ପାକିସ୍ତାନ ବିପକ୍ଷରେ ଭାରତର ବିଜୟକୁ ନେଇ ଏମିତି ଟୁଇଟ୍‌ କଲେ ସଲମାନ

ଚଳିତ ଆଇସିସି ବିଶ୍ୱକପର ଏକ ହେଭିଓ୍ବେଟ ମୁକାବିଲାରେ ଭାରତ ୮୯ ରନରେ ପାକିସ୍ତାନକୁ ପରାସ୍ତ କରିଛି। ରୋହିତ ଶର୍ମାଙ୍କ ଶତକ, ଅଧିନାୟକ ବିରାଟ କୋହଲି ଓ ଲୋକେଶ ରାହୁଲଙ୍କ ଅର୍ଦ୍ଧଶତକ ପରେ ବୋଲରଙ୍କ ଚମତ୍କାର ପ୍ରଦର୍ଶନ ଭାରତକୁ ଏହି ବିଜୟ ଆଣି ଦେଇଛି। ଏହି ମହାବିଜୟ ପରେ ଭାରତୀୟ ଦଳକୁ ଚାରିଆଡୁ ଅଭିନନ୍ଦନର ସୁଅ ଛୁଟିଛି। ଏଥିରେ ସାମିଲ ହୋଇଛନ୍ତି ବଲିଉଡ ଷ୍ଟାର୍‌ ସଲମାନ ଖାନ୍‌। ସେ ନିଜ ଟୁଇଟରେ ଫିଲ୍ମ ଭାରତ୍‌ ଷ୍ଟାଇଲ୍‌ ଟିମ୍‌ ଇଣ୍ଡିଆକୁ ଅଭିନନ୍ଦନ ଜଣାଇଛନ୍ତି। ଅଭିନନ୍ଦନ ଟିମ୍‌ ଭାରତ ଲେଖି ସେ ଟୁଇଟ୍‌ କରିଛନ୍ତି। ସୂଚନାଯୋଗ୍ୟ, ନିକଟରେ ସଲମାନ ଏବଂ କ୍ୟାଟ୍ରିନାଙ୍କ ଅଭିନୀତ ଫିଲ୍ମ ‘ଭାରତ୍‌’ ରିଲିଜ୍‌ ହୋଇଥିଲା। ଯାହା ବକ୍ସ ଅଫିସ୍‌ରେ ହିଟ୍‌ ସାବ୍ୟସ୍ତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୧୨ ଦିନ ଗାଧୋଇ ନ ଥିଲେ ଅମିର ଖାଁ, କାରଣ ଜାଣିଲେ…

ବଲିଉଡର କଳାକାରମାନେ ସେମାନଙ୍କ ଚରିତ୍ରକୁ ସଫଳ କରିବା ପାଇଁ କଠିନ ପରିଶ୍ରମ କରିଥାନ୍ତି। ଏଥିମଧ୍ୟରୁ ଅମିର ଖାଁ ଅନ୍ୟତମ। ‘ଥ୍ରି ଇଡିଅଟ୍ସ’, ‘ଦଙ୍ଗଲ’ ଭଳି ଅନେକ...

ଖଳନାୟକ ଅଂଶୁମାନ

କଥାରେ ଅଛି-ଏ ମନ ଖୋଜୁଥାଏ ଯାହା କାଳେ ପ୍ରାପତ ହୁଏ ତାହା। ଦେଖୁନାହାନ୍ତି ଅଂଶୁମାନ ସାମନ୍ତରାୟ ଯାହା ଚାହୁଁଥିଲେ ତାହା ତାଙ୍କୁ ମିଳିଯାଇଛି। ଲକ୍‌ଡାଉନ ପରେ...

