ପାକ୍‌ ବାୟୁସୀମା ଦେଇ ଭାରତ ଆସିଲା ଇଣ୍ଡିଗୋ ବିମାନ

ନୂଆଦିଲ୍ଲୀ,୬-୬: ପାକିସ୍ତାନ ଏହାର ବାୟୁସୀମାରୁ କଟକଣା ପ୍ରତ୍ୟାହାର କରିନେବା ପରେ ଭାରତୀୟ ଘରୋଇ ବିମାନ ଇଣ୍ଡିଗୋର ପ୍ରଥମ ବିମାନ ସୁରକ୍ଷିତ ଭାବେ ଭାରତରେ ପହଞ୍ଚତ୍ଛି। ପାକିସ୍ତାନ ଅହମ୍ମଦାବାଦ ନିକଟସ୍ଥ ଟେଲେମ ଏଣ୍ଟି ପଏଣ୍ଟକୁ ରବିବାର ସନ୍ଧ୍ୟାରେ ଖୋଲି ଦେଇଥିଲା। ଦୁବାଇରୁ ଦିଲ୍ଲୀ ମଧ୍ୟରେ ଉଡ଼ାଣ ଭରୁଥିବା ଇଣ୍ଡିଗୋର ଏହି ବିମାନ ଦିଲ୍ଲୀ ବିମାନ ବନ୍ଦରରେ ପହଞ୍ଚତ୍ବା କ୍ଷଣି ଇଣ୍ଡିଗୋ ଫ୍ଲାଇଟ୍‌ ଅପରେଶନ୍ସ ସେଣ୍ଟରକୁ ତୁରନ୍ତ ଏକ ଫୋନ୍‌ କଲ୍‌ ଆସିଥିଲା। ପାକିସ୍ତାନ ସିଭିଲ ଏଭିଏଶନ ଅଥରିଟି ନିର୍ଦ୍ଦେଶକ ଏହି ଫୋନ୍‌ କରିଥିଲେ। ସେ ଫୋନ୍‌ ରିସିଭ୍‌ କରିଥିବା ଇଣ୍ଡିଗୋର ଡ୍ୟୁଟି ଅଫିସରଙ୍କୁ କହିଥିଲେ ଯେ, ସେ ଇଣ୍ଡିଗୋର ଫ୍ଲାଇଟ୍‌କୁ ମନିଟର କରୁଥିଲେ। ଏହା ସଫଳତାପୂର୍ବକ ଲ୍ୟାଣ୍ଡ କରିଛି। ଆପଣଙ୍କୁ କଥା ଦେଇଥିଲୁ। ଇଦ୍‌ ମୁବାରକ୍‌। ସୂଚନାଯୋଗ୍ୟ ଯେ, ଭାରତୀୟ ବାୟୁସେନା ଦ୍ୱାରା ବାଲାକୋଟରେ ଆତଙ୍କବାଦୀଙ୍କ ବିରୋଧରେ ବିମାନ ଆକ୍ରମଣ କରାଯିବା ପରେ ପାକିସ୍ତାନ ବାୟୁସେନା ପକ୍ଷରୁ ଫେବୃୟାରୀ ୨୭ରୁ ନିଜର ବାୟୁସୀମାକୁ ସିଲ୍‌ କରିଦେଇଥିଲା। ଫଳରେ ଭାରତୀୟ ବେସାମରିକ ବିମାନଗୁଡ଼ିକ ପାକିସ୍ତାନର ୧୧ ଏଣ୍ଟ୍ରି ପଏଣ୍ଟ ଦେଇ ଯା’ଆସ କରିପାରୁ ନ ଥିଲେ। ଏହାଦ୍ୱାରା ଭାରତୀୟ ଘରୋଇ ବିମାନଗୁଡ଼ିକ ଗଲ୍‌ଫ ଓ ଅନ୍ୟ ପାଶ୍ଚାତ୍ୟ ଦେଶଗୁଡ଼ିକୁ ଉଡ଼ାଣ ଭରିପାରୁ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସେକେଣ୍ଡ ହ୍ୟାଣ୍ଡ ଗାଡ଼ି କିଣୁଥିଲେ ସାବଧାନ ! କେବଳ ଲୁକ୍‌ ନୁହେଁ ନିଶ୍ଚିତ ଯାଞ୍ଚ କରନ୍ତୁ ଏସବୁ ଜରୁରୀ ଡକ୍ୟୁମେଣ୍ଟ

ନୂଆ କାର୍‌ ତୁଳନାରେ କମ ଦାମ୍‌ରେ ଗାଡ଼ି ବା ସେକେଣ୍ଡ ହ୍ୟାଣ୍ଡ କାର୍‌ (Used Car) କିଣିବାକୁ ପସନ୍ଦ କରୁଛନ୍ତି। ତେବେ ବ୍ୟବହୃତ କାର୍‌ କିଣିବା ସମୟରେ…

ଗ୍ୟାସ୍‌ ସିଲିଣ୍ଡର ଲିକ୍‌ ହେଲେ ଭୁଲରେ ବି କରନ୍ତୁ ନାହିଁ ଏହି ୫ କାମ, ସାମାନ୍ୟ ଅସାବଧାନତା ଯୋଗୁ…

ଆଜିର ସମୟରେ ଏଲପିଜି ଗ୍ୟାସ ସିଲିଣ୍ଡର (LPG Gas Cylinder) ପ୍ରାୟ ସମସ୍ତଙ୍କ ରୋଷେଇ ଘରର ଏକ ଅପରିହାର୍ଯ୍ୟ ଅଂଶ ପାଲଟିଛି। କିନ୍ତୁ ଏହାର ବ୍ୟବହାରରେ ସାମାନ୍ୟ…

