ପାକିସ୍ତାନର ଖରାପ ଅର୍ଥ ବ୍ୟବସ୍ଥାକୁ ସଜାଡିବାକୁ ଚାହୁଁଛନ୍ତି ଇମ୍ରାନ୍‌

ଇସଲାମାବାଦ,୫।୬: ପାକିସ୍ତାନର ଖରାପ ଅର୍ଥ ବ୍ୟବସ୍ଥାକୁ ନେଇ ଏବେ ଚିନ୍ତାରେ ପଡି ଯାଇଛନ୍ତି ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁ। ଏବେ ସେ ଏହାକୁ ସଜାଡିବାକୁ ଚେଷ୍ଟା କରୁଥିବା ଜଣାପଡିଛି। ଏଥିପାଇଁ ସେ ସମସ୍ତ ବିଭାଗର ବଜେଟରେ କାଣ୍ଟଛାଟ କରିବେ ବୋଲି ସୂଚନା ମିଳିଛି। ଏମିତିକି ପ୍ରତିରକ୍ଷା ବଜେଟ ମଧ୍ୟ ସେ କମ୍‌ କରିପାରନ୍ତି ବୋଲି କୁହାଯାଉଛି। ଏହାକୁ ନେଇ ସେନା ସହମତି ପ୍ରକାଶ କରିଥିବା ସେ କହିଛନ୍ତି। ଇମ୍ରାନ୍‌ ଟୁଇଟ୍‌ କରି କହିଛନ୍ତି କି ପ୍ରତିରକ୍ଷା ଖର୍ଚ୍ଚରୁ ଯାହା ବଳକା ରହିବ ତାକୁ ଜନଜାତି ଅଞ୍ଚଳରେ ତଥା ବେଲୁଚିସ୍ତାନର ବିକାଶ ପାଇଁ ଖର୍ଚ୍ଚ କରାଯିବ। ଏଥିପାଇଁ ସେ ସେନାକୁ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନା ବୁଦ୍ଧି ଶିଖିଲା: ଅଧାବାଟରେ ଅଟକିଲା ଏସ୍‌-୪୦୦ ମିଜାଇଲ୍‌ ଡିଫେନ୍ସ୍‌ ସିଷ୍ଟମ

ବେଜିଂ/ମସ୍କୋ, ୨୭।୭: ଚାଇନା ଏବେ ବୁଦ୍ଧି ଶିଖିଛି। ରୁଷ୍‌ ପକ୍ଷରୁ ଚାଇନାକୁ ଏସ୍‌-୪୦୦ ମିଜାଇଲ୍‌ ଡିଫେନ୍ସ୍‌ ସିଷ୍ଟମ୍‌ ଯୋଗାଇଦେବା ନେଇ ଚୁକ୍ତି ହୋଇଥିଲା। ତେବେ ଏହାର...

କରୋନାକୁ ଡରି ଭୋକରେ ମରିବାକୁ ଚାହୁଁ ନାହାଁନ୍ତି ଇଟାଲିର ଜନସାଧାରଣ: ମରିବୁ ପଛେ ବାହାରକୁ ଯାଇ କରିବୁ କାମ !

ମିଲାନ,୧୬।୪: କରୋନା ସଂକ୍ରମଣ ଯୋଗୁ ଇଟାଲିର ଆର୍ଥିକ ମେରୁଦଣ୍ଡ ଭାଙ୍ଗି ଯାଇଛି। ସଂକ୍ରମଣକୁ ରୋକିବା ପାଇଁ ସରକାରଙ୍କ ପକ୍ଷରୁ ଲକ୍‌ ଡାଉନ୍‌ ଜାରି ହୋଇଛି। ତେବେ...

ବ୍ରିଫ୍‌କେସ୍‌କୁ ବିବାହ କଲେ ଏହି ଯୁବତୀ: ପ୍ରେମକାହାଣୀ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ଅନେକ ରୋଚକ ପ୍ରେମ କାହାଣୀ ବିଷୟରେ ଆପଣ ଜାଣିଥିବେ ଏବଂ ଶୁଣିଥିବେ। କିନ୍ତୁ ଆଜି ଆମେ ଆପଣଙ୍କୁ କହିବାକୁ ଯାଉଥିବା ଏହି ପ୍ରେମ କାହାଣୀ ସମ୍ପୂର୍ଣ୍ଣ...

ପ୍ରତି ଭାଷଣ ପାଇଁ ହ୍ୟାରି-ମେଘନାଙ୍କୁ ମିଳିବ ୯ କୋଟି ପାରିଶ୍ରମିକ

ଲଣ୍ଡନ, ୨୭।୬: ରାଜକୁମାର ହ୍ୟାରି ଏବଂ ତାଙ୍କ ସ୍ତ୍ରୀ ମେଘନା ମାର୍କେଲ ବ୍ରିଟିଶ ରାଜପରିବାର ଛାଡ଼ିବା ପରେ ସେମାନଙ୍କର ଆୟର ମାଧ୍ୟମ କ’ଣ ହେବ ସେ...

ପିପିିଇ କିଟ୍‌ ଖୋଲିବା ପରେ ବାହାରୁଛି ଲିଟର ପରିମାଣର ଝାଳ: ଭିଡିଓ ଭାଇରଲ

ବେଜିଂ,୧୩।୮: କରୋନା ମହାମାରୀ ଏବେ ସାରା ବିଶ୍ୱରେ ଆତଙ୍କ ଖେଳାଇ ଦେଇଥିବା ବେଳେ ଏବେସୁଦ୍ଧା ୨ କୋଟିରୁ ଊର୍ଦ୍ଧ୍ୱ ଲୋକ ଏହାର ଶିକାର ପାଲଟି ଗଲେଣି।...

ଆକାଶରୁ ଖସିଲା ଜଳନ୍ତା ଗ୍ରହପିଣ୍ଡ

ହାଭାନା,୨୧।୩: ମଧ୍ୟ ଆମେରିକା ଦେଶ କ୍ୟୁବାରେ ଶନିବାର ରାତ୍ର ୧୦ଟା ୬ରେ ଆକାଶରୁ ଏକ ଜଳନ୍ତା ଗ୍ରହପିଣ୍ଡ ପ୍ରଚଣ୍ଡ ଶବ୍ଦ କରି ଭୂପୃଷ୍ଠରେ ପଡ଼ିଛି। ଜଳନ୍ତା...

ଲଣ୍ଡନ ବ୍ରିଜ୍‌ରେ ଛୁରାମାଡ଼

ଲଣ୍ଡନ,୩୦ା୧୧: ଲଣ୍ଡନ ବ୍ରିଜ୍‌ରେ ଜଣେ ଛୁରାଧାରୀଙ୍କ ଆକ୍ରମଣରେ ଅନେକ ଲୋକ ଆହତ ହୋଇଛନ୍ତି। ପୋଲିସ ଗୁଳିରେ ସମ୍ପୃକ୍ତ ଆକ୍ରମଣକାରୀ ନିହତ ହୋଇଛନ୍ତି। ଏହା ଏକ ଆତଙ୍କବାଦୀ...

ବିମାନ ଦୁର୍ଘଟଣା: ଗୋଟିଏ ପରିବାରର ୪ ଜଣଙ୍କ ସମେତ ୫ ମୃତ

ଜର୍ଜିଆ,୬।୬: ଆମେରିକାର ଜର୍ଜିଆରେ ହୋଇଥିବା ଏକ ଛୋଟ ବିମାନ ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣ ସଦସ୍ୟଙ୍କ ସମେତ ୫ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା...

Advertisement


Archives

Model This Week