ପାକିସ୍ତାନ ସୈନ୍ୟ ବାହିନୀରେ ବଡ଼ ଧରଣର ଅଦଳବଦଳ

ଇସଲାମାବାଦ୍‌,୨୬।୧୧: ପାକିସ୍ତାନ ସୈନ୍ୟ ବାହିନୀରେ ବଡ଼ ଧରଣର ଅଦଳବଦଳ କରାଯାଇଛି। ଲ୍ୟୁଟନାଟ୍‌ ଜେନେରାଲ ସାହିର୍‌ ଶମ୍‌ଶାଦ୍‌ ମିର୍ଜାଙ୍କୁ ନୂଆ ଚିଫ୍‌ ଅଫ୍‌ ଜଏଣ୍ଟ୍‌ ଷ୍ଟାପ୍‌ ଭାବେ ନିଯୁକ୍ତ କରାଯାଇଛି। ସେହିପରି ମେଜର ଜେନେରାଲ ଅଲି ଆମିର ଅଓ୍ବାନ ଏବଂ ମହମ୍ମଦ ସଇଦ୍‌ ଲ୍ୟୁଟ୍‌ନାଟ୍‌ ଜେନେରାଲ ନିଯୁକ୍ତ ହୋଇଛନ୍ତି। ଲ୍ୟୁଟ୍‌ନାଟ୍‌ ଜେନେରାଲ ନଦିମ୍‌ ଜକି ମଞ୍ଜ୍‌ଙ୍କୁ ରଣନୀତି ଯୋଜନା ଡିଭିଜନ୍‌ର ମହାନିର୍ଦ୍ଦେଶକ ନିଯୁକ୍ତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘୋଡାର ବାରିକ ସାଜିଛନ୍ତି ମେଲୋଡି ହାମ୍ସ

୩୦ ବର୍ଷୀୟା ମେଲୋଡି ହାମ୍ସ ଏବେ ଅଶ୍ୱଙ୍କର କେଶ କାଟିବାକୁ ନେଇ ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ପଶୁଙ୍କ କେଶକୁ କାଟି ତାଙ୍କ ଶରୀରରେ ସେ ସୁନ୍ଦର...

ବିସ୍ତାରବାଦ ବିରୋଧରେ ଏକାଠି ହେବାକୁ ଆହ୍ବାନ

ଜାତିସଂଘ, ୨୬।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଜାତିସଂଘର ୭୬ତମ ସାଧାରଣ ସଭାରେ ଉଦ୍‌ବୋଧନ ଦେଇ ଆତଙ୍କବାଦକୁ ରାଜନୈତିକ କରିଥିବା ରାଷ୍ଟ୍ରଗୁଡ଼ିକୁ ସମାଲୋଚନା କରିବା ସହ...

ଆଫଗାନିସ୍ତାନରେ ଚଳିତ ବର୍ଷ ପ୍ରାୟ ୪ ଲକ୍ଷ ଲୋକ ହୋଇଛନ୍ତି ବିସ୍ଥାପିତ: ଜାତିସଂଘ

କାବୁଲ,୧୩।୮: ଆଫଗାନିସ୍ତାନରେ ତାଲିବାନ ତା’ର ଆଧିପତ୍ୟ ବିସ୍ତାର କରି ଗୋଟିଏ ପରେ ଗୋଟିଏ ଗୁରୁତ୍ୱପୂର୍ଣ୍ଣ ସହରକୁ ଦଖଲ କରି ଏବେ ସଂଗଠନ ରାଜଧାନୀ କାବୁଲ ଅଭିମୁଖେ...

ପାକିସ୍ତାନର ଉତ୍ତର ୱଜିରିସ୍ତାନରେ ଆତ୍ମଘାତି ବିସ୍ଫୋରଣ, ୩ ସୁରକ୍ଷାକର୍ମୀଙ୍କ ସମେତ ୬ ମୃତ

ଇସଲାମାବାଦ,୧୫ ।୫: ଭାରତ ବିରୋଧରେ ଆତଙ୍କବାଦର ମଞ୍ଜି ବୁଣୁଥିବା ପାକିସ୍ତାନ ଏବେ ନିଜେ ସେହି ନିଆଁରେ ଜଳି ପୋଡି ପାଉଁଶ ହେଉଛି । ଉତ୍ତର ୱଜିରିସ୍ତାନର...

ଲୋକଙ୍କ ମଧ୍ୟରେ ଭୟ ସୃଷ୍ଟି କରୁଛି କଳା ପଲିଥିନରେ ଥିବା କରୋନା ସଂକ୍ରମିତଙ୍କ ମୃତଦେହ!

ମସ୍କୋ,୧ ।୧୧: ରୁଷିଆରେ କରୋନା ସଂକ୍ରମଣର ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ ହୋଇ ଯାଇଛି । ଯାହା ପୂର୍ବାପେକ୍ଷା ଅଧିକ ବୋଲି ଅନୁମାନ କରାଯାଉଛି । ଶୁକ୍ରବର...

ବାଇଡେନ୍‌ଙ୍କ କ୍ୟାବିନେଟରେ ସାମିଲ ହୋଇପାରନ୍ତି କେତେଜଣ ଭାରତୀୟ ମୂଳ ବାସିନ୍ଦା

ୱାଶିଂଟନ,୧୯ ।୧୧: ଆମେରିକାରେ ଏବେ ନୂଆ ରାଷ୍ଟ୍ରପତିଙ୍କ ଶାସନ ଆରମ୍ଭ ହେବାକୁ ଯାଉଛି । ରାଷ୍ଟ୍ରପତି ଭାବେ ଜୋ ବାଇଡେନ୍ ଓ ଉପରାଷ୍ଟ୍ରପତି ଭାବେ କମଲା...

ଚାଇନା ସାଗରରେ ଟ୍ରାଫିକ୍‌ ଜାମ୍‌…

ବେଜିଂ, ୨୦।୪ : ଚାଇନାରେ କରୋନା ପୁଣି କରୋନା ସଂକ୍ରମଣ ଯୋଗୁ ଏହାର ଆର୍ଥିକ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ରାଜଧାନୀ ସାଂଘାଇରେ ସର୍ବାଧିକ...

ମହିଳା ମନ୍ତ୍ରଣାଳୟ ହେଲା ପାପ-ପୁଣ୍ୟ ମନ୍ତ୍ରଣାଳୟ

କାବୁଲ୍‌, ୧୮।୯: ଆଫଗାନିସ୍ତାନର ତାଲିବାନ୍‌ ସରକାର ମହିଳା ମନ୍ତ୍ରଣାଳୟ ନାଁ ବଦଳାଇ ଏହାକୁ ‘ପାପ-ପୁଣ୍ୟ’ ମନ୍ତ୍ରଣାଳୟ ଭାବେ ନାମିତ କରିଛନ୍ତି। ସରକାରୀ ମନ୍ତ୍ରଣାଳୟରେ ପୁରୁଷଙ୍କ ସହ...

Advertisement
Archives

Model This Week