Posted inଜାତୀୟ

ପାକିସ୍ତାନର ରାଷ୍ଟ୍ରନୀତି ଆତଙ୍କବାଦ: ରାଜନାଥ ସିଂ

ନୂଆଦିଲ୍ଲୀ,୭।୧୨: ପାକିସ୍ତାନର ରାଷ୍ଟ୍ରନୀତି ହେଉଛି ଆତଙ୍କବାଦ। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଆର୍ମଡ ଫୋର୍ସ ଫ୍ଲାଗ୍‌ ଡେ ଅବସରରେ ଭାରତୀୟ ସେନାଙ୍କୁ ସମ୍ବୋଧିତ କରି ଏଭଳି କହିଛନ୍ତି। ସ୍ବାଧୀନତା ପରଠାରୁ ଭାରତ ସହିତ ପାକିସ୍ତାନ ୪ ଥର ଯୁଦ୍ଧ କରିଛି। ସମସ୍ତ ଯୁଦ୍ଧରେ ପାକିସ୍ତାନ ପରାଜୟ ବରଣ କରିଛି। ତେବେ ମଧ୍ୟ ଭାରତରେ ଅଶାନ୍ତି ଲାଗି ପାକିସ୍ତାନ ଉଦ୍ୟମ ଜାରି ରଖିଛି। ଭାରତରେ ଆତଙ୍କବାଦୀ ଅନୁପ୍ରବେଶ ଲାଗି ପାକିସ୍ତାନରେ ତାଲିମ୍‌ ଶିବିର ମଧ୍ୟ ଖୋଲା ଯାଇଛି। ଆତଙ୍କବାଦ ବିରୋଧରେ ଲଢ଼େଇ ପାଇଁ ସର୍ବଦା ପ୍ରସ୍ତୁତ ରହିବାକୁ ସେ ଭାରତୀୟ ସେନାଙ୍କୁ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଙ୍ଗିଲା କେନାଲ: ଉଜୁଡିଲା ଚାଷୀଙ୍କ ଫସଲ

ରିଷିଡା,୫।୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ଉତେଇ ଜଳସେଚନ ବିଭାଗ ପକ୍ଷରୁ କର୍ଲାମୁଣ୍ଡା ବ୍ଲକ ରାଜପୁର ଗ୍ରାମର ଭୋରପଡା( ଆର ୧) ସବମାଇନର କେନାଲ ବିଭିନ୍ନ ସ୍ଥାନରେ ନୂତନ…

ଜନ୍ତର-ମନ୍ତରରେ ଆନ୍ଦୋଳନ ପଛରେ ପାକିସ୍ତାନର ଷଡ଼ଯନ୍ତ୍ର! ହେଲା ବଡ଼ ପର୍ଦ୍ଦାଫାଶ, ISI ମଡ୍ୟୁଲର ୯ ଲୋକ…

ନୂଆଦିଲ୍ଲୀ,୫।୮: ଅମୃତସର କମିଶନରେଟ ପୋଲିସ ଆଇଏସଆଇ (ISI) ସମର୍ଥିତ ଦୁଇଟି ଆତଙ୍କବାଦୀ ମଡ୍ୟୁଲର ପର୍ଦ୍ଦାଫାଶ କରିଛି ଏବଂ ଏହି ମାମଲାରେ ମୋଟ ୯ ଜଣ ଅଭିଯୁକ୍ତଙ୍କୁ ଗିରଫ…

ଆନାଲଗ ପନିର ବ୍ୟାନ୍‌: ଜାଣନ୍ତୁ ଏହା କ’ଣ

ମୁମ୍ବାଇ,୫।୮: ଜନସ୍ବାସ୍ଥ୍ୟକୁ ପ୍ରାଥମିକତା ଦେଇ ମହାରାଷ୍ଟ୍ର ସରକାର ରାଜ୍ୟ ମଧ୍ୟରେ ଆନାଲଗ ପନିର(ନକଲି କିମ୍ବା ନନ୍‌-ଡାୟରୀ ପନିର) ଉତ୍ପାଦନ, ବିକ୍ରୟ, ରଖିବା, ପରିବହନ ଏବଂ ବଣ୍ଟନ ଉପରେ…

ଅଗରକରଙ୍କ ହେବ ଛୁଟି! ତାଙ୍କୁ ସ୍ଥାନ ନେଇପାରନ୍ତି ଏହି ମହାନ ଖେଳାଳି

ନୂଆଦିଲ୍ଲୀ,୫।୮: ଅଜିତ ଅଗରକରଙ୍କୁ ଟିମ ଇଣ୍ଡିଆର ମୁଖ୍ୟ ଚୟନକର୍ତ୍ତା ପଦରୁ ହଟାଯାଇପାରେ। ବିସିସିଆଇ ଏହି ଦାୟିତ୍ୱ ସେଣ୍ଟର ଅଫ ଏକ୍ସଲେନ୍ସ (ସିଓଇ)ର ମୁଖ୍ୟ ଭିଭିଏସ ଲକ୍ଷ୍ମଣଙ୍କୁ ଦେଇପାରେ।…

ମୋବାଇଲ୍‌ ନ ଦେବାକୁ ଚରମ ନିଷ୍ପତ୍ତି ନେଲେ ସପ୍ତମ ଶ୍ରେଣୀ ଛାତ୍ର: ଘରେ ଖେଳିଗଲା…

ସୁରତ,୫।୮:ଗୁଜରାଟର ସୁରତରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ମୋବାଇଲ ଫୋନ ନିଶା ପିଲାମାନଙ୍କ ଜୀବନ ଉପରେ କେତେ ପ୍ରଭାବ ପକାଇପାରେ ତାହାର ଏକ ହୃଦୟ ବିଦାରକ…

ଆଜିଠୁ ଚମକିବ ଏହି ୬ ରାଶିର ଭାଗ୍ୟ: ବୁଧ କର୍କଟ ରାଶିରେ ପ୍ରବେଶ….

ଆଜି ବୁଧ ମିଥୁନ ରାଶିରୁ କର୍କଟ ରାଶିକୁ ପ୍ରବେଶ କରୁଛନ୍ତି। ଜ୍ୟୋତିଷ ଶାସ୍ତ୍ରରେ ବୁଧକୁ ବୁଦ୍ଧି, ଯୋଗାଯୋଗ, ଶିକ୍ଷା, ବ୍ୟବସାୟ, ଧନ ଏବଂ ଚିନ୍ତା ପ୍ରକ୍ରିୟାର ମୁଖ୍ୟ…

ଜାମିନ୍‌ରୁ ଆସି ପିତା ଷ୍ଟାଲିନଙ୍କୁ ଭେଟିଲେ ଉଦୟନିଧି, କହିଲେ- ‘ମୋ ସହ ଆତଙ୍କବାଦୀଙ୍କ ଭଳି…’

ନୂଆଦିଲ୍ଲୀ,୫।୮: ତାମିଲନାଡୁର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଉଦୟନିଧି ଷ୍ଟାଲିନଙ୍କୁ ମଙ୍ଗଳବାର ପୋଲିସ ହେପାଜତକୁ ନେଇଥିଲା। ସେହି ଦିନ ତାଙ୍କୁ ମୁକ୍ତ ମଧ୍ୟ କରାଯାଇଥିଲା। ମୁକ୍ତି ପାଇବା ପରେ ଉଦୟନିଧି…

‘ଆପଣ ପୁରୁଷ ହୋଇଥିଲେ…’ ତ୍ରିଶାଙ୍କୁ ନେଇ ଷ୍ଟାଲିନଙ୍କ ବିବାଦୀୟ ମନ୍ତବ୍ୟ ପରେ ଏମିତି କହିଲେ ଭାଜପା ନେତ୍ରୀ

ନୂଆଦିଲ୍ଲୀ,୫।୮: ଡିଏମକେ (DMK) ନେତା ଉଦୟନିଧି ଷ୍ଟାଲିନ ଅଭିନେତ୍ରୀ ତ୍ରିଶା କୃଷ୍ଣନଙ୍କୁ ନେଇ କରିଥିବା ବିବାଦୀୟ ମନ୍ତବ୍ୟ ପରେ ଭାରି ବିବାଦରେ ଫସିଯାଇଛନ୍ତି। ମଙ୍ଗଳବାର ପୋଲିସ ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri