ପାକିସ୍ତାନ ତିଆରି କଲା ଟାଇଫଏଡ୍‌ ଟୀକା

ଇସଲାମାବାଦ୍‌,୧୬।୧୧: ପାକିସ୍ତାନ ପ୍ରଥମ କରି ଟାଇଫଏଡ୍‌ ଟୀକା ତିଆରି କରିଛି। ୨୦୧୮ରେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଏହାକୁ ସ୍ବୀକୃତି ଦେଇଥିଲା। ୨୦୧୬ରେ ଏଠାରେ ଟାଇଫଏଡ୍‌ରେ ୧୧ ହଜାର ଲୋକଙ୍କ ମୃତ୍ୟୁ ଘଟିଥିଲା। ୨୦୧୭ରେ ଏଠାରେ ଟାଇଫଏଡ୍‌ ସଂକ୍ରମିତଙ୍କ ସଂଖ୍ୟା ୬୩ ପ୍ରତିଶତ ଥିଲା। ସେମାନଙ୍କ ମଧ୍ୟରେ ୫ ବର୍ଷରୁ କମ୍‌ ବୟସ୍କଙ୍କ ସଂଖ୍ୟା ଅଧିକ ଥିଲା। ଏହାକୁ ଦୃଷ୍ଟିରେ ରଖି ପାକିସ୍ତାନ ଟାଇଫଏଡ୍‌ ଟୀକା ପ୍ରସ୍ତୁତି ନେଇ ଗବେଷଣା ଆରମ୍ଭ କରିଥିଲା। ସୂଚନାଯୋଗ୍ୟ, ଭାରତରେ ମଧ୍ୟ ଏଭଳି ଟୀକା ତିଆରି ହୋଇ ସାରିଛି। ଏହା ଟାଇଫଏଡ୍‌ ସଂକ୍ରମିତଙ୍କ ଉପରେ ପ୍ରୟୋଗ କରିବା ଦ୍ୱାରା ବେଶ୍‌ ସଫଳତା ମିଳିପାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ଉପରେ ବଡ଼ ଆକ୍ସନ ନେଲା ଆମେରିକା, ଏହି ପ୍ରୋଜେକ୍ଟ ଉପରେ ଲଗାଇଲା ପ୍ରତିବନ୍ଧକ

ଓ୍ବାଶିଂଟନ,୧୩।୯: ଆମେରିକା ବୈଦେଶିକ ବିଭାଗ ଗୁରୁବାର ପାକିସ୍ତାନ ବିରୋଧରେ ଏକ ବଡ଼ ନିଷ୍ପତ୍ତି ନେଇଛି। ଆମେରିକାର ସ୍ବରାଷ୍ଟ୍ର ବିଭାଗର ମୁଖପାତ୍ର ମାଥ୍ୟୁ ମିଲର କହିଛନ୍ତି ଯେ,...

ପିଏମ ମୋଦିଙ୍କୁ ମନେ ପକାଇଲେ ପୁଟିନ, ଡୋଭାଲଙ୍କ ହାତରେ ପଠାଇଲେ ବଡ଼ ସନ୍ଦେଶ, ପୂରା ଦୁନିଆରେ ହେଉଛି ଚର୍ଚ୍ଚା

ମସ୍କୋ,୧୩।୯: ସମଗ୍ର ବିଶ୍ୱ ଜାଣିଛି ଯେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ଭାରତୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମଧ୍ୟରେ ସମ୍ପର୍କ ବହୁତ ଭଲ। ରୁଷିଆ...