ସଲମାନଙ୍କୁ ଡେଙ୍ଗୁ

ମୁମ୍ବାଇ,୨୨।୧୦: ଅସୁସ୍ଥ ଅଛନ୍ତି ବଲିଉଡ ଭାଇଜାନ ସଲମାନ ଖାନ୍‌। ସେ ଡେଙ୍ଗୁ ଜ୍ୱରରେ ଆକ୍ରାନ୍ତ ହୋଇଥିବା ଜଣାପଡିଛି। ଡାକ୍ତରଙ୍କ ପରାମର୍ଶ କ୍ରମେ ଘରେ ଚିକିତ୍ସିତ ହେଉଛନ୍ତି।...

ସୋନୁଙ୍କୁ ସ୍ପାଇସ୍‌ଜେଟ୍‌ର ସାଲ୍ୟୁଟ୍‌

ନୂଆଦିଲ୍ଲୀ: କରୋନା ସଙ୍କଟ କାଳରେ ଅସୁବିଧାରେ ପଡ଼ିଥିବା ଅନେକ ଲୋକଙ୍କୁ ସହାୟତାର ହାତ ବଢ଼ାଇ ଅଭିନେତା ସୋନୁ ସୁଦ୍‌ ଉଦାହରଣ ପାଲଟିଛନ୍ତି। ସୋନୁଙ୍କର ଏହି ମହନୀୟ...

‘ଲକ୍‌ଅପ୍‌’ ୱିନରଙ୍କୁ କଙ୍ଗନାଙ୍କ ଯାଦୁ କି ଝପ୍ପି

ମୁମ୍ବାଇ: ଶୋ’ ଲକ୍‌ଅପ୍ ଆରମ୍ଭରୁ ଆଜି ପର୍ଯ୍ୟନ୍ତ ଥିଲା ଖୁବ୍ ଚର୍ଚ୍ଚାରେ । ପ୍ରତିଦିନ କଣ୍ଟେଷ୍ଟାଣ୍ଟଙ୍କ ସମ୍ପର୍କରେ ନୂଆ ନୂଆ କଥା ଜାଣିବାକୁ ମିଳୁଥିଲା ।...

ହଲ୍‌ ଛାତରେ ନାଚିଲେ କ୍ରିତି

ମୁମ୍ବାଇ: ନିଜର ଅପ୍‌କମିଂ ଫିଲ୍ମ ‘ଭେଡିଆ’ର ପ୍ରମୋଶନ୍‌ରେ ଏବେ ବ୍ୟସ୍ତ ବଲିଉଡ୍‌ ଅଭିନେତ୍ରୀ କ୍ରିତି ସାନନ୍‌। ଶୁକ୍ରବାର ଫିଲ୍ମର ପ୍ରମୋଶନ୍‌ କରିବା ସମୟରେ କ୍ରିତି ମୁମ୍ବାଇର...

ଆଜି ଜମିବ ବିଗ୍‌ବସ୍‌-୧୫

ମୁମ୍ବାଇ: ଅକ୍ଟୋବର ୨ ଅର୍ଥାତ୍‌ ଆଜିଠାରୁ ଆରମ୍ଭ ହେବ ଲୋକପ୍ରିୟ ଶୋ’ ବିଗ୍‌ବସ-୧୫ର ପ୍ରିମୟର। ସଲମାନ ଖାନ୍‌ ଏବଂ ରଣବୀର ସିଂଙ୍କୁ ଶୋ’ରେ ମଜା କରୁଥିବାର...

ଉଦ୍ଧବ ସରକାର ମହାବିନାଶକାରୀ : କଙ୍ଗନା

ମୁମ୍ବାଇ: ମହାରାଷ୍ଟ୍ରର ଉଦ୍ଧବ ଠାକରେ ସରକାରଙ୍କ ବିରୋଧରେ ପୂର୍ବରୁ ସ୍ୱର ଉଠାଇଥିବା ବଲିଉଡ୍ ନାୟିକା କଙ୍ଗନା ରାନାୱତ ପୁଣିଥରେ ଠାକରେଙ୍କ ଉପରେ ଖପ୍ପା ହୋଇଛନ୍ତି ।...

Advertisement
Archives

Model This Week