Posted inଖେଳ

ପାକିସ୍ତାନ କ୍ରିକେଟରଙ୍କୁ ବିବାହ ପୂର୍ବରୁ ଏହିସବୁ ସେଲିବ୍ରିଟିଙ୍କ ସହ ଥିଲା ସାନିଆ ମିର୍ଜାଙ୍କ ଆଫେୟାର୍‌

ଭାରତୀୟ ଟେନିସ୍‌ କୁଇନ୍‌ ସାନିଆ ମିର୍ଜା ଆଜି ୩୩ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୮୬ ମସିହା ନଭେମ୍ବର ୧୫ରେ ସେ ମୁମ୍ବାଇରେ ଜନ୍ମଗ୍ରହଣ କରିଥିଲେ। ସାନିଆ ଖେଳ ପାଇଁ ଖେଳ ପାଇଁ ଯେତିକି ଲୋକପ୍ରିୟ, ବ୍ୟକ୍ତିଗତ ଜୀବନରେ ସେ ସେତିକି ଚର୍ଚ୍ଚିତ ମଧ୍ୟ। ପାକିସ୍ତାନ କ୍ରିକେଟର ସୋଏବ ମଲିକଙ୍କୁ ବିବାହ କରିବା ପୂର୍ବରୁ ତାଙ୍କ ନାଁ ଅନେକ ସେଲିବ୍ରିଟିଙ୍କ ସହ ଯୋଡା ଯାଇଥିଲା। ପ୍ରଥମେ ପିଲାଦିନର ବନ୍ଧୁ ତଥା କୋଟିପତି ବ୍ୟବସାୟୀ ସୋହରାବ ମିର୍ଜାଙ୍କ ସହ ସାନିଆଙ୍କ ପ୍ରେମ ସମ୍ପର୍କ ଥିବା ଚର୍ଚ୍ଚା ଉଠିଥିଲା। ଏପରିକି ଉଭୟଙ୍କ ନିର୍ବନ୍ଧ ମଧ୍ୟ ସରିଥିଲା। କିନ୍ତୁ ପରେ ଉଭୟଙ୍କ ବ୍ରେକ୍‌ଅପ୍‌ ହୋଇଥିଲା। ଏହାପରେ ସେ ବଲିଉଡ୍‌ ଅଭିନେତା ଶାହିଦ୍‌ କପୁରଙ୍କ ସହ ସାନିଆଙ୍କ ପ୍ରେମ ସମ୍ପର୍କ ଥିବା ଗଣମାଧ୍ୟମରେ ଆଲୋଚନା ହୋଇଥିଲା। ଦୁହେଁ ଏକ କାର୍ଯ୍ୟକ୍ରମରେ ଏକାଠି ମଧ୍ୟ ଭାଗ ନେଇଥିଲେ। କିନ୍ତୁ କ’ଣ ହେଲା କେଜାଣି ଉଭୟ କଥାବାର୍ତ୍ତା ବନ୍ଦ କରିଦେଇଥିଲେ। କ୍ରିକେଟର ଯୁବରାଜ ସିଂ, ସାଥୀ ଟେନିସ ଖେଳାଳି ମହେଶ ଭୂପତିଙ୍କ ସହ ତାଙ୍କ ଯୋଡା ହେବା ପରେ ଶେଷରେ ୨୦୧୦ରେ ପାକିସ୍ତାନ କ୍ରିକେଟର ସୋଏବ ମଲିକଙ୍କୁ ବିବାହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଚାଇନା ଓପନରେ ଭାରତର ଅଭିଯାନ ଶେଷ

ଚଙ୍ଗ୍‌ଝୋ,୨୦।୯(ପିଟି): ଏଠାରେ ଚାଲିଥିବା ଚାଇନା ଓପନ ଓ୍ବାଲର୍‌ଡ ଟୁର ୧୦୦୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟରେ ଭାରତର ଅଭିଯାନ ଶେଷ ହୋଇଯାଇଛି। ଅନ୍ତିମ ଶଟଲର ଭାବେ ବି. ସାଇ...

ଦ୍ୱିତୀୟ ଥର ବାପା ହେଲେ ରାଇନା

ଲକ୍ଷ୍ନୌ,୨୩।୩- ଭାରତୀୟ କ୍ରିକେଟର ସୁରେଶ ରାଇନା ଦ୍ୱିତୀୟ ଥର ବାପା ହେବାର ସୁଖ ପାଇଛନ୍ତି। ତାଙ୍କ ପତ୍ନୀ ପ୍ରିୟଙ୍କା ସୋମବାର ପୁଅକୁ ଜନ୍ମ ଦେଇଛନ୍ତି। ତେବେ...

ପୁଅ ପାଇଁ ପୋଲିସ ଚାକିରି ଛାଡିଥିଲେ ଏହି କ୍ରିକେଟର୍‌ଙ୍କ ବାପା

ଯୁବ ଉଇକେଟ କିପର ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଆଜି ତାଙ୍କର ୨୭ ତମ ଜନ୍ମଦିନ ପାଳନ କରୁଛନ୍ତି। କେରଳର ଥିରୁଭାନନ୍ତପୁରମ୍‌ରୁ ଆସିଥିବା ସଞ୍ଜୁ ସାମସନ ହୁଏତ...

ବିଶ୍ୱ ରେକର୍ଡ ସାଙ୍ଗକୁ କପିଲ ଦେବଙ୍କୁ ପଛରେ ପକାଇଲେ

ମୋହାଲି,୫।୩: ଭାରତୀୟ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଟେଷ୍ଟରେ ଦମଦାର ବ୍ୟାଟିଂ କରିଛନ୍ତି । ପ୍ରଥମ ଇନିଂସରେ ଅପରାଜିତ ୧୭୫ ରନ୍‌ର ଇନିଂସ...

ଓଡ଼ିଶାର ସୁନା ପୁଅ ପ୍ରମୋଦଙ୍କୁ ମିଳିଲା ଖେଳରତ୍ନ ପୁରସ୍କାର

ନୂଆଦିଲ୍ଲୀ,୧୩।୧୧: ଓଡ଼ିଶାର ସୁନା ପୁଅ ପ୍ରମୋଦ ଭଗତଙ୍କୁ ମିଳିଛି ମେଜର ଧ୍ୟାନଚାନ୍ଦ ଖେଳରତ୍ନ ସମ୍ମାନ। ଶନିବାର ରାଷ୍ଟ୍ରପତି ଭବନରେ ସ୍ବତନ୍ତ୍ର ଉତ୍ସବରେ ରାଷ୍ଟ୍ରପତି ପ୍ରମୋଦଙ୍କୁ ଏହି...

ଟି୨୦ରେ ଗେଲ୍‌ଙ୍କ ନାମରେ ରହିଛି ଏହି ସବୁ ବଡ଼ ରେକର୍ଡ

ନୂଆଦିଲ୍ଲୀ, ୧୦।୯: ଟି୨୦ କ୍ରିକେଟ୍‌ ଇତିହାସରେ ଯେବେ ମଧ୍ୟ ବିସ୍ଫୋରକ ବ୍ୟାଟ୍ସମ୍ୟାନଙ୍କ ବିଷୟରେ ଆଲୋଚନା କରାଯିବ ଓ୍ବେଷ୍ଟଇଣ୍ଡିଜର କ୍ରିସ୍‌ ଗେଲ୍‌ ନିଶ୍ଚିତ ଭାବେ ଏହି ତାଲିକାରେ...

ଅଳ୍ପ ଦର୍ଶକ ଓ ଜୈବ ସୁରକ୍ଷିତ ପରିବେଶରେ ଅଷ୍ଟ୍ରେଲିଆ ଓପନ୍‌ ଖେଳାଯିବ

ମେଲବୋର୍ନ,୨୫।୭(ଏପି): ବର୍ଷର ପ୍ରଥମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଅଷ୍ଟ୍ରେଲିଆନ୍‌ ଓପନ୍‌ ଆୟୋଜନ ନେଇ ଏବେଠାରୁ ଆୟୋଜକମାନେ ଯୋଜନା ସ୍ଥିର କଲେଣି। ଏହି ଟୁର୍ନାମେଣ୍ଟର ଆଗାମୀ ୨୦୨୧ ସଂସ୍କରଣ...

ମାତା-ପିତାଙ୍କ ପାଇଁ ଭାବପ୍ରବଣ ଚିଠି ଲେଖିଲେ ସଚିନ ତେନ୍ଦୁଲକର

ଦେଶରେ କରୋନା ମହାମାରୀ ଧିରେ ଧିରେ ଜଟିଳ ରୂପ ଧାରଣ କରିଛି। ଏହି ସମୟରେ ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକର ମାତାପିତାଙ୍କ ଯତ୍ନ ନେବାକୁ ନିବେଦନ କରିଛନ୍ତି।...

Advertisement
Archives

Model This Week