Posted inଫୁରସତ

ପାକିସ୍ତାନର ଯୁବପିଢି ସର୍ବାଧିକ ଆକ୍ରାନ୍ତ

ଇସଲାମାବାଦ, ୨୮ା୩ :- କରୋନା ସଂକ୍ରମଣ ରୋକିବାକୁ ସାରା ବିଶ୍ୱ ଲଢେଇ କରୁଛି ।ଏହି ରୋଗରେ ସମସ୍ତ ବର୍ଗର ଲୋକେ ଆକ୍ରାନ୍ତ ହେଉଥିଲେ ହେଁ ଅଧତ୍କାଂଶ ବୟସ୍କ ବ୍ୟକ୍ତି ଅଧିକ ମାତ୍ରାରେ ପ୍ରଭାବିତ ହେଉଥିବା ଦେଖାଦେଇଛି । ଏଥିସହ କରୋନାରେ ମୃତ୍ୟୁ  ଘଟୁଥିବା ଅଧତ୍କାଂଶ ରୋଗୀ ମଧ୍ୟ ବୟସ୍କ ଶ୍ରେଣୀର। ହେଲେ ପାକିସ୍ତାନରେ ଏହାର ଓଲଟା ଚିତ୍ର ସାମନାକୁ ଆସିଛି । ଏହି ଦେଶରେ ବୟସ୍କ ଲୋକଙ୍କ ତୁଳନାରେ ଅଧତ୍କ ସଂଖ୍ୟାରେ ଯୁବପିଢି ଆକ୍ରାନ୍ତ ହୋଇଥିବା ଜଣାପଡିଛି। ଏ ପର୍ଯ୍ୟନ୍ତ ପାକିସ୍ତାନରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ ହଜାର ଟପିଛି। ଦେଶର ସିନ୍ଧ ପ୍ରାନ୍ତର ଲୋକେ ସର୍ବାଧତ୍କ ଆକ୍ରାନ୍ତ ହୋଇଥତ୍ବା ଜଣାପଡିଛି ।
ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ପେଶାଲ ଆସିଷ୍ଟାଣ୍ଟ ଡର ଜଫର ମିର୍ଜା ଗଣମାଧ୍ୟମକୁ ଦେଇଥିବା ସୂଚନା ମୁତାବକ, ସଂକ୍ରମିତ ରୋଗୀଙ୍କ ମଧ୍ୟରେ ଅଧତ୍କାଂଶ ଯୁବପିଢି ରହିଛନ୍ତି। ୨୫ ପ୍ରତିଶତରୁ ଅଧତ୍କ ଆକ୍ରାନ୍ତଙ୍କ ବୟସ ୨୧ରୁ ୩୦ ବର୍ଷ ମଧ୍ୟରେ ବୋଲି ସେ କହିଛନ୍ତି । ପ୍ରାୟ ୨୫୦ରୁ ଅଧିକ ଯୁବକ କରୋନାରେ ସଂକ୍ରମିତ ହୋଇଛନ୍ତି। ଏହାବାଦ ଅନ୍ୟ ଗୋଷ୍ଠୀ ତଥା ବିଭିନ୍ନ ରୋଗରେ ପୂର୍ବରୁ ଆକ୍ରାନ୍ତ ହୋଇଥିବା ଲୋକ ସଂକ୍ରମିତ ହୋଇଛନ୍ତି। ଅଧତ୍କାଂଶ ଦେଶରେ ୬୦ ବର୍ଷରୁ ଅଧିକ ବୟସର ଲୋକେ କରୋନାରେ ସର୍ବାଧତ୍କ ପ୍ରଭାବିତ ହୋଇଥିବାବେଳେ ଏହି ଦେଶରେ କିନ୍ତୁ ଓଲଟା ପାର୍ଟନ ଦେଖାଯାଇଛି ।ଏଥିସହ ଏହି ଦେଶରେ କରୋନା କବଳରେ ଆସିଥିବା ଲୋକଙ୍କ ମଧ୍ୟରେ ୭ ପ୍ରତିଶତ ଲୋକାଲ ଟ୍ରାନ୍ସମିଶନ ଦ୍ୱାରା ଆକ୍ରାନ୍ତ ହୋଇଥିବାବେଳେ ୯୩ ପ୍ରତିଶତ ବିଦେଶ ଫେରନ୍ତା ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ତ୍ୟୋଦୟ ଆଧାରିତ ସାମାଜିକ ସୁରକ୍ଷା

ନ୍ତ୍ୟୋଦୟର ମୂଳ ଅର୍ଥ ହେଉଛି ସମାଜର ସବୁଠାରୁ ଶେଷଧାଡ଼ିରେ ଥିବା ନାଗରିକଙ୍କ ସାମଗ୍ରିକ ବିକାଶ। ଯେତେବେଳେ ସେହି ଶେଷ ମଣିଷଟି ମଧ୍ୟ ସମାନ ସୁଯୋଗ, ସମ୍ମାନ ଓ…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବ୍ୟାଙ୍କରେ ଆକାଉଣ୍ଟ ନ ଥିଲେ ମଧ୍ୟ ନେଇପାରିବେ ଲୋନ୍‌, ଜାଣନ୍ତୁ ପୂରା ବିବରଣୀ

ପ୍ରତ୍ୟେକ ବ୍ୟକ୍ତି ନିଜର ଦୈନନ୍ଦିନ ଆବଶ୍ୟକତା ପୂରଣ କରିବା ପାଇଁ ଲୋନ୍‌ ବା ଋଣ ନିଅନ୍ତି। କେତେବେଳେ ଗାଡ଼ି ପାଇଁ ତ କେତେବେଳେ ଘର ପାଇଁ। ଆଉ…

ସକାଳର ପ୍ରଥମ କିରଣ ଛୁଇଁଥିଲା ଶ୍ରୀସୂର୍ଯ୍ୟଙ୍କ ବିଗ୍ରହଙ୍କୁ…

କୋଶୋଦାସର ଶ୍ରୀପଦ୍ମକେଶର ମନ୍ଦିର ଆକ୍ରମଣର ସବିଶେଷ ଇତିହାସ ଆଲୋଚନା ଆଢ଼ୁଆଳରେ ଅଛି। ଆମେ କେବଳ ଗତ ସଂଖ୍ୟାରେ ସୂଚନା ଦେଇଥିଲୁ। ଅନୁସନ୍ଧାନ ଆମର ନୀରବ ହୋଇନାହିଁ। ଶ୍ରୀପଦ୍ମକେଶର…

ସାପ ଲାଞ୍ଜକୁ ଧରି ଦଉଡ଼ି ପରି ଘୂରାଉଥିଲେ ଯୁବକ, ହଠାତ୍‌ ଘଟିଲା ଏମିତି…

ସାପର ନାଁ ଶୁଣିଲେ ସମସ୍ତଙ୍କୁ ଡର ଲାଗେ। ଏହାର ନାଁ ଶୁଣିଲେ ସବୁଠାରୁ ସାହସୀ ମଣିଷ ମଧ୍ୟ ଭୟରେ ଥରି ଉଠେ। ଯଦି ଜଣେ ଯୁବକ ସେହି…

ବିଶ୍ୱର ଏହି ଦେଶ ପାଖରେ ରହିଛି ସବୁଠୁ ଘାତକ ବାୟୁସେନା, ଜାଣନ୍ତୁ କେଉଁ ସ୍ଥାନରେ ରହିଛି ଭାରତ…

ବିଶ୍ୱରେ ବଢ଼ୁଥିବା ଭୂରାଜନୈତିକ ଉତ୍ତେଜନା ଯେପରିକି ୟୁକ୍ରେନ ସଙ୍କଟ ଏବଂ ମଧ୍ୟପ୍ରାଚ୍ୟର ପରିସ୍ଥିତି, ସାମରିକ ଖର୍ଚ୍ଚ ରେକର୍ଡ ସ୍ତରରେ ପହଞ୍ଚିବାରେ ଲାଗିଛି। ଷ୍ଟକହୋମ୍‌ ଇଣ୍ଟରନ୍ୟାଶନାଲ ପିସ୍‌ ରିସର୍ଚ୍ଚ…

ଜାଣନ୍ତି କି ପାଇପ୍‌ଲାଇନ୍‌ ଗ୍ୟାସ୍‌ କେଉଁଠାରୁ ଆସେ? କେମିତି ଆସି ସିଧାସଳଖ ପହଞ୍ଚୁଛି ରୋଷେଇ ଘରେ…

ନୂଆଦିଲ୍ଲୀ,୨୯ା୩: ଦେଶର ଲୋକମାନେ ବର୍ଦ୍ଧିତ ଗ୍ୟାସ୍‌ ଦର ଏବଂ ସିଲିଣ୍ଡର ପାଇଁ ହଇରାଣ ହରକତ ହେଉଥିବାରୁ ଏବେ PNG (ପାଇପ୍‌ ନାଚୁରାଲ୍‌ ଗ୍ୟାସ୍‌) ଆଡ଼କୁ ମୁହାଁଇଛନ୍ତି। ଆଜି…

ଦୁନିଆର ଏମିତି ଏକ ମନ୍ଦିର, ଯେଉଁଠି ରାଜା ରାମଙ୍କୁ ଗାର୍ଡ ଅଫ ଅନର ଦିଅନ୍ତି ପୋଲିସ, ରାଜକୀୟ ନିୟମ ଅନୁସାରେ…

ଭାରତରେ ଏମିତି ଏକ ସହର ଅଛି, ଦେବତାଙ୍କୁ ମନ୍ଦିରରେ ନୁହେଁ ବରଂ ରାଜକୀୟ ଆଡ଼ମ୍ବର ଏବଂ ମହିମା ସହିତ ଏକ ପ୍ରାସାଦରେ ପୂଜା କରାଯାଏ। ଏଠାରେ ପରମ୍ପରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri