ପାଞ୍ଚ ଦିନରେ ଶହେ କୋଟି କ୍ଲବରେ ‘କବିର ସିଂ’, ପାଲଟିଲା ଶାହିଦଙ୍କ କ୍ୟାରିୟରର ସବୁଠୁ ବଡ଼ ଫିଲ୍ମ

ମୁମ୍ବାଇ: ରିଲିଜ୍‌ ପରଠାରୁ ବକ୍ସ ଅଫିସରେ ଭଲ ପ୍ରଦର୍ଶନକୁ ଜାରି ରଖିଛି ଅଭିନେତା ଶାହିଦ କପୁରଙ୍କ ଫିଲ୍ମ ‘କବିର ସିଂ’। ମାତ୍ର ପାଞ୍ଚ ଦିନରେ ଶହେ କୋଟି କ୍ଲବରେ ପହଞ୍ଚିବାରେ ସଫଳ ହୋଇଛି ଫିଲ୍ମଟି। ମଙ୍ଗଳବାର ୧୬.୫୩ କୋଟି ବ୍ୟବସାୟ କରିଥିବା ବେଳେ ମୋଟ ୧୦୪.୯୦ କୋଟି ରୋଜଗାର କରିସାରିଛି। ଏବେ ବି ଫିଲ୍ମଟି ହାଉସ୍‌ଫୁଲ ଯାଉଥିବା ଯୋଗୁ ବ୍ୟବସାୟରେ ନୂଆ ରେକର୍ଡ ସୃଷ୍ଟି କରିବ ବୋଲି ଆଶା କରାଯାଉଛି।
ତେବେ କେବଳ ୩୧୨୩ ସ୍କ୍ରିନ୍‌ରେ ରିଲିଜ ହୋଇଛି ‘କବିର ସିଂ’। ଏଥିରେ ପ୍ରମୁଖ ଭୂମିକାରେ ଶାହିଦ ଓ କିଆରା ଆଡଭାଣୀଙ୍କୁ ଦେଖିବାକୁ ମିଳୁଛି। ଫିଲ୍ମର କାହାଣୀକୁ ନେଇ ବିବାଦ ଏପରିକି ଟ୍ରୋଲର୍‌ମାନେ ମଧ୍ୟ ଶାହିଦଙ୍କୁ କଟୁ ମନ୍ତବ୍ୟ ଦେଉଛନ୍ତି। ତଥାପି ଫିଲ୍ମଟିକୁ ପ୍ରଶଂସକମାନଙ୍କ ଭରପୂର ଭଲପାଇବା ମିଳୁଛି। ଫଳରେ ଫିଲ୍ମଟି ଶହେ କୋଟି କ୍ଲବରେ ସାମିଲ ହୋଇଥିବା ଶାହିଦଙ୍କ ପ୍ରଥମ ଫିଲ୍ମ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ରିଷି କପୁରଙ୍କୁ ଭେଟିଲେ ନିତା-ମୁକେଶ

ମୁମ୍ବାଇ: ବଲିଉଡ୍‌ ଅଭିନେତା ରିଷି କପୁର ବେଶ୍‌ କିଛି ଦିନ ହେବ ନ୍ୟୁୟର୍କରେ ଚିକିତ୍ସିତ ହେଉଛନ୍ତି। ତାଙ୍କର ଆଶୁ ଆରୋଗ୍ୟ କାମନା କରି ବଲିଉଡ୍‌ର ବହୁ...

ରିଲିଜ ହେଲା ଲକ୍ଷ୍ମୀ ବମର ‘ବୁର୍ଜ ଖଲିଫା’ ଗୀତ

ମୁମ୍ବାଇ: ବଲିଉଡ୍ ଖିଲାଡି ବୟ ଅକ୍ଷୟ କୁମାର ଓ କିୟାରା ଆଡଭାନିଙ୍କ ଅଭିନୀତ ‘ଲକ୍ଷ୍ମୀ ବମ’ ଫିଲ୍ମର ଯେଉଁ ଗୀତକୁ ଦର୍ଶକେ ଆଗ୍ରହର ସହ ଅପେକ୍ଷା...

ଆମେ କେବେ ବାହା ହେବା?

ମୁମ୍ବାଇ: ଯେବେ ବି-ଟାଉନ୍‌ର ଅବିବାହିତ ଯୋଡ଼ିଙ୍କ ବିଷୟରେ ଚର୍ଚ୍ଚା ହୁଏ, ସେତେବେଳେ ଅଭିନେତା ରଣବୀର କପୁର ଏବଂ କ୍ୟୁଟ୍‌ ଅଭିନେତ୍ରୀ ଆଲିଆ ଭଟ୍ଟଙ୍କ କଥା ପ୍ରଥମେ...

କାହାର ପାଦ ଛୁଇଁଲେ ବରୁଣ

ମୁମ୍ବାଇ: ଜଣାଶୁଣା ଫିଲ୍ମ ନିର୍ମାତା ଡେଭିଡ ଧଓ୍ବନଙ୍କ ପୁଅ ହେଉଛନ୍ତି ବରୁଣ ଧଓ୍ବନ। ନିଜ ଅଭିନୟ ପାଇଁ ସେ ବଲିଉଡ୍‌ ଇଣ୍ଡଷ୍ଟ୍ରିରେ ବେଶ୍‌ ପରିଚିତ। ହେଲେ...

କିସିଂ ସିନ୍‌ ଅଭ୍ୟାସ କରିବାକୁ କହିଥିଲେ ନିର୍ଦ୍ଦେଶକ

ମୁମ୍ବାଇ: ଗତ କିଛିବର୍ଷ ମଧ୍ୟରେ ରାଧିକା ଆପ୍ତେ, କଳ୍‌କୀ କୋଚଲିନ୍‌ ଓ ବିଦ୍ୟା ବଲାନଙ୍କ ଭଳି ବଲିଉଡ୍‌ ଅଭିନେତ୍ରୀ ନିଜର କାଷ୍ଟିଂ କାଉଚ୍‌ ଅନୁଭବ ସମ୍ପର୍କରେ...

ଫୋର୍ବସ୍‌ ଇଣ୍ଡିଆ ସେଲିବ୍ରିଟି ୨୦୧୯ ତାଲିକାରେ ସାମିଲ ହେଲେ ଦିପିକା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନ ପୁଣି ଥରେ ୨୦୧୯ରେ ବିଶ୍ୱର ସବୁଠାରୁ ଅଧିକ ପସନ୍ଦ ମହିଳାଙ୍କ ତାଲିକାରେ ସାମିଲ ହୋଇଯାଇଛନ୍ତି। ବଲିଉଡ୍‌ ଏକମାତ୍ର ଅଭିନେତ୍ରୀ...

କରୋନା ଭାଇରସ୍‌କୁ ରୋକିବା ପାଇଁ ଚାଇନା ଗଲେ ରାକ୍ଷୀ ସାଓ୍ବନ୍ତ

ଚାଇନାରେ କରୋନା ଭାଇରସ ସଂକ୍ରମଣଜନିତ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବର୍ତ୍ତମାନ ମୃତ୍ୟୁସଂଖ୍ୟା ୯୦୦ ଟପିଥିବା ବେଳେ ସଂକ୍ରମିତଙ୍କ ସଂଖ୍ୟା ୩୪,୮୦୦କୁ ବୃଦ୍ଧି ପାଇଛି। ଏହି...

କଙ୍ଗନାଙ୍କୁ ହତ୍ୟା ଧମକ

ମୁମ୍ବାଇ,୩୦।୧୧:ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ ନିଜ ବିବାଦୀୟ ମନ୍ତବ୍ୟ ଯୋଗୁ ଚର୍ଚ୍ଚାରେ ଥାନ୍ତି। ଚଳଚ୍ଚିତ୍ର ଇଣ୍ଡଷ୍ଟ୍ରିର ଆଭ୍ୟନ୍ତରୀଣ ବ୍ୟାପାର ଠାରୁ ଆରମ୍ଭ କରି ଦେଶର ପ୍ରାୟ...

Advertisement
Archives

Model This Week