ପାକିସ୍ତାନୀ ଅଭିନେତ୍ରୀଙ୍କ ପରଲୋକ

କରାଚୀ,୧୦ା୭(ପି.ଟି.): ପାକିସ୍ତାନର କିମ୍ବଦନ୍ତୀ ଅଭିନେତ୍ରୀ ଜାହିନ୍‌ ତାହିରା ଶେଷନିଃଶ୍ୱାସ ତ୍ୟାଗ କରିଛନ୍ତି। ତାଙ୍କୁ ୭୯ବର୍ଷ ହୋଇଥିଲା। ତାହିରାଙ୍କ ବିୟୋଗ ଖବର ତାଙ୍କ ନାତି ଡାନିଏଲ ଶାହଜାଦ୍‌ ସୋସିଆଲ୍‌ ମିଡିଆରେ ଶେୟାର କରିଛନ୍ତି। ପାକିସ୍ତାନର ଟେଲିଭିଜନ ଇତିହାସରେ ବରିଷ୍ଠ କଳାକାରଙ୍କ ମଧ୍ୟରୁ ଅନ୍ୟତମ ତାହିରା ୭୦୦ ଡ୍ରାମା ଓ ସିରୟଲ୍‌ର ପ୍ରମୁଖ ଓ ସହାୟିକା ଭୂମିକାରେ ଅଭିନୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ସଂକ୍ରମଣରେ ମୂଳ ଭାରତୀୟ ଗଣମାଧ୍ୟମ ପ୍ରତିନିଧିଙ୍କ ମୃତ୍ୟୁ: ମୋଦି କଲେ ଶୋକ ପ୍ରକାଶ

ନୂଆଦିଲ୍ଲୀ/ଓ୍ବାଶିଂଟନ,୮।୪: ଆମେରିକାରେ ବାସ କରୁଥିବା ମୂଳ ଭାରତୀୟ ଗଣମାଧ୍ୟମ ପ୍ରତିନିଧି ବ୍ରହ୍ମା କାଞ୍ଚିବୋଟଲାଙ୍କର କରୋନା ସଂକ୍ରମଣରେ ମୃତ୍ୟୁ ଘଟିଛି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍‌...

ସାଇବର ଆକ୍ରମଣ ପାଇଁ ଚାଇନା ଦାୟୀ…

ଓଟଓ୍ବା, ୨୭।୩ : କାନାଡାର ଏକ ଥିଙ୍କ ଟ୍ୟାଙ୍କର ଆନ୍ତର୍ଜାତୀୟ ଫୋରମ ଫର୍‌ ରାଇଟ୍ସ ଆଣ୍ଡ ସିକ୍ୟୁରିଟି (ଆଇଏଫଏଫଆରଏସ) କହିଛି ଯେ ପୃଥିବୀରେ ଘଟୁଥିବା ଅଧିକାଂଶ...

ପୂର୍ବ ୟୁକ୍ରେନରେ ରୁଷ୍‌ର ବଡ଼ଧରଣର ଆକ୍ରମଣ

କିଭ୍‌,୨୦।୫: ପୂର୍ବ ୟୁକ୍ରେନର ସେବେରୋଦୋନେସ୍କରେ ରୁଷ୍‌ ପୁଣି ଏକ ବଡ଼ଧରଣର ଆକ୍ରମଣ କରିଛି। ଆକ୍ରମଣରେ ୧୨ ଜଣ ପ୍ରାଣ ହରାଇଥିବା ବେଳେ ୪୦ ଜଣ ଆହତ...

ପାକିସ୍ତାନ ଆମର ଦ୍ୱିତୀୟ ଘର: ତାଲିବାନ

କାବୁଲ,୨୬ ।୮: ଆତଙ୍କବାଦୀଙ୍କ ଘର ହେଉଛି ପାକିସ୍ତାନ । ଏକଥା ବିଶ୍ୱର ଅଧିକାଂଶ ଦେଶ କହୁଥିବା ବେଳେ ପାକିସ୍ତାନ କିନ୍ତୁ ବିଶ୍ୱ ସମ୍ମୁଖରେ ଏହାକୁ ସ୍ୱୀକାର...

୭୫୮ କୋଟିରେ ଗଲା ପିକାସୋଙ୍କ ପେଣ୍ଟିଂ

ନ୍ୟୁୟର୍କସ୍ଥିତ କ୍ରିଷ୍ଟିଜ୍‌ ଅକ୍ସନ ହାଉସ୍‌ ପକ୍ଷରୁ ଆୟୋଜିତ ନିଲାମିରେ ପ୍ରସିଦ୍ଧ ଚିତ୍ରକର ପାବ୍ଲୋ ପିକାସୋଙ୍କ ପେଣ୍ଟିଂ ‘ଓମ୍ୟାନ୍‌ ସିଟିଂ ବାଇ ଦି ଓ୍ବିଣ୍ଡୋ’ ୧୦.୩୪ କୋଟି...

ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ପାଇଁ ଏହି ଦେଶରେ ରାଷ୍ଟ୍ରୀୟ ଶୋକ ପାଳନ

ଢାକା,୧।୯:ଭାରତ ରତ୍ନ ଏବଂ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ଦେହାନ୍ତ ପରେ ଦେଶରେ ୭ ଦିନିଆ ଶୋକ ଘୋଷଣା କରାଯାଇଛି। ମଙ୍ଗଳବାର ଦିନ ଦିଲ୍ଲୀରେ ତାଙ୍କର...

ରାଫାଲ୍‌ ଡିଲ୍‌ ଯାଞ୍ଚ୍‌ ପାଇଁ ବିଚାରପତି ନିଯୁକ୍ତ, ବହୁ ଭିଆଇପିଙ୍କ ଉପରେ ନଜର…

ପ୍ୟାରିସ୍‌/ନୂଆଦିଲ୍ଲୀ,୩।୭: ରାଫାଲ୍‌ ଡିଲ୍‌ରେ ବ୍ୟାପକ ଅର୍ଥ ହେର୍‌ଫେର୍‌ ହୋଇଥିବା ଅଭିଯୋଗ ହେବା ପରେ ଫ୍ରାନ୍ସ୍‌ ସରକାର କଡ଼ା ପଦକ୍ଷେପ ଗ୍ରହଣ କରିଛନ୍ତି। ଏହାର ଯାଞ୍ଚ୍‌ ପାଇଁ...

ଅଷ୍ଟ୍ରେଲିଆରେ ମନୁଷ୍ୟଙ୍କ ଉପରେ କରୋନା ପ୍ରତିଷେଧକ ଟୀକାର ପରୀକ୍ଷା ଆରମ୍ଭ କରିବ ଆମେରିକା

କାନବେରା,୨୬।୫: କରୋନା ସଂକ୍ରମଣ ନେଇ ପୃଥିବୀରେ ଅଚଳାବସ୍ଥା ଜାରି ରହିଛି। ଏପରିସ୍ଥଳେ ପ୍ରତିଷେଧକ ଟୀକା ପ୍ରସ୍ତୁତି ପାଇଁ ବିଭିନ୍ନ ଦେଶରେ ଉଦ୍ୟମ ଅବ୍ୟାହତ ରହିଛି। ଆମେରିକାର...

Advertisement
Archives

Model This Week