‘ପାକ୍‌ ସେନା ଏଲ୍‌ଓସି ମୁହାଁ’

ଲକ୍ଷ୍ନୌ, ୧୨ା୮(ଆଇଏଏନ୍‌ଏସ୍‌): ପାକିସ୍ତାନୀ ସେନା ଅସ୍ତ୍ରଶସ୍ତ୍ର ସହ ଶନିବାର ରାତିରୁ ନିୟନ୍ତ୍ରଣ ରେଖା (ଏଲ୍‌ଓସି) ଅଭିମୁଖେ ଅଗ୍ରସର ହେଉଥିବା ଦେଖାଯାଇଛି। ପାକିସ୍ତାନର ଖବରଦାତା ହମିଦ୍‌ ମିର୍‌ ଏହି ସୂଚନା ଦେଇଛନ୍ତି। ସେନା ପ୍ରେରଣ ସମ୍ପର୍କରେ ସେ ପାକ୍‌ ଅଧିକୃତ କଶ୍ମୀରର କେତେଜଣ ଲୋକ ଓ ଆଜାଦ କଶ୍ମୀରରେ ଥିବା ତାଙ୍କର ବନ୍ଧୁଙ୍କଠାରୁ ଶୁଣିବାକୁ ପାଇଛନ୍ତି। ସୈନ୍ୟମାନଙ୍କୁ ସ୍ଥାନୀୟ ଲୋକେ ଅତି ଉତ୍ସାହରେ ସ୍ବାଗତ କରିବା ସହ ‘କଶ୍ମୀର ବନେଗା ପାକିସ୍ତାନ’ ସ୍ଲୋଗାନ ଦେଉଥିବା ସେ କହିଛନ୍ତି।
ଜମ୍ମୁ-କଶ୍ମୀର ପ୍ରସଙ୍ଗରେ ଭାରତର ନିଷ୍ପତ୍ତିକୁ ପାକିସ୍ତାନ ବିରୋଧ କରିଆସୁଛି। ଭାରତ ବିରୋଧରେ ଅନ୍ତର୍ଜାତୀୟ ସମର୍ଥନ ପାଇବାକୁ ଉଦ୍ୟମ ପରି ଇସ୍‌ଲାମାବାଦ ବିଫଳ ହୋଇଥିବାବେଳେ ନୂଆଦିଲ୍ଲୀ ସହ କୂଟନୈତିକ ଓ ବାଣିଜି୍ୟକ ସମ୍ପର୍କ ଛିନ୍ନ କରିଛି। ସେଠାରେ ଭାରତୀୟ ଚଳଚ୍ଚିତ୍ର ପ୍ରଦର୍ଶନକୁ ନିଷିଦ୍ଧ କରାଯିବା ସହ ସମସ୍ତ ସାଂସ୍କୃତିକ ସମ୍ପର୍କ ଛିନ୍ନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଢ଼ିଲା ତାତି: ଆଜିଠୁ ୬ ଦିନ ଅସହ୍ୟ ସ୍ଥିତି

ଭୁବନେଶ୍ୱର,୧୧ା୪(ବନ୍ଦନା ସେଠୀ):ରାଜ୍ୟରେ ପୁଣି ପାରଦ ଉପରମୁହଁା ହୋଇଛି। ଝଡ଼ବର୍ଷା କମିଯିବା ପରେ ଗରମ ଓ ଗୁଳୁଗୁଳି ଆରମ୍ଭ ହୋଇଛି। ଗୁରୁବାର ରାଜ୍ୟର ସର୍ବାଧିକ ତାପମାତ୍ରା ବୌଦ୍ଧରେ ୩୮.୯…

ମା’ ଦଣ୍ଡକାଳୀଙ୍କ ଯାତ୍ରା: ମହୁରୀ, ଢୋଲ ଶବ୍ଦରେ ପ୍ରକମ୍ପିତ ହେଲା ସହର

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ) : ଆଉ ଚାରି ଦିନ ପରେ ମା’ ଦଣ୍ଡ କାଳୀଙ୍କ ଯାତ୍ରା ସମାପନ ହେବ । ଆସନ୍ତା ମେରୁ ଯାତ୍ରା ପରେ ନିଜ…

ମୁହଁରେ ତୁଣ୍ଡି ବାନ୍ଧି ଦେଇଛନ୍ତି ୩ ଦଳ: ସିଜିମାଳି ଘଟଣାରେ ସମସ୍ତେ ନୀରବ

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ର ସିଜିମାଳି ବକ୍ସାଇଟ୍‌ ଖଣିକୁ ୨୦୨୩ ଫେବୃଆରୀ ୨୧ରେ ବେଦାନ୍ତ ଲିଜ୍‌ ନେଇଥିଲା। ସେବେଠାରୁ ଏହାକୁ ସ୍ଥାନୀୟ ଆଦିବାସୀ ଲୋକମାନେ…

ଛେଲବାହାଲ ଗ୍ରାମବାସୀଙ୍କ ଆନ୍ଦୋଳନ ଚେତାବନୀ: ବାଲିଘାଟ ଲିଜ୍‌ ଋଦ୍ଦ ଦାବି

ଲୋଇସିଂହା,୧୧।୪(ସୁଶାନ୍ତ ବାରିକ):ପାନୀୟ ଜଳ ଯୋଗାଣ ବ୍ୟାହତ ଯୋଗୁ ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଧୀନ ଛେଲବାହାଲ ବାଲିଘାଟ ଲିଜ୍‌କୁ ରଦ୍ଦ କରିବାକୁ ଛେଲବାହାଲ ଗ୍ରାମବାସୀ ସ୍ଥାନୀୟ ବିଧାୟକ…

ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ସ୍ତ୍ରୀ, ଏମିତି ରଚିଥିଲେ ଷଡ଼ଯନ୍ତ୍ର

ଭୋପାଳ,୧୧ା୪: ରୋମାଞ୍ଚକର କ୍ରାଇମ୍‌ ଥ୍ରିଲର ଭଳି ଲାଗୁଥିବା ଏକ ସତ୍ୟ ଘଟଣା ମଧ୍ୟପ୍ରଦେଶର ଧର୍‌ ଅଞ୍ଚଳରେ ସାମନାକୁ ଆସିଛି, ଯାହା ପଛରେ ପ୍ରତାରଣା, ଅପମାନ ଓ ସୁଚିନ୍ତିତ…

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

‘ଇରାନ କେବଳ ଆଲୋଚନା ପାଇଁ ବଞ୍ଚିଛି’, ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ ଟ୍ରମ୍ପଙ୍କ ଧମକ

ଓ୍ବାଶିଂଟନ୍‌,୧୧।୪: ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଇରାନକୁ ଧମକ ଦେଇଛନ୍ତି। ଟ୍ରମ୍ପ କହିଛନ୍ତି , ଇରାନ କେବଳ ଆଲୋଚନା ପାଇଁ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri