ପାଚେରୀ ନିର୍ମାଣରେ ପେଣ୍ଟାଗନ ପାଣ୍ଠି ବ୍ୟବହାର କରିପାରିବେ ଟ୍ରମ୍ପ୍‌

ଓ୍ବାଶିଂଟନ,୨୮ା୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ମେକ୍ସିକୋ ସୀମାରେ ପାଚେରୀ ନିର୍ମାଣ ଲାଗି ପେଣ୍ଟାଗନ ପାଣ୍ଠିରୁ ୨.୫ ବିଲିୟନ ଡଲାର ବ୍ୟୟ କରିପାରିବେ। ଏଥିପାଇଁ ଆମେରିକା ସୁପ୍ରିମକୋର୍ଟ ଅନୁମତି ଦେଇଛି। କୋର୍ଟଙ୍କ ଏହି ନିଷ୍ପତ୍ତି ଫଳରେ ପେଣ୍ଟାଗନ ପାଇଁ କଂଗ୍ରେସ ମଞ୍ଜୁର କରିଥିବା ଅର୍ଥକୁ ପାଚେରୀ ନିର୍ମାଣ କାର୍ଯ୍ୟରେ ବିନିଯୋଗ କରାଯାଇପାରିବ। ବେଆଇନ ଅନୁପ୍ରବେଶ ରୋକିବା ଲାଗି ରାଷ୍ଟ୍ରପତି ଟ୍ରମ୍ପ୍‌ ଦୀର୍ଘଦିନ ହେଲା ପାଚେରୀ ନିର୍ମାଣ ଉଦ୍ୟମ କରିଆସୁଥିଲେ ହେଁ କଂଗ୍ରେସ ଏଥିପାଇଁ ଅର୍ଥ ମଞ୍ଜୁର କରୁ ନ ଥିବାରୁ ତାହା ଅଟକି ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହାତରେ ଟର୍ଚ୍ଚ ଧରି ଏଭରେଷ୍ଟ ଶୃଙ୍ଗ ଚଢୁଛନ୍ତି ପର୍ବତାରୋହୀ

କାଠମାଣ୍ଡୁ,୧୨।୩: ଏବେ ଗିରି ଶୃଙ୍ଗ ଏଭରେଷ୍ଟ ଚଢିବା ପାଇଁ ପର୍ବତାରୋହୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗିରିଶୃଙ୍ଗ ଆରୋହଣ କରିବାର ନିଶାରେ ମସଗୁଲ୍‌ ପର୍ବତାରୋହୀ ହାତରେ ଟର୍ଚ୍ଚ...

ଆତ୍ମବିଶ୍ୱାାସ ବୃଦ୍ଧି ପାଇଁ ଏପରି କରନ୍ତି ଏହି ବ୍ୟକ୍ତି: ଶୁଣିଲେ ଉଡିଯିବ ହୋସ୍‌

ଦୁନିଆରେ ଅନେକ ପ୍ରକାରର ଲୋକ ଅଛନ୍ତି। ସୁନ୍ଦର ଦେଖାଯିବା ପାଇଁ ପ୍ଲାଷ୍ଟିକ ସର୍ଜରୀ ଦ୍ୱାରା ନିଜ ଶରୀରକୁ ପରିବର୍ତ୍ତନ କରିବାକୁ କିଛି ଲୋକ ପସନ୍ଦ କରନ୍ତି।...

ଭାରତ ହାତରେ ସୁରକ୍ଷା ପରିଷଦ ଡୋର, ପାକିସ୍ତାନର ବଢ଼ିଲା ଚିନ୍ତା…

ଜେନେଭା,୧।୮: ଭାରତ ହାତରେ ଏବେ ମାସେ ପାଇଁ ଜାତିସଂଘ ସୁରକ୍ଷା ପରିଷଦ ଡୋର ରହିବ। ସମ୍ପୂର୍ଣ୍ଣ ମାସେ ପାଇଁ ଜାତିସଂଘ ସୁରକ୍ଷା ପରିଷଦ ଭାରତ ନିର୍ଦ୍ଦେଶରେ...

ଆଫଗାନିସ୍ତାନ ଛାଡିଲେ ବ୍ରିଟିଶ ସେନା

କାବୁଲ,୨୯ ।୮: ଆଫଗାନିସ୍ତାନ ଉପରେ ତାଲିବାନ କବଜା କରିବା ପରେ ସେଠାରେ ଥିବା ବ୍ରିଟିଶ ସେନାଙ୍କୁ ସରକାର ଫେରାଇ ନେଇଛନ୍ତି । ବ୍ରିଟେନ ସେନା ଯୁଦ୍ଧଗ୍ରସ୍ତ...

‘କ୍ୟାପିଟୋଲ ହିଲ୍‌ ଭଳି ଦଙ୍ଗା ଭିଆଇବେ ବୋଲ୍‌ସୋନାରୋ’

ବ୍ରାସିଲିଆ,୪।୨: ବ୍ରାଜିଲ ସାଧାରଣ ନିର୍ବାଚନରେ ପୂର୍ବତନ ରାଷ୍ଟ୍ରପତି ଜୈର ବୋଲ୍‌ସୋନାରୋ ପରାଜିତ ହେବା ପରେ ତାଙ୍କ ସମର୍ଥକମାନେ ହିଂସାମତ୍କ ଆନ୍ଦୋଳନ ଜାରି ରଖିଛନ୍ତି। ଦଙ୍ଗା ଷଡ଼ଯନ୍ତ୍ରକାରୀ...

ଶ୍ରୀଲଙ୍କାରେ ଗୃହଯୁଦ୍ଧ ପରିସ୍ଥିତି

କଲମ୍ବୋ,୧୦ ।୫: ଶ୍ରୀଲଙ୍କାରେ ଦେଖାଯାଇଥିବା ଗମ୍ଭୀର ଆର୍ଥିକ ସଙ୍କଟ ମଧ୍ୟରେ ସୋମବାର ପ୍ରଧାନମନ୍ତ୍ରୀ ମହିନ୍ଦା ରାଜପାକ୍‌ସେ ନିଜ ପଦରୁ ଇସ୍ତଫା ଦେଇଛନ୍ତି । ଏହି ଘଟଣାର...

ମୁକୁଳିଲେ ୨୭୯ ଅପହୃତା ଛାତ୍ରୀ

ଆବୁଜା, ୩ା୩: ନାଇଜେରିଆର ଉତ୍ତରପଶ୍ଚିମ ରାଜ୍ୟ ଜାମ୍‌ଫ୍ରାର ଏକ ବୋର୍ଡିଂ ସ୍କୁଲରୁ ଅପହରଣ ହୋଇଥିବା ୨୭୯ ଛାତ୍ରୀ ବନ୍ଧୁକଧାରୀଙ୍କ କବଳରୁ ମୁକୁଳିଛନ୍ତି। ଏ ନେଇ ଜାମ୍‌ଫ୍ରା...

ଏହି ଦେଶରେ ଚିହ୍ନଟ ହେଲେ ପ୍ରଥମ କରୋନା ପଜିଟିଭ: ମାସ୍କ ନ ପିନ୍ଧିଲେ ମିଳୁଛି ଏପରି ଦଣ୍ଡ…

ସିଓଲ, ୨୭।୭: ସମଗ୍ର ଦେଶରେ ମହାମାରୀ କରୋନା ସଂକ୍ରମଣ ବଢ଼ିଚାଲିଛି। ଆମେରିକା ଭଳି ଏକ ଶକ୍ତିଶାଳୀ ଦେଶଠାରୁ ଆରମ୍ଭ କରି ଆଫ୍ରିକା ପର୍ଯ୍ୟନ୍ତ ଏହା ବିପଦ...

Advertisement
Archives

Model This Week