ପିଏମ ସୂର୍ଯ୍ୟଘର: ଓଡ଼ିଶାର ପ୍ରଥମ ସୋଲାର ଦିଦି ବ୍ୟାଚ୍‌ର ପ୍ରଶିକ୍ଷଣ ସମ୍ପନ୍ନ

ଭୁବନେଶ୍ୱର, ୨୦।୬: ଟାଟା ପାୱାର ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ (ଟିପିସିଓଡିଏଲ) ପକ୍ଷରୁ କଟକସ୍ଥିତ ଟାଟା ପାୱାର ସ୍କିଲ ଡେଭେଲପମେଣ୍ଟ ଇନଷ୍ଟିଚ୍ୟୁଟ (ଟିପିଏସଡିଆଇ)ରେ ପିଏମ ସୂର୍ଯ୍ୟଘର: ମୁଫ୍ତ…

ରୟାଲ୍ ଏନଫିଲ୍ଡର ପ୍ରଥମ ଇଲେକ୍ଟ୍ରିକ୍ ବାଇକ୍ ‘Flying Flea C6’ ଲଞ୍ଚ୍: ଜାଣନ୍ତୁ ଦମଦାର୍ ଫିଚର୍ସ-ମୂଲ୍ୟ

ନୂଆଦିଲ୍ଲୀ,୧୯।୬: ଭାରତୀୟ ବାଇକ୍ ନିର୍ମାତା କମ୍ପାନୀ ରୟାଲ୍ ଏନଫିଲ୍ଡର ନୂଆ ଇଲେକ୍ଟ୍ରିକ୍ ବ୍ରାଣ୍ଡ୍ ‘Flying Flea’ ଏହାର ପ୍ରଥମ ଇଲେକ୍ଟ୍ରିକ୍ ମୋଟରସାଇକେଲ୍ Flying Flea C6 ର…

ଗ୍ରାହକଙ୍କ ପାଇଁ ସୂବର୍ଣ୍ଣ ସୁଯୋଗ: ରୁପା ୮,୦୪୦ ତ ଏତିକି ଟଙ୍କା ଶସ୍ତା ହେଲା ସୁନା, କିଣିବାର ଥିଲେ…

ନୂଆଦିଲ୍ଲୀ,୧୯।୬: ରାଜଧାନୀ ଦିଲ୍ଲୀର ସରଫା ବଜାରରେ ଶୁକ୍ରବାର ସୁନା ଏବଂ ରୁପା ମୂଲ୍ୟରେ ଏକ ବଡ଼ ଧରଣର ହ୍ରାସ ରେକର୍ଡ କରାଯାଇଛି। କ୍ରମାଗତ ଚତୁର୍ଥ କାରବାର ଦିବସରେ…

ବଡ଼ ଆକଳନ: ଶୀଘ୍ର କିଣି ନିଅନ୍ତୁ ସୁନା, ଛଅ ମାସରେ ମୂଲ୍ୟ ୪୦% ବୃଦ୍ଧି ପାଇବ! ୧୦ ଗ୍ରାମକୁ ୨ ଲକ୍ଷ ପାର କରିପାରେ

ନୂଆଦିଲ୍ଲୀ,୧୯।୬: ବିଶ୍ୱସ୍ତରୀୟ ନିବେଶ ସଂସ୍ଥା JPMorgan ପୂର୍ବାନୁମାନ କରିଛି ଯେ ପଶ୍ଚିମ ଏସିଆରେ ସଂଘର୍ଷ ଯୋଗୁ ସୁନା ଏବଂ ରୂପା ମୂଲ୍ୟରେ ଉଲ୍ଲେଖନୀୟ ହ୍ରାସ ଚାପ ପଡ଼ିଥିଲେ…

ଏହି ଯାତ୍ରୀମାନଙ୍କ ପାଇଁ ଖୁସି ଖବର! ଟ୍ରେନ ଟିକେଟ୍‌ରେ ୭୫% ପର୍ଯ୍ୟନ୍ତ ରିହାତି, ଜାଣନ୍ତୁ କେମିତି କରିବେ ଆପ୍ଲାଏ…

ନୂଆଦିଲ୍‌ଲୀ,୧୮।୬: ଭାରତୀୟ ରେଳବାଇ (Indian Railways) ଦେଶର ପ୍ରତ୍ୟେକ ବର୍ଗର ଲୋକଙ୍କ ପାଇଁ ଯାତ୍ରାକୁ ସହଜ, ସୁରକ୍ଷିତ ଏବଂ ଶସ୍ତା କରିବା ପାଇଁ କ୍ରମାଗତ ଭାବେ ପ୍ରୟାସ…

ବିନା ଇଣ୍ଟରନେଟ୍‌ରେ ବି କରିପାରିବେ Google Maps ବ୍ୟବହାର, ଜାଣନ୍ତୁ ଏହି ସହଜ ଉପାୟ

ନୂଆଦିଲ୍ଲୀ,୧୭।୬: ଗୁଗଲ୍ ମ୍ୟାପ୍ସ ଏବେ କେବଳ କୌଣସି ସ୍ଥାନର ରାସ୍ତା ଦେଖାଇବା ପାଇଁ ଏକ ସାଧାରଣ ଆପ୍ ହୋଇ ରହିନାହିଁ, ବରଂ ଏହା ଏକ ସମ୍ପୂର୍ଣ୍ଣ ‘ଡିଜିଟାଲ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri