Posted inଜାତୀୟ

ପାକିସ୍ତାନ ଯିବା ପାଇଁ ବୈଦେଶିକ ମନ୍ତ୍ରଣାଳୟକୁ ତୃତୀୟ ଚିଠି ଲେଖିଲେ ସିଦ୍ଧୁ

ଚଣ୍ଡିଗଡ଼,୭।୧୧: ପଞ୍ଜାବର ପୂର୍ବତନ ମନ୍ତ୍ରୀ ତଥା କଂଗ୍ରେସ ନେତା ନବଜୋତ ସିଂହ ସିଦ୍ଧୁ ଗୁରୁବାର ବିଦେଶ ମନ୍ତ୍ରଣାଳୟକୁ ତୃତୀୟ ଚିଠି ଲେଖିଛନ୍ତି। ଏହି ଚିଠି ମାଧ୍ୟମରେ କରତ୍ତାରପୁର କରିଡର ସମାରୋହରେ ସାମିଲ ହେବାକୁ ପାକିସ୍ତାନ ଯିବା ପାଇଁ ସେ ଅନୁମତି ମାଗିଛନ୍ତି। ସୂଚନାଯୋଗ୍ୟ, କରତ୍ତାରପୁର କରିଡର ସମାରୋହ ପାଇଁ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ସିଦ୍ଧୁଙ୍କୁ ଆମନ୍ତ୍ରଣ କରିଥିଲେ। ପୂର୍ବରୁ ଏନେଇ ବୈଦେଶିକ ମନ୍ତ୍ରୀ ଏ.ସ୍‌ ଜୟଶଙ୍କରଙ୍କୁ ସିଦ୍ଧୁ ଚିଠି ଲେଖିଥିବା ବେଳେ କୌଣସି ଜବାବ ମିଳି ନ ଥିଲା। ତେବେ ତୃତୀୟ ଚିଠିରେ ସେ ଉଲ୍ଲେଖ କରିଛନ୍ତି ଯେ, ଉଦ୍‌ଘାଟନରେ ଯିବା ପାଇଁ ବାରମ୍ବାର ସରକାରଙ୍କୁ ଅବଗତ କରାଇଥିବା ବେଳେ ତାଙ୍କ ପକ୍ଷରୁ କୌଣସି ଜବାବ ଆସୁନାହିଁ। ସେ ଉଦ୍‌ଘାଟନରେ ସାମିଲ ହେବେ ନା ନାହିଁ ସେନେଇ ସରକାର ସ୍ପଷ୍ଟ କରନ୍ତୁ ବୋଲି ସେ ଚିଠିରେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷାରେ ସୂର୍ଯ୍ୟମନ୍ଦିରର ଦୃଶ୍ୟ ଶେୟାର କଲେ ମୋଦି

ନୂଆଦିଲ୍ଲୀ, ୨୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜ ଟୁଇଟର ଆକାଉଣ୍ଟରେ ବର୍ଷାର ଏକ ଭିଡିଓ ଶେୟାର କରିଛନ୍ତି। ଏହି ଭିଡିଓରେ ବର୍ଷା ସମୟରେ ଗୁଜରାଟର ମୋଢେରା...

ପଶ୍ଚିମବଙ୍ଗ ଜୟ ଯୋଜନା: ଭାଜପା ଗଠନ କଲା ୫ ଜଣିଆ ଟିମ୍‌

କୋଲକାତା,୧୮।୧୧: ଭାଜପା ଏବେ ପଶ୍ଚିମବଙ୍ଗ ଜୟ ଯୋଜନା କରିଛି। ଏଥି ପାଇଁ ଦଳ ପକ୍ଷରୁ ୫ ଜଣିଆ ଟିମ୍‌ ଗଠନ କରାଯାଇଛି। ଟିମ୍‌ ସଦସ୍ୟମାନେ ରାଷ୍ଟ୍ରୀୟ...

ତ୍ରୟମ୍ବକେଶ୍ୱର ମନ୍ଦିରରେ ପଶିଲା ବନ୍ୟାଜଳ

ନାସିକ,୪।୮: ମହାରାଷ୍ଟ୍ରରେ ଚଳିତ ବର୍ଷ ବନ୍ୟାରେ ସ୍ଥିତି ଗମ୍ଭିର ହୋଇଛି। ଏଠାକାର ଅଧିକାଂଶ ଅଞ୍ଚଳ ଜଳମଗ୍ନ ହୋଇଥିବା ବେଳେ ମୁମ୍ବାଇ ସହର ଏବେବି ଜଳବନ୍ଦୀ ହୋଇ...

ଶିରୋମଣି ଅକାଳି ଦଳର ନେତା ନିର୍ବାଚିତ ହେଲେ ସୁଖବୀର

ଚଣ୍ଡିଗଡ଼,୧୪।୧୨: ସର୍ବସମ୍ମତି କ୍ରମେ ଶନିବାର ଶିରୋମଣି ଅକାଳି ଦଳର ଅଧ୍ୟକ୍ଷ ଭାବେ ସୁଖବୀର ସିଂ ବାଦଲଙ୍କୁ ପୁଣିଥରେ ନିର୍ବାଚିତ କରାଯାଇଛି। ବହୁବାର ପଞ୍ଜାବର ମୁଖ୍ୟମନ୍ତ୍ରୀ ଥିବା...

ଅଣ ମୁସଲମାନ୍‌ଙ୍କ ପାଇଁ ଖୋଲିଲା ମୋଦି ମସଜିଦ୍‌

ବଙ୍ଗୋଲୁରୁ,୨୧।୧: କର୍ନାଟକର ବେଙ୍ଗାଲୁରୁର ଟସ୍କର ଟାଉନରେ ଥିବା ମୋଦି ଅବଦୁଲ୍‌ ଗଫୁର ମସଜିଦ୍‌କୁ ଅଣ ମୁସଲମାନଙ୍କ ପାଇଁ ଖୋଲା ଯାଇଛି। ୧୭୦ ବର୍ଷ ମଧ୍ୟରେ ପ୍ରଥମ...

ମଦ ମୃତ୍ୟୁ ନେଇ ଶିବରାଜଙ୍କ ଚିନ୍ତା ବଢ଼ିଲା

ଭୋପାଳ,୧୨।୧: ମଧ୍ୟପ୍ରଦେଶ ମୋରେନା ଜିଲାରେ ବିଷାକ୍ତ ମଦ ପିଇ ୧୦ ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ନେଇ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନଙ୍କ ଚିନ୍ତା ବଢ଼ିବାରେ...

ଜମ୍ମୁ-କଶ୍ମୀରରେ ସନ୍ଦିଗ୍ଧଙ୍କୁ ଦେଖି ଆଲର୍ଟରେ ସୁରକ୍ଷାକର୍ମୀ

ଶ୍ରୀନଗର,୨।୧୦: ଜମ୍ମୁ-କଶ୍ମୀରରେ ଅଶାନ୍ତି ସୃଷ୍ଟି କରିବା ପାଇଁ ଭାରତରେ ଅନୁପ୍ରବେଶ ଲାଗି ଉଦ୍ୟମ ଚଳାଇଛି ପାକିସ୍ତାନ। ବୁଧବାର ଉଧମପୁର ଅଞ୍ଚଳରେ କିଛି ସନ୍ଦିଗ୍ଧଙ୍କୁ ଦେଖିବାକୁ ମିଳିଛି।...

ଭାଜପାରେ ସାମିଲ ହେବା ପୂର୍ବରୁ ପୂର୍ବତନ ଜେଡିଏସ ନେତାଙ୍କୁ ନିର୍ମମ ହତ୍ୟା

ବେଙ୍ଗାଲୁରୁ,୧୬।୧୧: କର୍ନାଟକରେ ପୂର୍ବତନ ଜେଡିଏସ ନେତା ମଲ୍ଲିକାର୍ଜୁନ ମୁଥିଆଲଙ୍କୁ ନିର୍ମମ ହତ୍ୟା କରାଯାଇଛି। ହତ୍ୟାକାଣ୍ଡର ଗୋଟିଏ ଦିନ ପୂର୍ବରୁ ମୁଥିଆଲ ଏକ କାର୍ଯ୍ୟକ୍ରମରେ ଭାଗ ନେଇଥିଲେ।...

Advertisement
Archives

Model This Week