ପାକ୍‌ ଜେଲରେ ୨୮୨ ଭାରତୀୟ

ଇସ୍‌ଲାମାମାଦ,୨ା୧(ପି.ଟି.): ପାକିସ୍ତାନର ଜେଲ୍‌ଗୁଡ଼ିକରେ ୨୮୨ ଭାରତୀୟ ବନ୍ଦୀ ରହିଛନ୍ତି। ପାକିସ୍ତାନ ପକ୍ଷରୁ ଭାରତକୁ ହସ୍ତାନ୍ତର କରାଯାଇଥିବା କଏଦୀଙ୍କ ତାଲିକାରୁ ଏହା ଜଣାପଡ଼ିଛି। ଉଭୟ ଦେଶ ପରସ୍ପରକୁ ବର୍ଷକୁ ଦୁଇଥର (ଜାନୁୟାରୀ ୧ ଓ ଜୁଲାଇ ୧)ରେ ନିଜ ନିଜ ଦେଶରେ ବନ୍ଦୀ ଥିବା ଅପରପକ୍ଷର ନାଗରିକଙ୍କ ତାଲିକା ପ୍ରଦାନ କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଇସୋଲେଶନ ଓ୍ବାର୍ଡକୁ ନ ଗଲେ ଭୋଗିବାକୁ ପଡିବ ଜେଲ ଦଣ୍ଡ

ରୋମ,୧୪।୩: କରୋନା ଭାଇରସ ଏବେ ତା’ର ଠିକଣା ବଦଳାଇ ଇଟାଲି ମୁହାଁ ହୋଇଥିବା କୁହାଯାଉଛି। କାରଣ ଏଠାରେ ଏବେ ସଂକ୍ରମିତ ଓ ମୃତକଙ୍କ ସଂଖ୍ୟା ବଢିବାରେ...

ରୁଷିଆ-ୟୁକ୍ରେନ ଯୁଦ୍ଧର ୧୯ ଦିନ: ଥମୁନି ମିଶାଇଲ ମାଡ, ବଢୁଛି ବିସ୍ଫୋରଣ ସଂଖ୍ୟା

ମସ୍କୋ/କ୍ୱିଭ,୧୫ ।୩: ୟୁକ୍ରେନ୍ ଉପରେ ରୁଷିଆର ଆକ୍ରମଣକୁ ୧୯ ଦିନ ହୋଇଗଲାଣି । ଏବେବି ରୁଷିଆ ପକ୍ଷରୁ ଲଗାତାର ଆକ୍ରମଣ ଚାଲିଥିବା ବେଳେ ୟୁକ୍ରେନ ବି...

ଶୂନ-କୋଭିଡ ନୀତି ପାଳନ ନ କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ରାଷ୍ଟ୍ରପତିଙ୍କ ଚେତାବନୀ…

ବେଜିଂ, ୭।୫ : ଚାଇନାରେ ଶୂନ-କୋଭିଡ ନୀତି ଜାରି ଯୋଗୁ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ସାଂଘାଇ ଏବଂ ଦେଶର ଅନ୍ୟାନ୍ୟ ଅଞ୍ଚଳରେ ସାଧାରଣ ନାଗରିକଙ୍କ...

ଖେଳାଳିଙ୍କୁ ୟୁନିଫର୍ମ ଜାଳି ଦେବାକୁ କହିଲେ ଅଧିନାୟିକା

କାବୁଲ,୧୯।୮ : ସୋସିଆଲ ମିଡିଆରୁ ସମସ୍ତ ଫଟୋ ଡିଲିଟ୍‌ କର। ୟୁନିଫର୍ମକୁ ଜାଳିଦିଅ। ଯେମିତି ହେଲେ ପରିଚୟ ଲୁଚାଅ। ଖେଳାଳିଙ୍କୁ ଏଭଳି ପରାମର୍ଶ ଦେଇଛନ୍ତି ଆଫଗାନିସ୍ତାନ...

ସୌରମଣ୍ଡଳ ବାହାରେ ପୃଥିବୀ ପରି ୨ ଗ୍ରହର ମିଳିଲା ସନ୍ଧାନ

ମାଦ୍ରିଦ୍‌,୨୦।୬: ସୌରମଣ୍ଡଳ ବାହାରେ ପୃଥିବୀ ପରି ୨ଟି ଗ୍ରହର ସନ୍ଧାନ ମିଳିଛି। ଦକ୍ଷିଣ ସ୍ପେନ୍‌ର ଅଲମେରିଆ ସ୍ଥିତ କେଲାର ମହାକାଶ କେନ୍ଦ୍ର ପକ୍ଷରୁ ଏନେଇ ସୂଚନା...

ଓବାମାଙ୍କୁ ବୋମା ପଠାଇ ଫଶିଗଲେ ଡେଲିଭରୀ ବୟ

ଓ୍ବାଶିଂଟନ,୬।୮: ଆମେରିକାରେ ଘଟିଥିବା ଏକ ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଜଣେ ପିଜା ଡେଲିଭରୀ ବୟଙ୍କୁ ଅଦାଲତ ୨୦ ବର୍ଷର ସଜା ଶୁଣାଇଛନ୍ତି। ଯୁବକ...

କଏଦୀରୁ ରାଷ୍ଟ୍ରପତି

ବିସ୍‌କେକ୍‌,୨୯।୧: ପପୁଲିଷ୍ଟ ସାଦିର ଜାପାରୋଭ ଗୁରୁବାର କିର୍ଗିଜସ୍ତାନ ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିଛନ୍ତି। ମାତ୍ର କିଛି ମାସରେ ଜଣେ କଏଦୀରୁ ଦେଶର ସର୍ବୋଚ୍ଚ ସ୍ଥାନ...

ରୁଷିଆ ରାଷ୍ଟ୍ରପତିଙ୍କ ବିଳାଶପୂର୍ଣ୍ଣ ଜୀବନଶୈଳୀ, ମୋଟ ସମ୍ପତ୍ତି ମୂଲ୍ୟ ରହିଛି…

ମସ୍କୋ,୨୩।୨: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ସମ୍ଭାବ୍ୟ ଯୁଦ୍ଧ ପରିସ୍ଥିତି ସୃଷ୍ଟି ହୋଇଛି। ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦେଶକୁ ସମ୍ବୋଧନ କରି ୟୁକ୍ରେନର ପୂର୍ବ...

Advertisement
Archives

Model This Week