Posted inଖେଳ

ପାକିସ୍ତାନ କ୍ରିକେଟର୍ସଙ୍କ ଉପରେ ବର୍ଷିଲେ ଧାଓ୍ବନ୍‌: ପ୍ରଥମେ ଦେଶକୁ ସୁଧାର, ତା’ପରେ ଅନ୍ୟକୁ କହିବ

ନୂଆଦିଲ୍ଲୀ,୩୦।୯:ଭାରତୀୟ ଦଳର ଓପନର୍‌ ଶିଖର ଧାଓ୍ବନ୍‌ ପାକିସ୍ତାନ କ୍ରିକେଟର୍ସଙ୍କ ଉପରେ ବର୍ଷିଛନ୍ତି। ଭାରତୀୟ ଖେଳାଳିଙ୍କ ଉପରେ କୌଣସି ମନ୍ତବ୍ୟ ଦେବା ପୂର୍ବରୁ ପ୍ରଥମେ ନିଜ ଦେଶକୁ ସୁଧାରନ୍ତୁ ବୋଲି ପାକିସ୍ତାନ କ୍ରିକେଟର୍ସଙ୍କୁ ଧାଓ୍ବନ୍‌ ପରାମର୍ଶ ଦେଇଛନ୍ତି। ଜମ୍ମୁ କଶ୍ମୀରରୁ ୩୭୦ ଅନୁଚ୍ଛେଦ ଉଠିବା ପରେ ପାକିସ୍ତାନ ରାଜନେତାଙ୍କଠାରୁ ଆରମ୍ଭ କରି କ୍ରିକେଟରଙ୍କ ପର୍ଯ୍ୟନ୍ତ ସମସ୍ତେ ଭାରତ ବିରୋଧୀ ମନ୍ତବ୍ୟ ଦେଉଥିବାର ଲକ୍ଷ୍ୟ କରାଯାଉଛି। ଏନେଇ ଧାଓ୍ବନ୍‌ କହିଛନ୍ତି, ନିଜ ଦେଶକୁ ନ ସୁଧାରି ଅନ୍ୟ ଦେଶ ଉପରେ ମନ୍ତବ୍ୟ ଦେବା ହାସ୍ୟାସ୍ପଦ। ପୂର୍ବରୁ କ୍ରିକେଟର ଗୌତମ ଗମ୍ଭୀର ମଧ୍ୟ ପାକିସ୍ତାନକୁ ସମାଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଶୀଘ୍ର ଅଲିମ୍ପିକ୍ସ ଚାହୁଁଥିଲା ଟ୍ରାଇଥଲନ ପରିଷଦ

ଓ୍ବାଶିଂଟନ, ୩୧।୩(ଏପି)- ଗ୍ରୀଷ୍ମକାଳୀନ ଉତ୍ତାପକୁ ଏଡ଼ାଇବା ପାଇଁ ଆସନ୍ତା ବର୍ଷ ଅଲିମ୍ପିକ୍ସ ଶୀଘ୍ର ହେଉ ବୋଲି ଟ୍ରାଇଥଲନ ପରିଚାଳନା ପରିଷଦ ଚାହୁଁଥିଲା। ମାତ୍ର ଘୋଷିତ ନୂଆ...

ଟୁର୍ନାମେଣ୍ଟର ପ୍ରଥମ ଶତକ

ମୁମ୍ବାଇ,୨।୪: ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଶନିବାର ଖେଳାଯାଉଥିବା ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ବ୍ୟାଟ୍ସମ୍ୟାନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ମ୍ୟାଚ୍‌ରେ ଜୋସ୍‌ ବଟଲର୍‌ଙ୍କ ଶତକ ଏବଂ...

ଦକ୍ଷିଣ ଭାରତୀୟ ରୀତିନୀତିରେ ବିବାହ

ବମ୍ବେ: ବିଗତ କିଛି ମାସ ଧରି ବଲିଉଡ୍‌ରେ ବିବାହ ଋତୁ ଚାଲିଛି। ଏହି ସମୟ ମଧ୍ୟରେ ଅଭିନେତା ବିକ୍କି କୌଶଲଙ୍କଠାରୁ ଆରମ୍ଭ କରି ଫର୍‌ହାନ ଅଖ୍‌ତର,...

ତୃତୀୟ ଟେଷ୍ଟରୁ ବାଦ୍‌ ପଡ଼ିପାରନ୍ତି ଷ୍ଟୋକ୍ସ

ମାଞ୍ଚେଷ୍ଟର, ୨୩।୭(ପି.ଟି.)-  ଇଂଲଣ୍ଡ ଓ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ତୃତୀୟ କ୍ରିକେଟ ଟେଷ୍ଟ ଶୁକ୍ରବାରଠାରୁ ଆରମ୍ଭ ହେବ। ୩ ମ୍ୟାଚ ବିଶିଷ୍ଟ ସିରିଜ ଏବେ ୧-୧ ସ୍ଥିତିରେ...

ଏମିତି ବ୍ୟାଟିଂ କଲେ ଯେ, ଗୋଟିଏ ଦିନରେ ୨ଟି ବ୍ୟାଟ୍‌ ଭାଙ୍ଗିଦେଲେ ଏହି କ୍ରିକେଟର୍‌

ଭାରତୀୟ କ୍ରିକେଟର ଶ୍ରେୟାସ ଆୟାର ତାଙ୍କ ଆଘାତରୁ ସୁସ୍ଥ ହେବା ପରେ ଜୋରଦାର ଅଭ୍ୟାସ ଆରମ୍ଭ କରିଛନ୍ତି। ଫିଟନେସ ଫେରି ପାଇବା ପରେ ଶ୍ରେୟସ ବର୍ତ୍ତମାନ...

ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଟେବୁଲ: ଭାରତ ଦ୍ୱିତୀୟ ସ୍ଥାନକୁ ଉନ୍ନୀତ

ଚେନ୍ନାଇ, ୧୭।୨(ପି.ଟି.)- ଏଠାରେ ଅନୁଷ୍ଠିତ ଦ୍ୱିତୀୟ କ୍ରିକେଟ ଟେଷ୍ଟରେ ଇଂଲଣ୍ଡକୁ ୩୧୭ ରନରେ ହରାଇବା ଦ୍ୱାରା ଭାରତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଟେବୁଲର ଦ୍ୱିତୀୟ...

ଅଶ୍ୱିନଙ୍କ ପରିବାରରେ ୧୦ କରୋନା ଆକ୍ରାନ୍ତ

ନୂଆଦିଲ୍ଲୀ,୩୦।୪ : ଭାରତୀୟ ଅଫ୍‌ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ଚଳିତ ଆଇପିଏଲ ମଧ୍ୟରୁ ଓହରିବା ପଛର ପ୍ରକୃତ କାରଣ ସାମ୍ନାକୁ ଆସିଛି। ତାଙ୍କ ପରିବାରର ୧୦...

ଦ୍ୱିତୀୟ ଟେଷ୍ଟ: ଇନିଂସ ପରାଜୟ ଏଡ଼ାଇଲା ଜିମ୍ବାଓ୍ବେ

ଆବୁଧାବି,୧୪।୩: ସ୍ଥାନୀୟ ଶେଖ ଜାଏଦ ଷ୍ଟାଡିୟମରେ ଚାଲିଥିବା ଆଫଗାନିସ୍ତାନ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ଜିମ୍ବାଓ୍ବେ ଫଲୋଅନ ହେବା ପରେ ଦ୍ୱିତୀୟ ଇନିଂସରେ ଲଢୁଆ ବ୍ୟାଟିଂ...

Advertisement
Archives

Model This Week