ପାକିସ୍ତାନ ରେଳମନ୍ତ୍ରୀଙ୍କୁ କରୋନା

ଇସ୍‌ଲାମାବାଦ୍‌,୮।୬: ସାରା ବିଶ୍ୱ କରୋନା କବଳରୁ ବର୍ତ୍ତି ପାରି ନ ଥିବା ବେଳେ ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଇତିମଧ୍ୟରେ ପାକିସ୍ତାନର ରେଳମନ୍ତ୍ରୀ ଶେଖ ରସିଦ ଅହମ୍ମଦ କରୋନା ପଜିଟିଭ୍‌ ହୋଇଥିବା ଜଣାପଡ଼ିଛି। ସୋମବାର ଏନେଇ ରେଲଓ୍ବେ ମନ୍ତ୍ରଣାଳୟ ପକ୍ଷରୁ ବୟାନ ଜାରି କରାଯାଇଛି। ଶେଖ ରସିଦଙ୍କ ନିକଟରେ କରୋନାର କୌଣସି ଲକ୍ଷଣ ଦେଖାଯାଇ ନ ଥିବା ବେଳେ ରିପୋର୍ଟରେ କିନ୍ତୁ କରୋନା ପଜିଟିଭ୍‌ ବାହାରିଥିଲା। ରିପୋର୍ଟ ଆସିବା ପରେ ସେ ୨ସପ୍ତାହ ପାଇଁ ସେଲ୍ଫ ଆଇସୋଲେଶନ୍‌ରେ ରହିବେ ବୋଲି ସୂଚନା ରହିଛି। ସୂଚନାଯୋଗ୍ୟ, ପାକିସ୍ତାନରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ଲକ୍ଷ ୧ହଜାର ୧୭୩କୁ ଟପିଛି। ସେଥିମଧ୍ୟରୁ ୩୩ହଜାର ୪୬୫ଲେ ସୁସ୍ଥ ଓ ୨୦୨୩ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉପଯୁକ୍ତ ଜୀବନସାଥୀ ଖୋଜିବାକୁ ଚାଇନାରେ ଚାଲିଲା ସ୍ବତନ୍ତ୍ର ଲଭ୍‌ ଟ୍ରେନ୍‌

ବେଜିଂ,୩୧।୮: ଚାଇନାରେ ଆମେ ଦୁଇ ଆମର ଏକ ନୀତି ଏବେ ଚାଇନା ବାସୀଙ୍କୁ ଅଡୁଆରେ ପକାଇଛି। କାରଣ ଏଠାରେ ଏବେ ଅନେକ ଯୁବତୀ ଯୁବକ ଅବିବାହିତ...

ଆମେରିକାରେ ତାଣ୍ଡବ ରଚିଛି ‘ଇୟାନ’, ସଡ଼କ ଜଳମଗ୍ନ, ହସ୍ପିଟାଲର ଛାତ ଉଡିଲା, ଫ୍ଲୋରିଡାରେ ବନ୍ୟା, ବିଜୁଳି ସଙ୍କଟ

ସେଣ୍ଟ ପିଟର୍ସବର୍ଗ,୩୦ ।୯: ଘୂର୍ଣ୍ଣିଝଡ଼ ‘ଇୟାନ’ ଆମେରିକାରେ ତାଣ୍ଡବ ରଚିଛି । ଏହାର ପ୍ରଭାବରେ ଫ୍ଲୋରିଡାରେ ବନ୍ୟା ସହ ବଜୁଳି ସଙ୍କଟ ଦେଖାଦେଇଛି । ଷ୍ଟେକ...

ପାକିସ୍ତାନ ଆଙ୍କବାଦୀ ସଂଗଠନର ଘର: ନିକ୍କି ହେଲି…

ଓ୍ବାଶିଂଟନ,୨।୩ : ଆମେରିକା ରାଷ୍ଟ୍ରପତି ପଦ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଘୋଷଣା କରିଥିବା ରିପବ୍ଲିକାନ ପାର୍ଟି ନେତା ନିକ୍କି ହେଲି ପାକିସ୍ତାନକୁ ଟାର୍ଗେଟ କରିବା ଜାରି...

ବିବାହ ଉତ୍ସବରେ ନାଚୁଥିବା ଯୁବତୀଙ୍କୁ ଗୋଇଠା ମାଡ: ଭାଇରାଲ ହେଉଛି ଭିଡିଓ

ଇସ୍‌ଲାମାବାଦ,୩୦।୬: ପାକିସ୍ତାନରେ ମହିଳାଙ୍କ ଉପରେ ହେଉଥିବା ଅତ୍ୟାଚାର କମିବାର ଦେଖାଯାଉନାହିଁ। ଏବେ ସୋସିଆଲ ମିଡିଆରେ ଏମିତି ଏକ ଭିଡ଼ିଓ ଭାଇରାଲ ହେଉଛି ଯାହାକୁ ଦେଖିବା ପରେ...

ରାଜ୍ୟରୁ ପୁଣି ଜଣଙ୍କ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ରାଜ୍ୟରେ ରବିବାର କରୋନା ଆଉ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୪୩୪କୁ ବୃଦ୍ଧି ପାଇଛି। ମୃତକ ଜଣକ ଭଦ୍ରକ ଜିଲାର।...

ସୋମବାର ସପ୍ତାହର ଖରାପ ଦିନ, ଗିନିଜ୍‌ ବୁକ୍‌ ପକ୍ଷରୁ ଘୋଷଣା…

ନୂଆଦିଲ୍ଲୀ/ଲଣ୍ଡନ,୧୮।୧୦ : ସୋମବାର ସପ୍ତାହର ସବୁଠାରୁ ଖରାପ ଦିନ ବୋଲି ଗିନିଜ ୱାଲର୍‌ଡ ରେକର୍ଡ ଆନୁଷ୍ଠାନିକ ଭାବେ ଘୋଷଣା କରିଛି। ସୋମବାର ଦିନ ଗିନିଜ ବୁକ...

ବିଶ୍ୱର ବୟସ୍କ ବ୍ୟକ୍ତିଙ୍କ ପରଲୋକ

ମାଡ୍ରିଡ୍‌,୨୦।୧(ବ୍ୟୁରୋ): ବିଶ୍ୱର ବୟସ୍କ ବ୍ୟକ୍ତିର ମାନ୍ୟତା ପାଇଥିବା ୧୧୨ବର୍ଷୀୟ ସ୍ପେନୀୟ ବ୍ୟକ୍ତି ସାଣ୍ଟିଆଗୋ ଡେ ଲା ଫୁଏଣ୍ଟଙ୍କ ମଙ୍ଗଳବାର ପରଲୋକ ଘଟିଛି। ଉତ୍ତରପଶ୍ଚିମ ସ୍ପେନର ନିକ...

କବକ ସଂକ୍ରମଣରୁ ସୁରକ୍ଷିତ କୁମ୍ଭୀର: ଡିଫେନସିନ୍ସ ପ୍ରୋଟିନରୁ ମଣିଷ ପାଇଁ ବିକଶିତ ହେବ ଔଷଧ…

ମେଲବୋର୍ନ,୧୨।୩ : ବିଭିନ୍ନ ପ୍ରଜାତିର କୁମ୍ଭୀର ପୃଥିବୀରେ ଲକ୍ଷ ଲକ୍ଷ ବର୍ଷ ଧରି ବାସ କରିଆସୁଛନ୍ତି ଏବଂ ଏହି ଯାତ୍ରାରେ ସେମାନେ ଏକ ବିଶେଷ ଉପାୟରେ...

Advertisement
Archives

Model This Week