Posted inଜାତୀୟ

ପାକିସ୍ତାନର ଭାଷା କହୁଛି କଂଗ୍ରେସ: ଶିବରାଜ

ନୂଆଦିଲ୍ଲୀ,୧।୯: ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ଦିଗ୍‌ବିଜୟ ସିଂଙ୍କ ବିବାଦୀୟ ବୟାନର ଉତ୍ତର ରଖିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ। ତେବେ ଦିଗ୍‌ବିଜୟ କହିଥିଲେ, ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ପାଇଁ ମୁସଲମାନଙ୍କ ଅପେକ୍ଷା ଅଣ ମୁସଲମାନ ଅଧିକ ଗୁପ୍ତଚର କାର୍ଯ୍ୟ କରୁଛନ୍ତି। ତେବେ ଭାଜପା ଓ ବଜରଙ୍ଗ ଦଳ ଆଇଏସ୍‌ଆଇଠାରୁ ପାଣ୍ଠି ଯୋଗାଡ କରୁଥିବା ମଧ୍ୟ ଦିଗ୍‌ବିଜୟ ଅଭିଯୋଗ କରିଥିଲେ। ଏବେ ଏହାକୁ ନେଇ ଶିବରାଜ ଅଭିଯୋଗ କହିଛନ୍ତି କି ମିଡିଆରେ ଚର୍ଚ୍ଚାରେ ରହିବାକୁ କଂଗ୍ରେସ ନେତାମାନେ ଏମିତି ବୟାନ ଦେଉଛନ୍ତି। ଆଉ କଂଗ୍ରେସ ନେତାମାନେ ପାକିସ୍ତାନ ଭାଷା କହୁଛନ୍ତି। କାରଣ ନିକଟରେ ପାକିସ୍ତାନର ଏକ ରିପୋର୍ଟରେ ରାହୁଲ ଗାନ୍ଧୀଙ୍କ ବୟାନର ଉଦାହରଣ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହଟ୍‌ ଷ୍ଟୋନ୍‌ ମସାଜ୍‌ ରଖେ ଏସବୁ ରୋଗରୁ ଦୂରେଇ…

ବିଭିନ୍ନ ଶାରୀରିକ ସମସ୍ୟା କ୍ଷେତ୍ରରେ ହଟ୍‌ ଷ୍ଟୋନ୍‌ ମସାଜ୍‌ ଯୋଗୁ ସୁଫଳ ମିଳିଥାଏ। ଏହି ପ୍ରକାର ଚିକିତ୍ସାରେ ପଥରକୁ ଗରମ କରି ଶରୀରର ନିର୍ଦ୍ଦିଷ୍ଟ ସ୍ଥାନରେ...

ସକ୍ରିୟ ମାମଲା ୮ ଲକ୍ଷ ତଳେ…

ନୂଆଦିଲ୍ଲୀ, ୧୦।୨ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ଏହା ପୁଣି...

ଦୈନିକ ମୃତ୍ୟୁ ସଂଖ୍ୟା ୪ ଶହ ତଳେ, ୨୪ ଘଣ୍ଟାରେ ୪୨ ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ…

ନୂଆଦିଲ୍ଲୀ,୩୦।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ପରେ ଏବେ ତୃତୀୟ ଲହର ଆଶଙ୍କା ଦେଖାଦେଇଛି। ଫଳରେ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଦୈନିକ...

ଗୋରଖନାଥଙ୍କୁ ଖେଚୁଡି ଚଢ଼ାଇଲେ କଣ୍ଠଶିଳ୍ପି ଅନୁରାଧା

ଲକ୍ଷ୍ନୌ,୧୪।୧: ବଲିଉଡ୍‌ର ପ୍ରସିଦ୍ଧ କଣ୍ଠଶିଳ୍ପି ଅନୁରାଧା ପୋଡଓ୍ବାଲ ଉତ୍ତରପ୍ରଦେଶର ଗୋରଖପୁରରେ ଅବସ୍ଥିତ ଗୋରଖନାଥ ମନ୍ଦିରକୁ ମଙ୍ଗବଳାର ଗସ୍ତ କରିଛନ୍ତି। ସେଠାରେ ଗୁରୁ ଗୋରଖନାଥଙ୍କୁ ଦର୍ଶନ କରିବା...

ରମଜାନ ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୨୪।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପବିତ୍ର ରମଜାନ ମାସ ଆରମ୍ଭ ଅବସରରେ ଅଭିନନ୍ଦନ ଜଣାଇଛନ୍ତି। ସେ ଟୁଇଟ୍‌ କରି କହିଛନ୍ତି, ରମଜାନ ଅବସରରେ ଦେଶବାସୀଙ୍କୁ ଅଭିନନ୍ଦନ...

ଜୟ ଶ୍ରୀରାମ କହିବାକୁ ବାଧ୍ୟକଲେ: ମୁସଲିମ୍‌ ଯୁବକଙ୍କୁ ପିଟି ମାରିଦେଲେ

ଷଢ଼େଇକଳା,୨୪ା୬: ଝାଡ଼ଖଣ୍ଡର ଷଢ଼େଇକଳା ଖରସୁଆଁ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ଶତାଧିକ ଗ୍ରାମବାସୀ ଚୋରି ସନ୍ଦେହରେ ଜଣେ ମୁସଲିମ୍‌ ଯୁବକଙ୍କୁ ଧରି ‘ଜୟ ଶ୍ରୀରାମ’...

କ୍ୟାବ୍‌ ଡ୍ରାଇଭରଙ୍କୁ ୨୨ ଥର ଚାପୁଡ଼ା: ଯୁବତୀ କହିଲେ ‘ଆତ୍ମସୁରକ୍ଷା ପାଇଁ ମାରିଛି’

ଲକ୍ଷ୍ନୌ,୫।୮: ଯୁକ୍ତିତର୍କ ପରେ କ୍ୟାବ ଡ୍ରାଇଭରଙ୍କୁ ୨୨ ଥର ଚାପୁଡ଼ା ମାରିଥିବା ଯୁବତୀଙ୍କୁ ଏବେ ମଧ୍ୟ ଗିରଫ କରିନାହିଁ ଲକ୍ଷ୍ନୌ ପୋଲିସ। ଯୁବତୀଙ୍କ ନାଁରେ ମାମଲା...

ଧାର୍ଯ୍ୟ ସମୟରେ ହେବ ଏନ୍‌ଇଇଟି-ଜେଇଇ ପରୀକ୍ଷା: ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ, ୧୭।୮: ଧାର୍ଯ୍ୟ ସମୟରେ ଏନ୍‌ଇଇଟି ଏବଂ ଜେଇଇ ପରୀକ୍ଷା କରାଯିବ ବୋଲି ସୋମବାର ସୁପ୍ରିମ୍‌କୋର୍ଟ ରାୟ ଦେଇଛନ୍ତି। ଏହା ସହିତ ପରୀକ୍ଷା ସ୍ଥଗିତ କରାଯିବାକୁ...

Advertisement
Archives

Model This Week