Posted inଜାତୀୟ

ପାଚେରି ତଳେ ଚାପି ହୋଇ ୪ ଶିଶୁ ମୃତ

ପାଟନା,୪।୮: ବିହାର ଧୋରାଇୟା ଅଞ୍ଚଳରେ ଥିବା ବାଙ୍କାରେ ରବିବାର ଏକ ମାଟି ପାଚେରି ଭୂଷୁଡି ଯିବାରୁ ୪ ଶିଶୁଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଏଥିରେ ଅନ୍ୟ ଜଣେ ଶିଶୁ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଛନ୍ତି। ସୂଚନାଯୋଗ୍ୟ, ପିଲାମାନେ ଏକ ଗଳିରେ ଖେଳୁଥିବା ସମୟରେ ସେଠାରେ ଥିବା ମାଟି ପାଚେରିଟି ବର୍ଷାରେ ଭିଜି ଯାଇ ପିଲାମାନଙ୍କ ଉପରେ ଭୂଷୁଡି ପଡିଥିଲା। ମୃତ ପିଲାଙ୍କ ବୟସ ୬-୮ ବର୍ଷ ମଧ୍ୟରେ ହୋଇଥିବା ବେଳେ ସମସ୍ତଙ୍କ ମୃତ ଦେହକୁ ଗ୍ରାମବାସୀଙ୍କ ସହାୟତାରେ ମାଟିତଳୁ ବାହାର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହବିବନଗର ବେଆଇନ କରତକଳ ଉପରେ ଚଢ଼ାଉ, ୩ ଲକ୍ଷରୁ ଉର୍ଦ୍ଧ୍ବ କାଠ…

ଧାମନଗର,୨୦।୪(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ଏନଏସି ଅଧିନ ହବିବନଗର ଠାରେ ଦୀର୍ଘ ଦିନ ଧରି ଚାଲି ଆସୁଥିବା ବେଆଇନ କରତକଳ ଉପରେ ସୋମବାର ଧାମନଗର ବନ ବିଭାଗ ଚଢ଼ାଉ…

ଦଳର ହିତ ପାଇଁ ବଡ଼ ନିଷ୍ପତ୍ତି ନେଲେ ନୀତୀଶ କୁମାର, ଶୁଣିଲେ ଖୁସି ହେବେ ଜେଡିୟୁ କର୍ମୀ

ନୂଆଦିଲ୍ଲୀ,୨୦।୪: ରାଜଧାନୀ ପାଟନାର ଏକ ଆନେ ମାର୍ଗରେ ସୋମବାର ଜେଡିୟୁ ବିଧାନସଭାର ବୈଠକ ବସିଥିଲା। ପୂର୍ବତନ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଦଳ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି…

ହର୍ମୁଜରେ ଜାହାଜ ଉପରେ ଗୁଳିମାଡ଼ ଘଟଣା, ଆଡଭାଇଜରୀ ଜାରି କଲା ଭାରତ

ନୂଆଦିଲ୍ଲୀ,୨୦।୪: ୧୮ ଏପ୍ରିଲରେ ହର୍ମୁଜ୍ ପ୍ରଣାଳୀରେ ଦୁଇଟି ଭାରତୀୟ ଜାହାଜ ଉପରେ ଗୁଳିଚାଳନା ଘଟଣା ପରେ, ଭାରତୀୟ ନୌସେନା ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରିଛି । ଭାରତୀୟ…

ଅବସର ନେବାକୁ ନେଇ ମୁହଁ ଖୋଲିଲେ ରିଜ୍‌ଓ୍ୱାନ

କରାଚୀ,୨୦ା୪: ପାକିସ୍ତାନ ସିନିୟର ଉଇକେଟ୍‌କିପର ବ୍ୟାଟର ମହମ୍ମଦ ରିଜ୍‌ଓ୍ୱାନ କହିଛନ୍ତି, ବର୍ତ୍ତମାନ ଯଦିଓ ସେ ଫର୍ମ ଫେରିପାଇବାକୁ ସଂଘର୍ଷ ଚଳାଇଛନ୍ତି, ନିକଟରେ ଟି୨୦ କ୍ରିକେଟରୁ ତାଙ୍କର ଅବସର…

ବଡ଼ ଧରଣର ଭୂକମ୍ପ ଝଟକା; ଘରୁ ବାହାରି ଆସିଲେ ଲୋକେ, ସୁନାମି ଚେତାବନୀ ଜାରି

ଟୋକିଓ,୨୦।୪: ଜାପାନରେ ପୁଣି ଥରେ ଏକ ଭୟଙ୍କର ଭୂମିକମ୍ପ ହୋଇଛି । ରିକ୍ଟର ସ୍କେଲରେ ଭୂମିକମ୍ପର ତୀବ୍ରତା ୭.୪ ରେକର୍ଡ କରାଯାଇଛି । ରିପୋର୍ଟ ଅନୁଯାୟୀ, ଉତ୍ତର…

ଗଞ୍ଜାମର ପ୍ରସିଦ୍ଧ ଚନ୍ଦନ ଯାତ୍ରା: ଉଠୁଛି ପଡୁଛି ସହର, ୨୧ ଦିନ ଧରି…

ଗଞ୍ଜାମ,୨୦ା୪(ବିଦ୍ୟାଧର ସାହୁ): ଦୀର୍ଘ ୨୧ଦିନ ଧରି ଭକ୍ତି, ପରମ୍ପରା ଓ ଆନନ୍ଦର ରଙ୍ଗରେ ରଙ୍ଗିତ ହେବ ଗଞ୍ଜାମ ସହର।  ସୋମବାର ଅକ୍ଷୟ ତୃତୀୟାରୁ ଆରମ୍ଭ ହୋଇଛି ଗଞ୍ଜାମ…

ଗୋଟିଏ ପଟେ ଯୁଦ୍ଧକୁ ନେଇ ଆମେରିକା ଶାନ୍ତି ଆଲୋଚନା କରୁଥିବା ବେଳେ, ଅନ୍ୟପଟେ ଗୋଟିଏ ଟେବୁଲରେ ବସିବାକୁ ପ୍ରସ୍ତୁତ ଭାରତ-ଆମେରିକା

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୪: ଇରାନ-ଆମେରିକା ଶାନ୍ତି ଆଲୋଚନା ମଧ୍ୟରେ, ଭାରତ ଏବଂ ଆମେରିକା ସୋମବାର (ଏପ୍ରିଲ ୨୦) ୱାଶିଂଟନରେ ଏକ ନୂତନ ପର୍ଯ୍ୟାୟ ବାଣିଜ୍ୟ ଆଲୋଚନା ଆରମ୍ଭ କରିବାକୁ ଯାଉଛନ୍ତି।…

ବସ୍ତାରେ ଗୋରୁର କଟାମୁଣ୍ଡ, ରାସ୍ତାରେ ପଡ଼ିଛି ଗୋ’ମାଂସ, କାର୍ଯ୍ୟାନୁଷ୍ଠାନ ଦାବିରେ…

ବାଲେଶ୍ୱର,୨୦ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ସଦର ବ୍ଲକ କଷାଫଳ ମେରାଇନ ଥାନା ଅନ୍ତର୍ଗତ ଦୁବୁଲାଗଡ଼ି-ରଙ୍ଗାମାଟିଆ ରାସ୍ତାରେ ଗୋ’ମାଂସ ପକାଯିବାକୁ କେନ୍ଦ୍ର କରି ସୋମବାର ଉତ୍ତେଜନା ଦେଖାଦେଇଛି। ପ୍ରତିବାଦରେ ସ୍ଥାନୀୟଲୋକେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri