ପାକିସ୍ତାନ ଯୁଦ୍ଧ ବିମାନ ଏଫ୍‌-୧୬ ଦୁର୍ଘଟଣା ଗ୍ରସ୍ତ: ପାଇଲଟ ମୃତ

ଇସଲାମାବାଦ୍‌, ୧୧।୩: ପାକିସ୍ତାନର ଯୁଦ୍ଧ ବିମାନ ଏଫ୍‌-୧୬ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଏଥିରେ ପାଇଲଟ ଓ୍ବିଙ୍ଗ୍‌ କମାଣ୍ଡର ନୌମାନ ଅକରମ୍‌ଙ୍କ ମୃତ୍ୟୁ ଘଟିଛି। ମାର୍ଚ୍ଚ ୨୩ରେ ପାକିସ୍ତାନ ଦିବସ ପାଳନ ଅବସରରେ ହେବାକୁ ଥିବା ପରେଡ଼ ଲାଗି ଯୁଦ୍ଧ ବିମାନଟି ଅଭ୍ୟାସ କରୁଥିବା ପାକିସ୍ତାନ ବାୟୁସେନା ପ୍ରବକ୍ତା ସୂଚନା ଦେଇଛନ୍ତି। ବିମାନଟି ଇସଲାମାବାଦ୍‌ର ଶକରପେରିଅନ୍‌ ନିକଟରେ ଦୁର୍ଘଟଣା ଗ୍ରସ୍ତ ହୋଇଛି। ପାକିସ୍ତାନ ବାୟୁସେନା ପକ୍ଷରୁ ଏହାର ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାମେରା ଆଗରେ ରିପୋର୍ଟରକୁ ଲୁଟିଲେ

କ୍ୱିଟୋ,୨୦।୨: ଜଣେ ରିପୋର୍ଟର ଓ ଟିଭି କ୍ରୁ ମେମ୍ବରଙ୍କୁ ବନ୍ଧୁକ ମୁନରେ ଲୁଟିଛନ୍ତି। ତାହା ପୁଣି ଲାଇଭ କ୍ୟାମେରା ଆଗରେ। ଇକ୍ୱାଡରରେ ଘଟିଥିବା ଏହି ଅବିଶ୍ୱସନୀୟ...

ନିୟମରେ ବଡ଼ ପରିବର୍ତ୍ତନ: ବିବାହ ପୂର୍ବରୁ ଏକାଠି ରହିପାରିବେ ପ୍ରେମୀ ଯୁଗଳ

ସମୟ ଅନୁସାରେ ସବୁକିଛି ପରିବର୍ତ୍ତିତ ହୋଇଥାଏ। ଗୋଟିଏ ସମୟ ପରେ ସବୁ ଜିନିଷର ପରିବର୍ତ୍ତନ ଅପରିହାର୍ଯ୍ୟ। ଏମିତି ଏକ ପରିବର୍ତ୍ତନ ଦେଖିବାକୁ ମିଳିଛି କଠୋରପନ୍ଥି ଦେଶ...

‘ଓମିକ୍ରନ ଦ୍ବାରା ପ୍ରତ୍ୟେକ ପରିବାର ପ୍ରଭାବିତ ହେବେ’

ନ୍ୟୁୟର୍କ,୨୨ା୧୨: ମାଇକ୍ରୋସଫ୍ଟର ପ୍ରତିଷ୍ଠାତା ତଥା ବିଶ୍ୱର ଧନୀ ଭାବରେ ଜଣାଶୁଣା ବିଲ୍‌ ଗେଟ୍‌ସ କରୋନା ମହାମାରୀକୁ ନେଇ ବିଶ୍ବକୁ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି, କରୋନାର...

ବିମାନ ଆକ୍ରମଣରେ ତାଲିବାନ୍‌ କମାଣ୍ଡର ମୃତ

ଲୋଗାର,୧୦।୧୧: ଆଫଗାନିସ୍ତାନର ସେଣ୍ଟ୍ରାଲ ଲୋଗାର ଅଞ୍ଚଳରେ ରବିବାର ଆଫଗାନ ସେନାଙ୍କ ଦ୍ୱାରା କରାଯାଇଥିବା ବିମାନ ଆକ୍ରମଣରେ ତାଲିବାନ କମାଣ୍ଡରଙ୍କ ମୃତ୍ୟୁ ହୋଇଛି। ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ...

କରୋନା ଟିକା ନେବାକୁ ଚାହୁଁନାହାନ୍ତି ଏହି ଦେଶର ଲୋକେ

ଓ୍ବାଶିଂଟନ,୨୫ା୧୨: ଆମେରିକାରେ କରୋନା ଟିକାକରଣ ଅଭିଯାନ ଦ୍ରୁତ ଗତିରେ ବଢ଼ିଚାଲିଛି। କୁହାଯାଉଛି, ଏ ପର୍ଯ୍ୟନ୍ତ ୧୦ ଲକ୍ଷରୁ ଅଧିକ ଲୋକଙ୍କୁ କରୋନା ଟିକା ଦିଆଯାଇଛି। ଏଠାରେ...

ରାଜନୈତିକ ଚାପ ଆଗରେ ନୋଇବେନି ଆମେରିକା ଔଷଧ କମ୍ପାନୀ: ସୁରକ୍ଷା ପ୍ରମାଣ ପରେ ଆସିବ କରୋନା ଟୀକା

ଓ୍ବାଶିଂଟନ/ନୂଆଦିଲ୍ଲୀ, ୬।୯: ଆମେରିକାରେ ନଭେମ୍ବର ୩ରେ ରାଷ୍ଟ୍ରପତି ନିର୍ବାଚନ ହେବାକୁ ଯାଉଛି। ଶୀଘ୍ର କରୋନା ଟୀକା ବଜାରକୁ ଆଣିବା ପାଇଁ ରାଜନୈତିକ ଦଳ ପକ୍ଷରୁ ଉଦ୍ୟମ...

ଜଳବାୟୁ ପରିବର୍ତ୍ତନ ମୁକାବିଲା ଜରୁରୀ

ନୂଆଦିଲ୍ଲୀ/ନ୍ୟୁୟର୍କ,୨୧ା୯: ଜଳବାୟୁ ପରିବର୍ତ୍ତନ ସଙ୍କଟ ମୁକାବିଲାରେ ବିଫଳତାକୁ ନେଇ ଚିନ୍ତିତ ଓ ଭବିଷ୍ୟତକୁ ନେଇ ଉତ୍କଣ୍ଠିତ ଅଗଣିତ ସ୍ବଳ୍ପବୟସ୍କ ଛାତ୍ରୀଛାତ୍ର ରାଜରାସ୍ତାକୁ ଓହ୍ଲାଇଛନ୍ତି। ଶୁକ୍ରବାର ଏଭଳି...

ଆମେରିକାକୁ ପ୍ରତ୍ୟର୍ପିତ ହେବେ ଆସେଞ୍ଜ

ଲଣ୍ଡନ, ୨୧ା୪: ଓ୍ବିକିଲିକ୍ସ ପ୍ରତିଷ୍ଠାତା ଜୁଲିଆନ୍‌ ଆସେଞ୍ଜଙ୍କୁ ଆମେରିକା ପ୍ରତ୍ୟର୍ପଣ ନିମନ୍ତେ ବ୍ରିଟେନ୍‌ର ଏକ କୋର୍ଟ ବୁଧବାର ନିର୍ଦ୍ଦେଶ ଦେଇଛନ୍ତି। ଏହା ଉପରେ ଚୂଡ଼ାନ୍ତ ନିଷ୍ପତ୍ତି...

Advertisement
Archives

Model This Week