ମହାକାଶରେ ପ୍ରଥମ ପ୍ରାଇଭେଟ୍‌ ସ୍ପେସ୍‌ଓ୍ବାକ୍‌

ଓ୍ବାଶିଂଟନ, ୧୩ା୯:ଆମେରିକୀୟ ମହାକାଶଯାନ ନିର୍ମାତା କମ୍ପାନୀ ‘ସ୍ପେସ୍‌ଏକ୍ସ’ର ‘ପୋଲାରିସ୍‌ ଡନ୍‌’ ମିଶନକୁ ଗୁରୁବାର ସଫଳତା ମିଳିଛି। ପ୍ରଥମ ନନ୍‌ପ୍ରଫେଶ୍‌ନାଲ ଆଷ୍ଟ୍ରନଟ୍‌ ଭାବେ ସ୍ପେସ୍‌ଓ୍ବାକ୍‌ କରି ଆମେରିକୀୟ...

ହାରିସ୍‌ଙ୍କ ପ୍ରଚାରରେ ଓଡ଼ିଆ ପୁଅ ସମୟ

ରାୟଗଡ଼ା,୧୩।୯(ଆଶିଷ ରଞ୍ଜନ ପଣ୍ଡା):ଆମେରିକା ରାଜନୀତିରେ ଓଡ଼ିଆ ପୁଅ ସମୟ ସାହୁ ସକ୍ରିୟ ଭୂମିକା ତୁଲାଉଛନ୍ତି। ସେ ଆମେରିକା ଡେମୋକ୍ରାଟିକ୍‌ ରାଷ୍ଟ୍ରପତି ପ୍ରାର୍ଥୀ କମଲା ହାରିସ୍‌ଙ୍କ ପାଇଁ...

ଶେଷ ହେବ ରୁଷିଆ-ୟୁକ୍ରେନ ଯୁଦ୍ଧ? ପୁଟିନଙ୍କୁ ଭେଟିଲେ ମୋଦିଙ୍କ ଦୂତ

ନୂଆଦିଲ୍ଲୀ/ମସ୍କୋ,୧୨।୯: ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ସେଣ୍ଟ ପିଟର୍ସବର୍ଗର କନଷ୍ଟାଣ୍ଟିନୋଭସ୍କି ପ୍ୟାଲେସରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲଙ୍କ ସହ...

ଅସୁସ୍ଥ ହେଲେ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆ? ହସ୍ପିଟାଲରେ ଭର୍ତ୍ତି

ଢାକା,୧୨।୯: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କୁ ଗୁରୁବାର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ୭୯ ବର୍ଷିୟ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (ବିଏନପି) ଅଧ୍ୟକ୍ଷ...

ଭାରତକୁ ନାଲି ଆଖି ଦେଖାଇଲେ ୟୁନୁସ ସରକାର, କହିଦେଲେ ଏମିତି, ଯାହାକୁ ଶୁଣି…

ଢାକା,୧୨।୯: ବାଂଲାଦେଶର ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ କ୍ଷମତାକୁ ଆସିବା ଦିନଠାରୁ ବାଂଲାଦେଶରେ ଭାରତ ବିରୋଧୀ କାର୍ଯ୍ୟକଳାପ ତୀବ୍ର ହୋଇଛି। ବୁଧବାର ପୁଣି ଥରେ ୟୁନୁସ...

୯/୧୧କୁ ୨୩ ବର୍ଷ: ହାତ ମିଳାଇଲେ ଟ୍ରମ୍ପ୍‌, ହାରିସ୍‌

ଓ୍ବାଶିଂଟନ୍‌,୧୨ା୯: ୨୦୦୧ ସେପ୍ଟେମ୍ବର ୧୧ରେ ଆମେରିକାସ୍ଥିତ ବିଶ୍ୱ ବାଣିଜ୍ୟ ସଙ୍ଗଠନ (ଡବ୍ଲ୍ୟୁଟିଓ)କୁ ଅଲ୍‌-କାଏଦା ଆତଙ୍କବାଦୀମାନେ ଟାର୍ଗେଟ କରିଥିଲେ। ପୂର୍ବ ଉପକୂଳରୁ କାଲିଫର୍ନିଆ ଅଭିମୁଖେ ଯାତ୍ରା କରୁଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri