ପାକିସ୍ତାନ- ଚାଇନାକୁ ଝଟକା: ୟୁଏନଏସସିରେ ଜମ୍ମୁ-କଶ୍ମୀର ପ୍ରସଙ୍ଗରେ ୯ଟି ଭୋଟ ସପକ୍ଷରେ ଆଣିପାରିଲେ ନାହିଁ ଦୁଇଦେଶ

ନ୍ୟୁୟର୍କ/ନୂଆଦିଲ୍ଲୀ, ୧୬।୮: ସଂଯୁକ୍ତ ରାଷ୍ଟ୍ର ସୁରକ୍ଷା ପରିଷଦ(ୟୁଏନଏସସି)ରେ ପାକିସ୍ତାନକୁ ପୁଣି ଝଟକା। ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଠିବା ପରେ ବିଚଳିତ ପାକିସ୍ତାନକୁ ୟୁଏନଏସସିରେ କେବଳ ଚାଇନାକୁ ଛାଡି କୌଣସି ଦେଶ ସମର୍ଥନ ଦେଇନାହିଁ। ପାକିସ୍ତାନର ବାରମ୍ବାର ଅନୁରୋଧ ପରେ ଜାତିସଂଘ ସୁରକ୍ଷା ପରିଷଦ ଶୁକ୍ରବାର ଏହା ଉପରେ ବନ୍ଦ କୋଠରୀରେ ଚର୍ଚ୍ଚା କରିବାକୁ ନିଷ୍ପତ୍ତି ନେଇଥିଲା। ଚାଇନା ମଧ୍ୟ ଏଥିରେ ପାକିସ୍ତାନକୁ ସମର୍ଥନ କରି ଜାତିସଂଘ ସୁରକ୍ଷା ପରିଷଦଙ୍କୁ ବୈଠକ ଡାକିବା ପାଇଁ ଦାବି ଜଣାଇଥିଲା। ଏହି ବୈଠକରେ ଭାରତ ଜମ୍ମୁ-କଶ୍ମୀରରୁ ୩୭୦ ଧାରା ଉଚ୍ଛେଦ କରିବା ଉପରେ ଆଲୋଚନା କରାଯାଇଥିଲା। ୟୁଏନଏସସିରେ ୧୫ଟି ଦେଶ ସଦସ୍ୟ ଅଛନ୍ତି। ୫ଟି ସ୍ଥାୟୀ ଏବଂ ୧୦ଟି ଅସ୍ଥାୟୀ ଦେଶ ରହିଛନ୍ତି। ସ୍ଥାୟୀ ସଦସ୍ୟଙ୍କ ମଧ୍ୟରେ ଆମେରିକା, ରୁୁଷ, ବ୍ରିଟେନ, ଚାଇନା ଏବଂ ଫ୍ରାନ୍ସ ଅଛନ୍ତି। କେବଳ ଚାଇନାକୁ ଛାଡିଦେଲେ ଅନ୍ୟ ଦେଶମାନେ ପାକିସ୍ତାନକୁ ସମର୍ଥନ ଦେଉନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ର ବିଜେତା ହେଲେ ଓଡ଼ିଶାର ଜ୍ୟୋତିର୍ମୟୀ ନାୟକ

ମୁମ୍ବାଇ / ଭୁବନେଶ୍ୱର: ଦେଶର ଅନ୍ୟତମ ଲୋକପ୍ରିୟ ସଙ୍ଗୀତ ଭିତ୍ତିକ ରିଆଲିଟି ସୋ’ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ (Indian Idol Season 16) ର ମୁକୁଟ ଜିତି…

ଭାରତୀୟ ମୁଦ୍ରା କଟକଣା କୋହଳ କଲା ନେପାଳ

ନୂଆଦିଲ୍ଲୀ, ୨୬।୭ : ଭାରତୀୟ ମୁଦ୍ରା ଉପରେ ଥିବା କଟକଣାକୁ କୋହଳ କରି ନେପାଳ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି । ବର୍ତ୍ତମାନ ଭାରତୀୟ ଏବଂ…

ଅଙ୍ଗନୱାଡି କେନ୍ଦ୍ରରେ ତାଲା, ସରକାରୀ ସୁବିଧାରୁ ବଞ୍ଚିତ ହେଲେ ଶିଶୁ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ହାଲୁପାଲି ପଞ୍ଚାୟତ ଅଧୀନ ନିଲଜି ଗ୍ରାମରେ ଭୋଟର ତାଲିକା ସଘନ ସଂଶୋଧନ ବେଳେ ଉପୁଜିଥିବା ଏକ କଥାକୁ…

ଅଧରପଣା ଲାଗି, ମହାପ୍ରଭୁ ଦଧିବାମନଙ୍କ ନୀଳାଦ୍ରି ବିଜେ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ପୀଠରେ ଶ୍ରୀଶ୍ରୀ ଦଧିବାମନ ମହାପ୍ରଭୁଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଆଧାରରେ…

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri