ପାକିସ୍ତାନ ତାଲିବାନ୍‌ କମାଣ୍ଡର କ୍ୱାରି ସଇଫୁଲ୍ଲା ନିହତ

କାବୁଲ, ୩୦।୧୨: ପାକିସ୍ତାନର ତାଲିବାନ୍‌ କମାଣ୍ଡର କ୍ୱାରି ସଇଫୁଲ୍ଲା ମେହସୁଦ୍‌ ଆଫଗାନିସ୍ତାନରେ ନିହତ ହୋଇଛନ୍ତି। ଜଣେ ବନ୍ଧୁକଧାରୀ ତାଙ୍କ ଉପରକୁ ଗୁଳି ଚଳାଇଥିବା କୁହାଯାଉଛି। ଖୋଷ୍ଟ୍‌ ପ୍ରଦେଶର ଗୁଲୋନ୍‌ କ୍ୟାମ୍ପ୍‌ ବାହାରେ ତାଙ୍କୁ ଗୁଳି କରାଯାଇଛି। ଏହି ଆକ୍ରମଣ ହାକ୍କିନି ଗୋଷ୍ଠୀ ନିର୍ଦ୍ଦେଶରେ କରାଯାଇଥିବା ତାଲିବାନ ପକ୍ଷରୁ ସୂଚନା ଦିଆଯାଇଛି। ସଇଫୁଲା ତେହରିକ୍‌-ଇ-ତାଲିବାନ୍‌ ପାକିସ୍ତାନର କମାଣ୍ଡର ଭାବେ ନିଯୁକ୍ତ ହୋଇଥିଲେ। ପୂର୍ବରୁ ତେହରିକ୍‌-ଇ-ତାଲିବାନ୍‌ ପାକିସ୍ତାନର ୩ ଜଣ ସଦସ୍ୟଙ୍କୁ ହାକ୍କିନି ଗୋଷ୍ଠୀ ପକ୍ଷରୁ ହତ୍ୟା କରାଯାଇଥିଲା। ସୂଚନାଯୋଗ୍ୟ ଚଳିତ ବର୍ଷ ତେହରିକ୍‌-ଇ-ତାଲିବାନ୍‌ ପାକିସ୍ତାନ ଦ୍ୱାରା ୭୫ଟି ଆତଙ୍କବାଦୀ ଆକ୍ରମଣ ଘଟଣା ଘଟିଥିବା ଏକ ଅଡ଼ିଓ ମେସେଜ୍‌ରେ କିଛି ଦିନ ତଳେ ସଇଫୁଲ୍ଲା ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କରୋନାଭାଇରସ୍‌ରେ ସଂକ୍ରମିତ ମା’ ଜନ୍ମଦେଲେ ସୁସ୍ଥ ସନ୍ତାନ

ବେଜିଂ,୧୧।୨: ଚାଇନାରେ କରୋନାଭାଇରସ୍‌ ଏବେ ମହାମାରୀର ରୂପ ନେଲାଣି। ଚାଇନା ସହ ଅନ୍ୟ ଦେଶଗୁଡିକରେ ମଧ୍ୟ ଏହା ବ୍ୟାପିବାରେ ଲାଗିଛି। ଚାଇନାରେ ଏବେ ପର୍ଯ୍ୟନ୍ତ ଏଥିରେ...

ଗଗନୟାନ ଇଞ୍ଜିନର ସଫଳ ପରୀକ୍ଷା ପରେ ଏଲୋନ ମସ୍କଙ୍କ ପ୍ରତିକ୍ରିୟା

ନୂଆଦିଲ୍ଲୀ,୧୫।୭: ଦେଶର ସବୁଠୁ ବଡ଼ ମହାକାଶ ମିଶନ ‘ଗଗନୟାନ’ କ୍ଷେତ୍ରରେ ସୋମବାର ପାଦେ ଆଗକୁ ବଢ଼ିଛି ଇସ୍ରୋ। ଭାରତୀୟଙ୍କୁ ମହାକାଶକୁ ପଠାଇବା ପାଇଁ ପ୍ରସ୍ତୁତ ବିକାଶ...

ମିସାଇଲ ମାଡ଼ରେ ୟୁକ୍ରେନରେ ୭ ମୃତ, ୯ ଆହତ

କ୍ୱିଭ,୨୪।୨: ଗୁରୁବାର ସକାଳୁ ୟୁକ୍ରେନର ରାଜଧାନୀ କ୍ୱିଭ ସମେତ ବିଭିନ୍ନ ସହରରେ ରୁଷିଆ କ୍ଷେପଣାସ୍ତ୍ର ମାଡ଼ କରିଛି। ଏଥିରେ ଏପର୍ଯ୍ୟନ୍ତ ୭ ଜଣଙ୍କ ମୃତ୍ୟୁ ହୋଇଥିବା...

ଖୁସି ଖବର, ମିଶ୍ରିତ ଭାକ୍ସିନ୍‌ ଯୋଗୁ ୬ ଗୁଣା ଅଧିକ ଆଣ୍ଟିବଡ଼ି ହେଉଛି ସୃଷ୍ଟି…

ସିଓଲ୍‌,୨୭।୭: ଦକ୍ଷିଣ କୋରିଆର ବୈଜ୍ଞାନିକମାନେ କରୋନା ଟିକାର ମିଶ୍ରିତ ବ୍ୟବହାର ବିଷୟରେ ଖୁସି ଖବର ଦେଇଛନ୍ତି। । ଦୁଇ ଭିନ୍ନ ଡୋଜ୍‌ ନେବା ଦ୍ୱାରା ଶରୀରରେ...

ସିଡ୍‌ନୀରେ ଭାରତୀୟ ନାଗରିକଙ୍କୁ ଗୁଳିକରି ହତ୍ୟା

ସିଡନୀ,୧ ।୩: ଅଷ୍ଟ୍ରେଲିଆର ସିଡନୀରେ ସେଠାକାର ପୋଲିସ ଜଣେ ଭାରତୀୟ ନାଗରିକଙ୍କୁ ଗୁଳିକରି ହତ୍ୟା କରିଥିବା ଜଣାପଡିଛି । ଏହି ଘଟଣା ସିଡନୀର ଏକ ରେଲୱେ...

ଚନ୍ଦ୍ରକୁ ରକେଟ୍‌ ଉତ୍‌କ୍ଷେପଣ ସ୍ଥଗିତ

ଓ୍ବାଶିଂଟନ୍‌, ୩୦ା୮:ଆମେରିକାର ସ୍ପେସ୍‌ ଏଜେନ୍ସି ନାସା ସୋମବାର ଚନ୍ଦ୍ରକୁ ସବୁଠୁ ଶକ୍ତିଶାଳୀ ରକେଟ୍‌ ଉତ୍‌କ୍ଷେପଣ ନିମନ୍ତେ ହୋଇଥିବା ଯୋଜନାକୁ ସ୍ଥଗିତ ରଖିଛି। ଦୁଇ ପର୍ଯ୍ୟାୟର ସ୍ପେସ୍‌...

ସହାୟତା ଲୋଡି ଫ୍ରାନ୍ସ ପହଞ୍ଚିଲେ ୟୁକ୍ରେନ୍ ରାଷ୍ଟ୍ରପତି ଜେଲନସ୍କି

ପ୍ୟାରିସ,୯ ।୨: ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ବର୍ଷେ ପୂରଣ ହେବାକୁ ଯାଉଛି । ହେଲେ ଏବେ ପର୍ଯ୍ୟନ୍ତ ନା ରୁଷିଆ ନା ୟୁକ୍ରେନ୍ କେହି ପଛକୁ ହଟିବାକୁ...

ପାକିସ୍ତାନରେ ୧୨ ବିଦେଶୀ ଆତଙ୍କବାଦୀ ସଙ୍ଗଠନ

ଓ୍ବାଶିଂଟନ, ୨୯।୯: ପାକିସ୍ତାନ ଅନୂ୍ୟନ ୧୨ଟି ବିଦେଶୀ ଆତଙ୍କବାଦୀ ସଂଗଠନକୁ ଆଶ୍ରୟ ଦେଇଥିବା ଆମେରିକା କଂଗ୍ରେସ ପକ୍ଷରୁ ପ୍ରକାଶିତ ରିପୋର୍ଟରେ କୁହାଯାଇଛି। ସେଥିରୁ ଲଶ୍କର-ଇ-ତୋଇବା, ଜୈଶ-ଇ-ମହମ୍ମଦ...

Advertisement
Archives

Model This Week