Posted inଜାତୀୟ

ପାକିସ୍ତାନୀ ଆତଙ୍କବାଦୀଙ୍କ ମୁକାବିଲା: ସେନା ପକ୍ଷରୁ ଜାରି ରହିଛି ଅପରେଶନ୍‌ ତୃମ୍‌ଖାଲ୍‌

ଶ୍ରୀନଗର,୧୬।୧୦: ଭାରତରେ ଆତଙ୍କବାଦୀ ଆକ୍ରମଣ ପାଇଁ ପାକିସ୍ତାନ ଷଡ଼ଯନ୍ତ୍ର ରଚିଛି। ଯୋଜନାବଦ୍ଧ ଭାବେ ୨୪ରୁ ଅଧିକ ତାଲିମ୍‌ପ୍ରାପ୍ତ ପାକିସ୍ତାନୀ ଆତଙ୍କବାଦୀ ଜମ୍ମୁ-କଶ୍ମୀରର ଗାନ୍ଦରବଲସ୍ଥିତ ତୃମ୍‌ଖାଲ୍‌ ଜଙ୍ଗଲରେ ଅନୁପ୍ରବେଶ କରିଛନ୍ତି। ଏଥିପାଇଁ ଭାରତୀୟ ସେନା ପକ୍ଷରୁ ଅପରେଶନ୍‌ ତୃମ୍‌ଖାଲ୍‌ ସେପ୍ଟେମ୍ବର ୨୭ ରାତିଠାରୁ ଆରମ୍ଭ କରାଯାଇଛି। ଏନେଇ ସେନା ପକ୍ଷରୁ ଟୁଇଟ୍‌ କରି ସେପ୍ଟେମ୍ବର ୨୮ରେ ସୂଚନା ଦିଆଯାଇଥିଲା। ଇତିମଧ୍ୟରେ କିଛି ଆତଙ୍କବାଦୀଙ୍କ ଏନ୍‌କାଉଣ୍ଟର କରାଯିବା ସହିତ ବହୁ ଅସ୍ତ୍ରଶସ୍ତ୍ର ମଧ୍ୟ ଜବତ ହୋଇଛି। ସର୍ଚ୍ଚ ଅପରେଶନ୍‌କୁ ଜୋର୍‌ଦାର୍‌ କରାଯିବା ଲାଗି ଭାରତୀୟ ସେନା ପକ୍ଷରୁ ଏହାର ଇଲିଟ୍‌ ପାରା କମାଣ୍ଡୋଙ୍କୁ ତୃମ୍‌ଖାଲ୍‌ ଜଙ୍ଗଲର ଭିନ୍ନ ଭିନ୍ନ ସ୍ଥାନରେ ହେଲିକପ୍ଟରରୁ ଓହ୍ଲାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋହଲିଙ୍କ ଏହି ରେକର୍ଡ ଭାଙ୍ଗିବା ଅସମ୍ଭବ! ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୮।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଅପରାଜିତ ଶତକ ହାସଲ କରି ବିରାଟ କୋହଲି ପୁଣିଥରେ ରେକର୍ଡ ବୁକ୍‌ରେ ନିଜ ନାମ ଲେଖାଇଛନ୍ତି। ଏହି ମ୍ୟାଚ୍‌ରେ ତାଙ୍କ…

୧ ନଭେମ୍ବରରୁ ନୂଆ ନିୟମ; ପାର୍କିଂ ପାଇଁ ଡବଲ ଚାର୍ଜ, ୫୦% କର୍ମଚାରୀ…

ନୂଆଦିଲ୍ଲୀ,୨୮।୯: ଦିଲ୍ଲୀ-NCRରେ ଶୀତ ଋତୁ ଆରମ୍ଭ ହେବା ସହ ବାୟୁ ପ୍ରଦୂଷଣକୁ ନେଇ ଚିନ୍ତା ବଢ଼ିଛି । ପ୍ରତିବର୍ଷ ଶୀତଦିନରେ ଦିଲ୍ଲୀ-NCRର ବାୟୁ ଗୁଣବତ୍ତା ଖରାପ ହେଉଥିବାରୁ…

