ପାଟକୁରା ନିର୍ବାଚନ: ୯ମ ରାଉଣ୍ଡ ସୁଦ୍ଧା ବିଜେଡି ୧୪୦୭୭ ଭୋଟରେ ଆଗୁଆ

କେନ୍ଦ୍ରାପଡ଼ା ଅଫିସ, ୨୪।୭: ବହୁ ପ୍ରତୀକ୍ଷିତ ପାଟକୁରା ନିର୍ବାଚନର ଭୋଟ ଗଣତି ଜାରି ରହିଛି। ୯ମ ରାଉଣ୍ଡ ସୁଦ୍ଧା ବିଜେଡି ୧୪୦୭୭ ଖଣ୍ଡ ଭୋଟରେ ଆଗୁଆ ରହିଛି। ବିଜେଡି ପ୍ରାର୍ଥୀ ସାବିତ୍ରୀ ଅଗ୍ରଓ୍ବାଲ ୫୩୭୩୨ ଖଣ୍ଡ ଭୋଟ ପାଇଥିବା ବେଳେ ଭାଜପା ପ୍ରାର୍ଥୀ ବିଜୟ ମହାପାତ୍ର ୩୯୬୫୫ ଭୋଟ ପାଇଛନ୍ତି। ସେହିପରି କଂଗ୍ରେସ ପ୍ରାର୍ଥୀ ଜୟନ୍ତ କୁମାର ମହାନ୍ତି ୧୩୭୯ ଖଣ୍ଡ ଭୋଟ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟାହ୍ନ ଭୋଜନ ଛୁଟିରେ ଘରକୁ ଖାଇବାକୁ ଯିବା ବେଳେ ଅଣ ଛାତ୍ରଙ୍କ ଛୁରାମାଡ଼ରେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ

ଜୟପୁର,୧ା୮(ପବନ ପାଣିଗ୍ରାହୀ): ସ୍କୁଲରୁ ମଧ୍ୟାହ୍ନ ଭୋଜନ ଛୁଟିରେ ଘରକୁ ଖାଇବାକୁ ଯିବା ବେଳେ ଶୁକ୍ରବାର ୨ ଅଣ ଛାତ୍ରଙ୍କ ଛୁରାମାଡ଼ରେ ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ…

ଅବପାତ ଦୁର୍ବଳ: ପୁଣି ବଢିବ ବର୍ଷାର ପରିମାଣ, ଘଡ଼ଘଡ଼ି ବିଜୁଳି ସହିତ…

ଭୁବନେଶ୍ୱର,୧ା୮(ବନ୍ଦନା ସେଠୀ):ରାଜ୍ୟରୁ ଅବପାତର ଭୟ ଦୂରେଇ ଥିବାବେଳେ ବର୍ଷାର ପରିମାଣ ବି କମିଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି)ର ସୂଚନା ଅନୁଯାୟୀ, ପଶ୍ଚିମ ବିଦର୍ଭ ଓ ସଂଲଗ୍ନ…

ଆଜି ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ: ପର୍ଯ୍ୟଟକଙ୍କ ମଧ୍ୟରେ ଆନନ୍ଦ

ରାଜନଗର, ୧ା୮(ଭାସ୍କର ରାଉତରାୟ):ବଉଳା କୁମ୍ଭୀରଙ୍କ ପ୍ରଜନନ ପାଇଁ ୩ ମାସ ଧରି ପର୍ଯ୍ୟଟକଙ୍କ ଲାଗି ବନ୍ଦ ରହିଥିବା ଭିତରକନିକା ଜାତୀୟ ଉଦ୍ୟାନ ଅଗଷ୍ଟ ୧ତାରିଖ ଶନିବାର ଖୋଲାଯିବ।…

ପାଟଶାଢ଼ିରେ ସମ୍ବଲପୁରୀ ଦିନ୍‌: ଚର୍ଚ୍ଚାରେ ହେମାଞ୍ଚଳ

ସୋନପୁର,୧।୮(ମୃତ୍ୟୁଞ୍ଜୟ ଶତପଥୀ):ସୂକ୍ଷ୍ମ କାରିଗରି ପାଇଁ ସୁବର୍ଣ୍ଣପୁର ଜିଲାର ବୁଣାକାରଙ୍କ ଦେଶ ବିଦେଶରେ ସୁନାମ ରହିଛି। ସେମିତି ଜଣେ ଯୁବ ବୁଣାକାର ହେଲେ ସୋନପୁର ବ୍ଲକ ହରଡ଼ଖୋଲ ଗ୍ରାମର…

ପିଏମ ମୋଦିଙ୍କ ନୂଆ ଭିଡିଓ ବାର୍ତ୍ତା: କହିଲେ-ମୋତେ ଗାଳି ଦେଇଥିବା ପିଲାମାନଙ୍କୁ…

ନୂଆଦିଲ୍ଲୀ,୧।୮: ଜନ୍ତର-ମନ୍ତରରେ ଛାତ୍ର ଆନ୍ଦୋଳନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନେଇ ଅନେକ ପିଲା ଅଶ୍ଳୀଳ ଭାଷା ପ୍ରୟୋଗ କରିଥିଲେ, ଯେଉଁଥିପାଇଁ ସେମାନେ ଭାଜପା ସମର୍ଥକଙ୍କ ଟାର୍ଗେଟକୁ…

ଭୀଷ୍ମଗିରି ଉଚ୍ଚ ବିଦ୍ୟାଳୟରେ ପାଚିକା ସହାୟିକାମାନଙ୍କୁ ରୋଷେଇ ସମୟରେ ସୁରକ୍ଷା

ଦିଗପହଣ୍ଡି,୩୧|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ଗ୍ରାମ ସ୍ଥିତ ପିଏମଶ୍ରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ପୋଷଣ ଯୋଜନାରେ କାର୍ଯ୍ଯରତ ପାଚିକା…

ଦୁର୍ଗମ ଗାଁରେ ଉପଜିଲାପାଳଙ୍କ ଗସ୍ତ, ଆଦିବାସୀଙ୍କ ସମସ୍ୟା ଶୁଣିଲେ

ବଞ୍ଚୋ, ୩୧ ଜୁଲାଇ (ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ପନସଡ଼ିହା ପଞ୍ଚାୟତର ଅତି ଦୁର୍ଗମ ଆଦିବାସୀ ଅଧ୍ୟୁଷିତ ଗ୍ରାମଗୁଡ଼ିକୁ ଉପଜିଲାପାଳ ନୀଳମାଧବ ସୁନା, ବିଡିଓ…

CWG 2026: ଜୁଡୋରେ ଭାରତର ଐତିହାସିକ ସଫଳତା, ଅସ୍ମିତାଙ୍କ ପରେ ହର୍ଷ ସିଂହ ଜିତିଲେ ସ୍ୱର୍ଣ୍ଣ

ନୂଆଦିଲ୍ଲୀ,୩୧।୭: କମନୱେଲଥ୍ ଗେମ୍ସ ୨୦୨୬ରେ ଭାରତୀୟ କ୍ରୀଡ଼ା ଜଗତ ପାଇଁ ଆଜିର ଦିନଟି ଏକ ଐତିହାସିକ ଦିନ ହୋଇଛି। ଜୁଡୋରେ ଅସ୍ମିତା ଦେ ସ୍ୱର୍ଣ୍ଣ ପଦକ ଜିତିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri