୟ

ମୁମ୍ବାଇ, ୧୫।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଶୁକ୍ରବାର ଅନୁଷ୍ଠିତ ମ୍ୟାଚରେ ସନ୍‌ରାଇଜର୍ସ ହାଇଦ୍ରାବାଦ ୭ ଉଇକେଟରେ କୋଲକାତା ନାଇଟ ରାଇଡର୍ସକୁ ପରାସ୍ତ କରିଛି। କୋଲକାତା...

ଶ୍ରୀଲଙ୍କାର ଲଢୁଆ ବ୍ୟାଟିଂ, ୬ ୱିକେଟରେ ବିଜୟୀ…

ଦୁବାଇ, ୬।୯ : ଏସିଆ କପ୍‌-୨୦୨୨ ଟି-୨୦ ମ୍ୟାଚର ସୁପର ଫୋର୍‌ ଏ-୧ ଏବଂ ବି-୧ ମ୍ୟାଚ୍‌ରେ ମଙ୍ଗଳବାର ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ମୁକାବିଲାରେ...

ବିସ୍ଫୋରକ ମ୍ୟାକ୍ସଓ୍ବେଲଙ୍କୁ କିଣିବା ପାଇଁ କଡ଼ା ଟକ୍କର; ବାଜି ମାରିଲା ଏହି ଟିମ୍‌

ଚେନ୍ନାଇ,୧୮।୨: ଆଇପିଏଲ୍‌ର ଚଳିତ ସଂସ୍କରଣ ପାଇଁ ନିଲାମ ପ୍ରକ୍ରିୟା ଜାରି ରହିଥିବା ବେଳେ ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ଗ୍ଲେନ୍‌ ମାକ୍ସଓ୍ବେଲଙ୍କୁ କିଣିଛି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି)।...

ସିଏସ୍‌କେ ହାରିଲା, ହେଲେ ଜିତିଲେ ଦୀପକ

ଦୁବାଇ,୭।୧୦: ହ୍ୟାଟ୍ରିକ ପରାଜୟ ସହ ଲିଗ୍‌ ପର୍ଯ୍ୟାୟ ଶେଷ କରିଛି ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)। ଅନ୍ତିମ ମ୍ୟାଚ୍‌ରେ ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱାଧୀନ ଦଳକୁ...

ଇଣ୍ଡୋନେସିଆ ମାଷ୍ଟର୍ସ, ସିନ୍ଧୁ ଆଗେଇଲେ: ସାଇନା, ଶ୍ରୀକାନ୍ତ ବିଦା

ଜାକର୍ତ୍ତା, ୧୫।୧(ପି.ଟି.): ବିଶ୍ୱ ବିଜୟିନୀ ପି.ଭି. ସିନ୍ଧୁ ବୁଧବାରଠାରୁ ଏଠାରେ ଆରମ୍ଭ ହୋଇଥିବା ସୁପର ୫୦୦ ଇଣ୍ଡୋନେସିଆ ମାଷ୍ଟର୍ସ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତାର ଦ୍ୱିତୀୟ ରାଉଣ୍ଡରେ ପ୍ରବେଶ...

ଟିମ୍‌ ଇଣ୍ଡିଆରେ ହୋଇପାରେ ଏସବୁ ପରିବର୍ତ୍ତନ

ନୂଆଦିଲ୍ଲୀ,୨୬।୬: ଆମକୁ ଦିନିକିଆ ଭଳି ଟେଷ୍ଟରେ ମଧ୍ୟ ଦଳର ଆବଶ୍ୟକତା ଅନୁଯାୟୀ ଖେଳି ପାରୁଥିବା ଖେଳାଳି ଦରକାର। ବିଶ୍ୱ ଟେଷ୍ଟ ଚାମ୍ପିୟନ ଫାଇନାଲରେ ପରାଜୟ ପରେ...

‘ଅନେକ ଶିଖିବାର ଅଛି’

ଭୁବନେଶ୍ୱର, ୧୦।୨(କ୍ରୀଡ଼ା ପ୍ରତିନିଧି)- ଏଫଆଇଏଚ୍‌ ହକି ପ୍ରୋ ଲିଗ୍‌ରେ ରବିବାର ବେଲଜିୟମଠାରୁ ୨-୩ ଗୋଲରେ ପରାଜୟରେ ଦୁଃଖିତ ହୋଇଛନ୍ତି ଅଧିନାୟକ ମନପ୍ରୀତ ସିଂ। ଆମେ ଗୋଲ...

ବର୍ମିଂହାମ୍‌ ଟେଷ୍ଟ: ଭାରତକୁ ପ୍ରାରମ୍ଭିକ ଝଟକା

ବର୍ମିଂହାମ୍‌,୧।୭: ସ୍ଥାନୀୟ ଏଜ୍‌ବାଷ୍ଟନ ଗ୍ରାଉଣ୍ଡରେ ଶୁକ୍ରବାର ଟିମ୍‌ ଇଣ୍ଡିଆ ଓ ଇଂଲଣ୍ଡ ମଧ୍ୟରେ ଆରମ୍ଭ ହୋଇଯାଇଛି ପୁନଃ ନିର୍ଦ୍ଧାରିତ ୫ମ ଟେଷ୍ଟ। ଇଂଲଣ୍ଡ ଅଧିନାୟକ ବେନ୍‌...

Advertisement
Archives

Model This Week