ପାଞ୍ଚକାହାଣିଆ ନିକଟରେ ବାଇକକୁ ପିଟିଲା ଟ୍ରକ୍‌, ୨ଜଣଙ୍କ ଜୀବନ ଗଲା

ଢେଙ୍କାନାଳ ଅଫିସ,୧୫।୧: ଢେଙ୍କାନାଳ ସହର ନିକଟସ୍ଥ ୫୫ନଂ ଜାତୀୟ ରାଜପଥର ପାଞ୍ଚକାହାଣିଆ ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଧକ୍କା ଦେବାରୁ ବାଇକ୍‌ରେ ଯାଉଥିବା ଯୁବତୀଯୁବକଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣା ପରେ ରାଜପଥରେ ଗାଡ଼ି ମୋଟର ଅଟକି ରହିଛି। ମୃତକଙ୍କ ପରିଚୟ ମିଳି ପାରି ନ ଥିବା ବେଳେ ପୋଲିସ ପହଞ୍ଚି ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଘୁଖଣିଜ ସମ୍ପଦ ଲୁଟ୍‌ ନେଇ ଜିଲାପାଳଙ୍କୁ ଭେଟିଲା ଭାଜପା

ବାରିପଦା ଅଫିସ, ୧୦ା୬- ଆଦିବାସୀ ଅଧ୍ୟୁଷିତ ମୟୂରଭଞ୍ଜ ଜିଲାରେ ଲଘୁ ଖଣିଜ ସମ୍ପଦ ଭରପୁର ଥିବା ବେଳେ ଏହାର ଠିକ୍‌ ଭାବରେ ଉପଯୋଗ କରା ନ...

ଧରାପଡ଼ିଲେ ନକଲି ବର

ବଲାଙ୍ଗୀର ଅଫିସ/କଣ୍ଟାବାଞ୍ଜି,୨୩ା୩(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଥାନା ଚାଉଳଶୁଖା ଗଁାର ଜଣେ ଝିଅକୁ ବିବାହ କରିବାକୁ ଆସି ଜଣେ ନକଲି ବର ହରଡ଼ଘଣାରେ ପଡ଼ିଛନ୍ତି। ତାଙ୍କ...

ରାଜଧାନୀରେ ଗାଡ଼ି ପଲ୍ୟୁଶନ ସାର୍ଟିଫିକେଟ କେଳେଙ୍କାରୀ: ଧୂଆଁ ବାହାରିଲେ ବି ମେଶିନକୁ ଭୂଆଁ

ଭୁବନେଶ୍ୱର, ୧୦ା୯(ବ୍ୟୁରୋ): ବାଇକ୍‌ରୁ ବାହରୁଥିଲା ଧୂଆଁ, ହେଲେ ଚାଳକଙ୍କ ହାତରେ ଥିଲା ପଲ୍ୟୁଶନ ସାର୍ଟିଫିକେଟ। ଅସଲି ନା ନକଲି ପରଖୁ ପରଖୁ କଥା ପହଞ୍ଚତ୍ଥିଲା ରାଜଧାନୀରେ...

ପଥର ଚୋରା ଚାଲାଣ ର଼୍ୟାକେଟରେ ପୋଲିସ ଲିଙ୍କ୍‌ ମାମଲା: ବଦଳିଲେ ଥାନା ଅଧିକାରୀ ରଞ୍ଜିତ ସାହୁ

ଭୁବନେଶ୍ୱର, ୧୯ା୧୧(ବ୍ୟୁରୋ): ଖୋର୍ଦ୍ଧା ଚୋରା ପଥର ଚାଲାଣ ର଼୍ୟାକେଟରେ ସମ୍ପୃକ୍ତ ଥିବା ଇନ୍ସପେକ୍ଟର ରଞ୍ଜିତ ସାହୁଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି। ଖୋର୍ଦ୍ଧା ଟାଉନ ଥାନାରୁ...

ଜେଲ ପରିଦର୍ଶନ କଲେ ବିଭାଗୀୟ ଡିଜି

ଫୁଲବାଣୀ ଅଫିସ, ୨୩ ।୨-କନ୍ଧମାଳ ଜିଲା ଗସ୍ତରେ ଜେଲ ବିଭାଗ ଡିଜି ସନ୍ତୋଷ କୁମାର ଉପାଧ୍ୟାୟ ଆସି ଶନିବାର ଅପରାହ୍ନରେ ଫୁଲବାଣୀସ୍ଥିତ କାରାଗାର ପରିଦର୍ଶନ କରିଛନ୍ତି।...

ଗ୍ରାହକଙ୍କ ନିରାପତ୍ତାକୁ ଦିଆଯାଉଛି ପ୍ରାଥମିକତା

ବାଲେଶ୍ୱର ଅଫିସ, ୧୯ ।୨ ବିଦ୍ୟୁତ ଆବଣ୍ଟନର ଦାୟିତ୍ୱ ନେଇ ଟାଟା ପାୱାର ନର୍ଦ୍ଦନ ଓଡ଼ିଶା ପ୍ରାଇଭେଟ୍‌ ଲିମିଟେଡ୍‌ (ଟିପିଏନ୍‌ଓଡିଏଲ୍‌) ଉତ୍ତରଓଡ଼ିଶାରେ ବିଦ୍ୟୁତ୍‌ ସଂସ୍କାର କ୍ଷେତ୍ରରେ...

ଦଳର କାର୍ଯ୍ୟକର୍ତ୍ତା ନିଯୁକ୍ତ କଲେ ନବୀନ: ପ୍ରଥମ ଥର ପାଇଁ ୯ ଉପସଭାପତିଙ୍କୁ ଦାୟିତ୍ୱ

ଭୁବନେଶ୍ୱର,୧।୭(ବ୍ୟୁରୋ): ବିଜୁ ଜନତା ଦଳ(ବିଜେଡି) ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଦଳର କାର୍ଯ୍ୟକର୍ତ୍ତା ନିଯୁକ୍ତ କରିଛନ୍ତି। ସେ ୮ ବରିଷ୍ଠ ଉପସଭାପତି, ୯...

କୋଭିଡ୍‌ ଟିକା ପ୍ରସଙ୍ଗ: ନବୀନଙ୍କୁ ପିନାରାୟୀଙ୍କ ସମର୍ଥନ

ଭୁବନେଶ୍ୱର, ୫।୬(ବ୍ୟୁରୋ): କୋଭିଡ୍‌-୧୯ ଟିକା କ୍ରୟ କରି ରାଜ୍ୟକୁ ଯୋଗାଇବାକୁ କେନ୍ଦ୍ର ସରକାର ଉପରେ ଚାପ ସୃଷ୍ଟି କରିବା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତ...

Advertisement
Archives

Model This Week