Posted inଖେଳ

ପାକିସ୍ତାନ ହକିର ସହାୟତା ଲାଗି ଆଗେଇ ଆସିଲେ ଅଭିନେତ୍ରୀ ମଓ୍ବେିଶ

କରାଚୀ,୩।୮(ପିଟି)- ଲୋକପ୍ରିୟ ପାକିସ୍ତାନୀ ଅଭିନେତ୍ରୀ ମଓ୍ବେିଶ ହୟାତ ଦେଶରେ ଫିଲ୍ଡ ହକିକୁ ଉଜ୍ଜୀବିତ ରଖିବା ପାଇଁ ପ୍ରୟାସ ଆରମ୍ଭ କରିଛନ୍ତି। ହୟାତ ସ୍ଥାନୀୟ ଅବଦୁଲ ସତ୍ତାର ଇଧି ହକି ଷ୍ଟାଡିୟମଠାରେ ଚାଲିଥିବା ଜାତୀୟ ଚାମ୍ପିୟନଶିପବେଳେ ପହଞ୍ଚତ୍ ସଭିଙ୍କୁ ଚକିତ କରିଦେଇଥିଲେ। ସେଠାରେ ସେ ଖେଳାଳିଙ୍କୁ ଭେଟିବା ସହ ହକି ଖେଳିଥିଲେ। ହକି ଆମ ଦେଶର ଜାତୀୟ କ୍ରୀଡ଼ା। ଏହା ଦେଶ ପାଇଁ ବହୁ ସଫଳତା ଆଣି ଦେଇଛି। ଆମେ ୪ ଥର ବିଶ୍ୱକପ୍‌, ୩ ଥର ଅଲିମ୍ପିକ୍‌ ଓ ଏସିଆନ୍‌ ଗେମ୍ସ ସ୍ବର୍ଣ୍ଣ ପଦକ ପାଇଛୁ। ତେବେ ହକିକୁ କେଉଁ କାରଣରୁ ହେଳା କରାଯାଉଛି ବୋଲି ହୟାତ ପ୍ରଶ୍ନ କରିଛନ୍ତି। ହୟାତ ଦେଶର ଶ୍ରେଷ୍ଠ ଅଭିନେତ୍ରୀଙ୍କ ମଧ୍ୟରେ ଅନ୍ୟତମ। ତାଙ୍କୁ ଦେଶର ଶୀର୍ଷ ସମ୍ମାନ ତାମଘା ଇ ଇମତିଆଜ ମିଳିସାରିଛି। ଉଲ୍ଲେଖଥାଉ କି, ପାକିସ୍ତାନ ହକି ଫେଡେରେଶନ ଏବେ ଆର୍ଥିକ ସମସ୍ୟା ଦେଇ ଗତି କରୁଛି। ଫେଡେରେଶନ ତା’ର ଦୌନିକ ଖର୍ଚ୍ଚ ନିର୍ବାହ ପାଇଁ କ୍ରୀଡ଼ା ମନ୍ତ୍ରଣାଳୟଠାରୁ ଆର୍ଥିକ ସହାୟତା ଲାଗି ଅନୁରୋଧ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବୋଷ୍ଟନରେ ସ୍ବର୍ଣ୍ଣ ଜିତିଲେ ଶଙ୍କର

ବୋଷ୍ଟନ, ୬ା୨ (ପି.ଟି.): ଭାରତୀୟ ହାଇ ଜମ୍ପର ତେଜସ୍ବିନୀ ଶଙ୍କର ଏଠାରେ ଚାଲିଥିବା ନ୍ୟୁ ବାଲାନ୍ସ ଇନ୍‌ଡୋର ଗ୍ରାଁ ପ୍ରିରେ ପ୍ରଥମ ସ୍ଥାନ ଅଧିକାର କରି...

ଫାଇନାଲରେ ଲକ୍ଷ୍ୟ

ଲେଉଭେନ(ବେଲଜିୟମ),୧୪।୯(ପିଟି)- ଉଦୀୟମାନ ଭାରତୀୟ ଶଟଲର ଲକ୍ଷ୍ୟ ସେନ ଏଠାରେ ଚାଲିଥିବା ବେଲଜିୟମ ଅନ୍ତର୍ଜାତୀୟ ଚ୍ୟାଲେଞ୍ଜ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ୧୮ ବର୍ଷୀୟ ଲକ୍ଷ୍ୟ ଡେନମାର୍କର...

ଲାଇଭ୍‌ ଅନ୍ତର୍ଜାତୀୟ ମ୍ୟାଚ୍‌ ସମୟରେ ହଠାତ୍‌ ପଡ଼ିଆ ଛାଡିଲେ ଅମ୍ପାୟାର

ଚିଟ୍ଟାଗଙ୍ଗ,୧୯।୫: ବାଂଲାଦେଶ ଏବଂ ଶ୍ରୀଲଙ୍କା ମଧ୍ୟରେ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳାଯାଉଛି। ଏହି ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଚିଟ୍ଟାଗଙ୍ଗରେ ଖେଳାଯାଉଛି। ମ୍ୟାଚର...

ଏଫ୍‌ଆଇଏଚ୍‌ ସିରିଜ ଫାଇନାଲ୍ସ: କଳିଙ୍ଗରେ ହକି ହାଙ୍ଗାମା

ଭୁବନେଶ୍ୱର,୬।୬(ସ୍ପୋଟର୍‌ସ ବ୍ୟୁରୋ)-ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି ଆନ୍ତର୍ଜାତିକ ହକି ଫେଡେରେଶନ (ଏଫ୍‌ଆଇଏଚ୍‌) ସିରିଜ ଫାଇନାଲ୍ସ। ୨୦୨୦ ଅଲିମ୍ପିକ୍ସ ଯୋଗ୍ୟତା ହାସଲ କରିବାକୁ...

ସିଏସ୍‌କେରେ ଯୋଗଦେବେ ଆୟର୍ଲାଣ୍ଡ ପେସର

ଡବଲିନ,୮।୩: ଆଇପିଏଲର ଆଗାମୀ ସଂସ୍କରଣ ଲାଗି ଆୟର୍ଲାଣ୍ଡ ପେସର ଜୋଶ ଲିଟିଲଙ୍କୁ ଦଳରେ ସାମିଲ କରିଛି ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)। ତେବେ ଲିଟିଲଙ୍କୁ ନେଟ୍‌...

ପିବିଏଲ୍‌ର ଅନ୍ତିମ ଲେଗ୍‌ ହାଇଦ୍ରାବାଦକୁ ସ୍ଥାନାନ୍ତର

ବେଙ୍ଗାଲୁରୁ,୧୧।୧(ପି.ଟି.)- ପ୍ରିମିୟର ବ୍ୟାଡ୍‌ମିଣ୍ଟନ ଲିଗ (ପିବିଏଲ୍‌)ର ଅନ୍ତିମ ଲେଗର ମ୍ୟାଚ୍‌ଗୁଡିକ ବେଙ୍ଗାଲୁରୁରୁ ହାଇଦ୍ରାବାଦକୁ ସ୍ଥାନାନ୍ତର କରାଯାଇଛି। ମ୍ୟାଚ୍‌ ଖେଳାଯିବା ପାଇଁ ଭେନୁ ଉପଲବ୍ଧ ନ ହେବାକୁ...

ଟିମ୍‌ ଇଣ୍ଡିଆର ଦମ୍‌ଦାର ବ୍ୟାଟିଂ ଆରମ୍ଭ

ଗୁଆହାଟି,୧୦।୧: ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌ର ମଙ୍ଗଳବାର ଗୁଆହାଟିରେ ଖେଳା ଯାଉଥିବା ପ୍ରଥମ ଦିନିକିଆ ମ୍ୟାଚ୍‌ରେ ଶ୍ରୀଲଙ୍କାର ଅଧିନାୟକ ଦସୁନ ଶନକା ଟସ୍‌ ଜିତି...

ଇତିହାସ ରଚିଲା ଟିମ୍‌ ଇଣ୍ଡିଆ; ବାଲାଂଦେଶକୁ ହରାଇ ଜିତିଲା ଦୃଷ୍ଟିହୀନ ଟି-୨୦ ବିଶ୍ୱକପ୍‌

ନୂଆଦିଲ୍ଲୀ,୧୭।୧୨: କ୍ରିକେଟ ପ୍ରଶଂସକଙ୍କ ଲାଗି ଖୁସି ଖବର। ବାଲାଂଦେଶକୁ ପରାସ୍ତ କରି ଦୃଷ୍ଟିହୀନ ଟି-୨୦ ବିଶ୍ୱକପ୍‌ ଟ୍ରଫି ହାସଲ କରିଛି ଟିମ୍‌ ଇଣ୍ଡିଆ। ବାଙ୍ଗାଲୋରର ଏମ୍‌....

Advertisement
Archives

Model This Week