କେନ୍ଦ୍ର କର୍ମଚାରୀଙ୍କ ପାଇଁ ଖୁସିଖବର: ଏହି ସପ୍ତାହରେ DA ବୃଦ୍ଧି ଘୋଷଣା! ଜାଣନ୍ତୁ କେତେ ବଢିବ…

ନୂଆଦିଲ୍ଲୀ,୨୮।୯: କେନ୍ଦ୍ର ସରକାର ବର୍ଷକୁ ଦୁଇଥର ନିଜ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବା DA (Dearness Allowance) ବୃଦ୍ଧି କରିଥାନ୍ତି। ଏଥିମଧ୍ୟରୁ ଗୋଟିଏ ବୃଦ୍ଧି ହୋଲି ସମୟରେ…

ରାଜନୀତିରେ ବଡ଼ ହଲଚଲ: ଏମିତି ଘୋଷଣା କରିଦେଲେ ଚିରାଗ ପାସୱାନ, ଭାଜପା କହିଲା- ସମସ୍ତେ ନିଜ ନିଜ…

ନୂଆଦିଲ୍ଲୀ,୨୮।୯: ୨୦୨୭ରେ ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ହେବ। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ମଧ୍ୟ ଏହି ନିର୍ବାଚନୀ ମଇଦାନକୁ ଓହ୍ଲାଇବ। କେନ୍ଦ୍ରମନ୍ତ୍ରୀ ଚିରାଗ ପାସୱାନ ଗତ ରବିବାର…

ବସ୍‌ରୁ ଓହ୍ଲାଇବାବେଳେ ସିଡ଼ିରେ ଖସିପଡ଼ିଲେ ରୋହିତ ଶର୍ମା: ଆଉ ତା’ପରେ… ଦେଖନ୍ତୁ VIDEO

ତିରୁଭାନନ୍ତପୁରମ,୨୮।୯: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଦିନିକିଆ ପରେ ଭାରତୀୟ କ୍ରିକେଟର ରୋହିତ ଶର୍ମାଙ୍କୁ ନେଇ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି।…

ଏଭଳି କହିବାରୁ ଶେହଜାଦଙ୍କୁ ଆକ୍ରମଣ; ପୋଷାକ ଚିରିଦେଲେ, ବଞ୍ଚାଇବାକୁ ଆଗେଇ ଆସିଲେ ସ୍ୱରା

ନୂଆଦିଲ୍ଲୀ,୨୮ା୯: ରିଆଲିଟି ଶୋ’ ‘Rise and Fall’ର ସିଜନ୍‌-୨ ଆରମ୍ଭରୁ ହିଁ ଚର୍ଚ୍ଚାରେ ରହିଛି । ଶୋ’ରେ ଭାଜାପାର ପୂର୍ବତନ ମୁଖପାତ୍ର ଶେହଜାଦ ପୁନାୱାଲା ଏବଂ ଅଭିନେତ୍ରୀ…

ଜନ୍ମ ହେଉ ହେଉ ମିଳିଲା ୨୨ କ୍ୟାରେଟର ସୁନା ମୁଦି; ନିଜ ହାତରେ ପିନ୍ଧାଇଲେ ମୁଖ୍ୟମନ୍ତ୍ରୀ, କିଏ ଏହି..

ଚେନ୍ନାଇ,୨୮ା୯: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ନିଜର ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରି ନବଜାତ ଶିଶୁଙ୍କ ପାଇଁ ‘ଥାଇମାମନ୍ ଥଙ୍ଗା ମୋଥିରମ୍ ଥିଟ୍ଟମ୍’(Thaimaman Thanga…

ନିୟମିତ ଗାଜର ଖାଇଲେ ମିଳିଥାଏ ଅନେକ ଲାଭ, ବ୍ଲଡ୍‌ପ୍ରେସର ନିୟନ୍ତ୍ରଣଠାରୁ ଆରମ୍ଭ କରି…

ଗାଜର ଆମ ଶରୀର ପାଇଁ ବେଶ୍‌ ଉପକାରୀ। ସବୁଠାରୁ ଖାସ୍‌ କଥା ହେଲା ଏହାକୁ ନିଜର ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କଲେ ତାହା ଶରୀରରେ ରୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?